ସାଇକେଲରେ ଅଫିସ ଗଲେ ମିଳେ ଅଧିକ ଟଙ୍କା

ନେଦରଲାଣ୍ଡସ୍‌ରେ ସାଇକେଲରେ ଯାତାୟାତକୁ ଦିଆଯାଉଛି ଗୁରୁତ୍ୱ। ପୁଣି ସେଠାରେ ଅଫିସକୁ ଯାଉଥିବା ବ୍ୟକ୍ତିଙ୍କୁ ମିଳେ ଅଲଗା ପ୍ରୋତ୍ସାହନ ରାଶି। ସେଥିପାଇଁ ଏଠାରେ ଅଧିକାଂଶ ଲୋକେ ସାଇକେଲରେ ଅଫିସ ଯିବାକୁ ପସନ୍ଦ କରିଥାଆନ୍ତି। ସାଇକେଲରେ ଯାଉଥିବା କର୍ମଚାରୀଙ୍କୁ କିଲୋମିଟିର ପିଛା ୧୬ଟଙ୍କା ମିଳିଥାଏ। ଏହା ପୁଣି କରମୁକ୍ତ। ତେବେ ଏହି ଟଙ୍କା କର୍ମଚାରୀ ଜଣଙ୍କ କାମ କରୁଥିବା କମ୍ପାନୀ ପକ୍ଷରୁ ଦିଆଯାଇଥାଏ। ସେଥିପାଇଁ ଏଠାକାର ଅଧିକାଂଶ ଲୋକ ସାଇକେଲରେ ଅଫିସ ଯିବାକୁ ପସନ୍ଦ କରିଥାଆନ୍ତି। ସରକାରଙ୍କ ପକ୍ଷରୁ ସୂଚିତ କରାଯାଇଛି ଯେ, ସାଇକେଲ ଚଲାଇବା ଦ୍ୱାରା ଶରୀର ସୁସ୍ଥ ରହିବା ସହ ପିରବେଶ ମଧ୍ୟ ପ୍ରଦୂଷିତ ହୁଏନାହିଁ। ଏନ୍ୟପଟେ ଏକ ଗବେଷଣାରୁ ଜଣାଯାଏ ଯେ ଏଠାରେ ସାଇକେଲ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବିସ୍‌ ଓ୍ବାଚ୍‌ର ବଢୁଛି ଚାହିଦା: ୬ମାସରେ ୯୩୩କୋଟି ଓ୍ବାଚ୍‌ କିଣିଛନ୍ତି ଭାରତୀୟ

ଟେକ୍ନୋଲୋଜିର ଦୈାଡରେ ଆଶା କରାଯାଉଥିଲା କି, ମୋବାଇଲ ଆସିବା ପରେ କ୍ୟାମେରା ପରି ଘଣ୍ଟା ମଧ୍ୟ ଏକ ର୍ଦୁଲଭ ବା କମ୍‌ ବ୍ୟବହାର ଯୋଗ୍ୟ ଜିନିଷ...

ସୁଦାନରେ ସଙ୍କଟ: ଲୋଡିଲା ଆମେରିକାର ସହାୟତା…

ଖାର୍ତୁମ,୨୭।୮ : ପ୍ରତିଦ୍ୱନ୍ଦ୍ୱୀ ଜେନେରାଲଙ୍କ ମଧ୍ୟରେ ସୁଦାନର ଗୃହଯୁଦ୍ଧ ବଢ଼ିବାରେ ଲାଗିଛି। ଯୁଦ୍ଧ ଯୋଗୁ ସୁଦାନରେ ସଙ୍କଟ ପରିସ୍ଥିତି ଉପୁଜିଛି। ବର୍ତ୍ତମାନ ସୁଦାନର ଅବସ୍ଥା ବିଗିଡି...

ଭଉଣୀ ପଠାଇଥିବା ରାକ୍ଷୀକୁ କ’ଣ କଲେ କରୋନା ଆକ୍ରାନ୍ତ ଭାଇ: ଜାଣନ୍ତୁ…

ନୂଆ ଦିଲ୍ଲୀ, ୩୦।୭: କରୋନା (କୋଭିଡ୍‌-୧୯)କୁ ନେଇ ସମସ୍ତେ ଆତଙ୍କିତ ଅବସ୍ଥାରେ। କରୋନା ଭୟ ଯୋଗୁ ଏବେ ଆଉ କୌଣସି ପର୍ବପର୍ବାଣୀର ମଜା ରହୁନାହିଁ। ତେବେ...

ଶେଷ ହୋଇନି ଓମିକ୍ରନ୍‌, କଟକଣା ହଟାଇବା ନେଇ ଚେତାବନୀ ଦେଲା ଡବ୍ଲ୍ୟୁଏଚ୍‌ଓ…

ଜେନେଭା, ୨।୨ : ପୃଥିବୀରୁ ଏବେ ବି ଶେଷ ହୋଇନି ଓମିକ୍ରନ୍‌ ଆତଙ୍କ। ତେଣୁ କଟକଣା ହଟାଇବା ନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଚେତାବନୀ ଦିଆଯାଇଛି।...

ଖୁସି ହେଲେ ସୁନକ

ଲଣ୍ଡନ/ନୂଆଦିଲ୍ଲୀ,୭।୪: ବରିଷ୍ଠ ଲେଖିକା ତଥା ସମାଜସେବି ସୁଧା ମୂର୍ତ୍ତିଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ସାମାଜିକ କାର୍ଯ୍ୟ ପାଇଁ ପଦ୍ମ ଭୂଷଣରେ ସମ୍ମାନୀତ କରାଯାଇଛି। ସୁଧା...

ସଙ୍କଟରେ ପାକିସ୍ତାନ, ପୁଣି ଘନେଇଲା ଡୁରାଣ୍ଡ ଲାଇନକୁ ନେଇ ବିବାଦ

କାବୁଲ,୨୨।୬: ଆଫଗାନିସ୍ତାନରେ ତାଲିବାନର ବିଜୟରେ ଖୁସି ପାକିସ୍ତାନୀ ଗୁପ୍ତଚର ଏଜେନ୍ସି ଆଇଏସଆଇର ମହାନିର୍ଦ୍ଦେଶକ ଲେଫ୍ଟନାଣ୍ଟ ଜେନେରାଲ ଫୈଜ ହାମିଦଙ୍କ ଖୁସି କିଛିଦିନ ମଧ୍ୟରେ ମଉଳିବାର ପରିଲକ୍ଷିତ...

ଇସ୍ରାଏଲ ପ୍ରଧାନମନ୍ତ୍ରୀ ଗଠନ କଲେ ନୂଆ ସରକାର, ଶପଥ ଗ୍ରହଣ ତାରିଖ ହୋଇନି ସ୍ପଷ୍ଟ

ତେଲ ଆଭିବ, ୨୨ ।୧୨: ଖୁବ୍ ଟଣା ଭିଡା ପରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେନଜାମିନ ନେତନ୍ୟାହୁ ବୁଧବାର ବିଳମ୍ବିତ ରାତିରେ ସରକାର ଗଠନ କରିବାକୁ ଘୋଷଣା...

ଘର ଉପରେ ଖସି ପଡ଼ିଲା ବିମାନ

ମିଲନ,୩।୧୦: ଇଟାଲିର ମିଲନ ସହରର ଏକ ଦୁଇ ମହଲା ବିଶିଷ୍ଟ କୋଠା ଉପରେ ରବିବାର ଖସି ପଡ଼ିଛି ଏକ ବେସରକାରୀ ବିମାନ। ଏହି ଦୁର୍ଘଟଣାରେ ୮...

Advertisement
Archives

Model This Week