ସହାୟତା ପାଇଁ ଜିଲାପାଳଙ୍କୁ ନିବେଦନ କଲେ ହାଲୁକା ଯାନ କର୍ମଚାରୀ

ରାୟଗଡ଼ା ଅଫିସ,୨୦ା୪: ରାୟଗଡ଼ା ହାଲୁକା ଯାନ କର୍ମଚାରୀମାନେ ଆର୍ଥତ୍କ ସହାୟତା ପାଇଁ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲାପାଳଙ୍କୁ ନିବେଦନ କରିଛନ୍ତି। ବିଶ୍ୱ ମହାମାରୀ କରୋନା ଯୋଗୁ ରାୟଗଡ଼ା ମୋଟର୍ସ ୱାର୍କର୍ସ ୟୁନିୟନ ଅଧୀନରେ ୨୦୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଛୋଟବଡ଼ ଗାଡ଼ି ଚଳାଇ ନିଜ ପରିବାର ପ୍ରତିପୋଷଣ କରୁଥିଲେ। ମାତ୍ର ଲକ୍‌ଡାଉନ୍‌ ପରଠାରୁ ତାଙ୍କ ଆର୍ଥିକ ଅବସ୍ଥା ଅତ୍ୟନ୍ତ ଖରାପ ହୋଇଯାଇଛି। ଫଳରେ ଭୋକ ଉପାସରେ ଦିନ କାଟିବାକୁ ପଡ଼ୁଛି ା ତେଣୁ ଏ ନେଇ ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କୁ କିଛି ଆର୍ଥିକ ସହାୟତା ପାଇଁ ସେମାନେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବିରୁ ରାମଚନ୍ଦ୍ର ନିଖୋଜ: ମାସେ ହେବ ଜିଲା ପ୍ରଶାସନ ପାଖରେ ଖବର ନାହିଁ

ପୁରୀ ଅଫିସ,୮ା୧୧: ବର୍ଷେ କି ଦୁଇବର୍ଷ ନୁହେଁ ଦୀର୍ଘ ୧୮ ବର୍ଷ ଶିକୁଳିରେ ବନ୍ଧା ପଡିଥିଲା ଜୀବନ। ଅସ୍ବାଭାବିକ ଆଚରଣ ପାଇଁ ତାଙ୍କ ଦୁଇହାତକୁ ଲୁହାଚେନ୍‌ରେ...

ଜୟପୁରରେ ବନ୍ଦ ପାଳନ

ଜୟପୁର,୮।୧(ଡି.ଏନ୍‌.ଏ.) : କୋରାପୁଟ ଜିଲା ଜୟପୁର ସହରରେ ଭାରତ ବନ୍ଦ ଅବସରରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ପାଳନ କରାଯାଇଛି। ଗାଡ଼ି ଚଳାଚଳ ବନ୍ଦ...

ଫ୍ରାନ୍ସ, ଜର୍ମାନୀକୁ ଟପିଲା ରୁଷିଆ

ଓ୍ବାଶିଂଟନ/ମସ୍କୋ/ଲଣ୍ଡନ, ୮ା୫: ମହାମାରୀ କରୋନା ଭୂତାଣୁ ବିଶ୍ୱରେ କଳାବାଦଲ ଢ଼ାଙ୍କିଦେଇଛି। ଏହି ପ୍ରାଣଘାତୀ ରୋଗରୁ ମୁକୁଳିବା ଲାଗି ସଂଗ୍ରାମ ଜାରି ରହିଥିଲେ ହେଁ ଆକ୍ରାନ୍ତଙ୍କ ସଂଖ୍ୟା...

ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର ବିଫଳ: ୯ ବର୍ଷ ପରେ ସନ୍ତାନ ପ୍ରସବ କଲେ ମହିଳା

କାଳିଆପାଣି,୨୭।୪(ଡିଏନଏ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡ଼ିପାଳ ପଞ୍ଚାୟତ ରୁଗୁଡ଼ିସାହିର କୃଷ୍ଣ ବିରୁଆଙ୍କ ସ୍ତ୍ରୀ ନମାନି (୪୦) ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରିବାର ୯ବର୍ଷ ପରେ...

ସିବିଆଇ ତଦନ୍ତ ଦାବିରେ ପିଟିଶନ

କଟକ ଅଫିସ,୫। ୧୦: ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା ଉପରୁ ପରଦା ହଟାଇବାରେ ଓଡ଼ିିଶା ପୋଲିସ ବା କ୍ରାଇମବ୍ରାଞ୍ଚ...

ଟ୍ରକ୍‌ ତଳେ ପଶିଗଲା ମୋପେଡ, ଦମ୍ପତି ମୃତ

ପାତ୍ରପୁର,୨୭ା୨(ଡି.ଏନ୍‌.ଏ.)- ଜାତୀୟ ରାଜପଥ ନଂ.୧୬ ଆନ୍ଧ୍ରପ୍ରଦେଶ ଭେସି ଓ କୁଲାମ ମଧ୍ୟସ୍ଥଳରେ ଗୁରୁବାର ଏକ ମର୍ମତୁଦ ସଡକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ତଳେ ମୋପେଡ ପଶିଯିବାରୁ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ

ବାସୁଦେବପୁର,୨୮ା୧୨(ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ସୁଗୋ ଓ ପଦ୍ମପୁର ପଞ୍ଚାୟତର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସୋମବାର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ସମୀକ୍ଷା କରିଛନ୍ତି।...

ବଙ୍ଗୀୟ ଭାଷୀଙ୍କ ଉପରେ ନଜର: ସମୁଦ୍ର ପଥରେ କଡ଼ା ପାଟ୍ରୋଲିଂ

ମହାକାଳପଡ଼ା, ୨୭।୪ (ଡି.ଏନ୍‌.ଏ.)-ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଇତିମଧ୍ୟରେ ୧୧୦ରେ ପହଞ୍ଚତ୍ଛି। ଏବେ ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲା କରୋନା ହଟ୍‌ସ୍ପଟ୍‌ ରହିଥିବା ବେଳେ...

Advertisement
Archives

Model This Week