ସାଇକେଲରେ ଚେନ୍ନାଇରୁ ବୁଗୁଡ଼ା ଫେରିଲେ ୫ ଯୁବକ

ବୁଗୁଡ଼ା,୧୬ା୫(ଡି.ଏନ.ଏ.)- ବୁଗୁଡା ଅଞ୍ଚଳର ୫ଜଣ ଯୁବକ ଚେନ୍ନାଇରୁ ପ୍ରାୟ ୧୨ଶହ କିମି ସାଇକେଲିଂ କରି ଆସି ଶୁକ୍ରବାର ସନ୍ଧ୍ୟାରେ ବୁଗୁଡ଼ାରେ ପହଞ୍ଚତ୍ଛନ୍ତି। ଉକ୍ତ ୫ ଜଣ ଚେନ୍ନାଇର ଏକ କମ୍ପାନୀରେ କାମ କରୁଥିଲେ। ଲକ୍‌ଡାଉନ ଯୋଗୁ କମ୍ପାନୀ ବନ୍ଦ ହେବାରୁ ମାଲିକ କୌଣସି ପ୍ରକାର ସହଯୋଗ କରି ନ ଥିଲେ। ରବିବାର ଭୋର ୫ଟାରୁ ସାଇକେଲ ଯୋଗେ ବାହାରି ଦୀର୍ଘ ୧୨୦୦ କିମି ରାସ୍ତା ୫ ଦିନରେ ଅତିକ୍ରମ କରି ବୁଗୁଡ଼ାରେ ପହଞ୍ଚତ୍ଥିଲେ। ଏଠାରେ ପହଞ୍ଚତ୍ବା ପରେ କେତେକ ଯୁବକ ସେମାନଙ୍କୁ ଶୁଖିଲା ଖାଦ୍ୟ ଦେଇଥିଲେ। ସେମାନେ ସମସ୍ତେ ଜଗନ୍ନାଥପ୍ରସଦା ବ୍ଲକ ଅନ୍ତର୍ଗତ ପଙ୍କଳସାହି ବାସିନ୍ଦା।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା…

ଜନଗଣନା ହ୍ୟାଣ୍ଡବୁକ: ଜିଲାରେ ୨୩୭ ଅଧିକାରୀ ନେଲେ…

ଭଞ୍ଜନଗର,୩ା୭(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଜନଗଣନା ଅବସରରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିକୁ ସୂଚାରୁ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ପ୍ରଶିକ୍ଷଣ…

ଡ୍ରାଇଭରଙ୍କ ରହସ୍ୟମୟ ନିଖୋଜ ଘଟଣା: ଏ ଥାନାରୁ ସେ ଥାନାକୁ ଦୌଡିଦୌଡି ବଞ୍ଚାଇ ପାରିଲେନି ସ୍ତ୍ରୀ, ଶେଷରେ…

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ଗତ ୯ ଦିନ ହେଲା  ରହସ୍ୟଜନକ ଭାବେ ନିଖୋଜ …

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ: ଗ୍ରାମୀଣ ରୋଜଗାର ନୂଆ ଗ୍ୟାରେଣ୍ଟି

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜନସମ୍ମିଳନୀ ଓ ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri