ସହାୟତା ପାଇଁ ମୋଟର ଚାଳକ ସଂଘର ଦାବିପତ୍ର

ଦିଗପହଣ୍ଡି,୧୫ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ଯୋଗୁ ଟ୍ୟାକ୍ସି ଚାଳକଙ୍କ ଜୀବନଜୀବିକା ବିପନ୍ନ ହୋଇପଡିଛି। ଏପ୍ରିଲ ୧୫ରୁ ସ୍ଥିତି ସ୍ବାଭାବିକ ହେବା ନେଇ ସେମାନେ ଆଶା ରଖିଥିବାବେଳେ ପୁଣି ମେ’ ୩ ଯାଏ କଟକଣା ବଢିଛି। ସରକାର ଷ୍ଟ୍ରିଟ ଭେଣ୍ଡର, ନିର୍ମାଣ ଶ୍ରମିକ, ରାଶନକାର୍ଡ ଧାରୀ ତଥା ଗରିବ ଲୋକଙ୍କ ଜୀବନଜୀବିକା ଉପରେ ଯେଭଳି ଦୃଷ୍ଟି ଦେଇଛନ୍ତି ଟ୍ୟାକ୍ସି ଚାଳକଙ୍କ ପ୍ରତି ଦୃଷ୍ଟିଦେଇ ସହାୟତା ପ୍ରଦାନ କରିବାକୁ ସଂଘ ଗଞ୍ଜାମ ଜିଲାପାଳଙ୍କୁ ଅନୁରୋଧ କରିଛି। ସଂଘ ସଭାପତି ବିଜୟ କୁମାର ମିଶ୍ରଙ୍କ ନେତୃତ୍ୱରେ ବହୁ ଟ୍ୟାକ୍ସି ଚାଳକ ସ୍ଥାନୀୟ ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳଧାରଣାରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ପାରିବାରିକ ଅଶାନ୍ତିକୁ ନେଇ ଆତ୍ମହତ୍ୟା ସନ୍ଦେହ

ତିହିଡି,୧୦।୯(ଡି.ଏନ୍‌.ଏ): ଭଦ୍ରକ ଜିଲା ଧାମରା ରେଳପଥର ଅଚକ ନିକଟରୁ ମଙ୍ଗଳବାର ସକାଳେ ଜନୈକ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଦୁଃଶାସନ ମଲିକ(୬୫)। ତାଙ୍କ...

ଖୋର୍ଦ୍ଧାରେ ଲକ୍‌ଡାଉନ୍‌ ଉଲ୍ଲଂଘନ: ୭ ଦୋକାନ ସିଲ୍‌ କଲା ପ୍ରଶାସନ

ଖୋର୍ଦ୍ଧା ଅଫିସ,୭ା୪ : କୋଭିଡ୍‌-୧୯ ଭୁତାଣୁ ସଂକ୍ରମଣ ରୋକିବା ଲାଗି ପ୍ରଶାସନ ପକ୍ଷରୁ ସମସ୍ତ ଦୋକାନ ବଜାର ବନ୍ଦ କରାଯାଇଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତୀତ...

୧୩ ହୋଟେଲରେ ଚଢ଼ାଉ, ଜରିମାନା ଆଦାୟ

ତାଳଚେର,୭ା୭(ନି.ପ୍ର.): ତାଳଚେର ଅଞ୍ଚଳର ବିଭିନ୍ନ ହୋଟେଲରେ ବାସି ଖାଦ୍ୟ ଦିଆଯାଉଥିବା ନେଇ ଅଭିଯୋଗ ପରେ ବୁଧବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସହରର ପ୍ରାୟ...

ଜିଲା ମୁଖ୍ୟ ଚିକିତ୍ସାଳୟରେ ‘ମୋ ସରକାର ଟିମ୍‌’

ବାଲେଶ୍ୱର ଅଫିସ, ୨୦।୧୨-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ଫକୀରମୋହନ ସରକାରୀ ମେଡ଼ିକାଲ କଲେଜକୁ ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ଟାରେ ୩ ଜଣିଆ ମୋ ସରକାର...

ଶାବର ଶ୍ରୀକ୍ଷେତ୍ରରେ ରଥ ଓ ପଥ ପ୍ରସ୍ତୁତ : ଅପେକ୍ଷା ରଥଟଣାକୁ

କୋରାପୁଟ,୪ା୭(ସ୍ବ.ପ୍ର.): ଶାବର ଶ୍ରୀକ୍ଷେତ୍ର କୋରାପୁଟରେ ରଥଯାତ୍ରା ନେଇ ତିନି ରଥ ଓ ପଥ ପ୍ରସ୍ତୁତ ହୋଇ ରହିଛି । ଅପେକ୍ଷା କେବଳ ରଥଟଣାକୁ। ଚଳିତବର୍ଷ ପ୍ରଥମ...

ମହାକାଳୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୧୫।୧୧- ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଦ୍ୱିତୀୟ ଦିନରେ ରବିବାର ମହାକାଳୀ ବେଶରେ ମା’ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ଆଦ୍ୟାଶକ୍ତି ମା...

ଏପ୍ରିଲ ସୁଦ୍ଧା ୮୫ ଦୁର୍ଘଟଣାରେ ୩୪ ମୃତ

ଜଗତ୍‌ସିଂହପୁର ଅଫିସ, ୨୪।୫: ଚଳିତବର୍ଷ ଏପ୍ରିଲ ସୁଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ମୋଟ ୮୫ଟି ଦୁର୍ଘଟଣା ଘଟିଛି। ଏଥିରେ ୩୪ଜଣଙ୍କ ଜୀବନ ଯାଇଛି। ମଦ୍ୟପାନ ଓ...

ବାଙ୍କୀ ଡବଲ ମର୍ଡର ଘଟଣା: ଆଉ ୩ ଅଭିଯୁକ୍ତ ଗିରଫ

ବାଙ୍କୀ,୨୮। ୨(ସ୍ବ.ପ୍ର.): ବାଙ୍କୀ ଡବଲ ମର୍ଡର ଘଟଣାରେ ପୂର୍ବରୁ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ବେଳେ ଗୁରୁବାର ଆଉ ୩...

Advertisement
Archives

Model This Week