ସାଇକେଲରେ ତାମିଲନାଡୁରୁ ପୋଲସରା ଫେରିଲେ ଯୁବକ

ପୋଲସରା,୨୦ା୫(ଡି.ଏନ.ଏ.)- ପୋଲସରା ଇଚ୍ଛାପୁର ଗ୍ରାମର ଅରୁଣ ନାୟକ ତାମିଲନାଡୁର ଅମ୍ବାଟୁରରୁ ସାଇକେଲରେ ଆସି ସୋମବାର ନିଜ ଅଞ୍ଚଳରେ ପହଞ୍ଚତ୍ଛନ୍ତି। ଅମ୍ବାଟୁରର ଏକ କମ୍ପାନୀରେ ଅରୁଣ କାମ କରୁଥିଲେ। ଲକ୍‌ଡାଉନ୍‌ ଯୋଗୁ କାମ ବନ୍ଦ ପରେ ଚଳିବାକୁ ଅସୁବିଧା ହୋଇଥିଲା। ଅର୍ଥ ସରିଯିବାରୁ ସେ ସାଇକେଲ ଯୋଗେ ଘରକୁ ଫେରିବାକୁ ନିଷ୍ପତ୍ତି ନେଇଥିଲେ। ଦୀର୍ଘ ୮ଦିନ ସାଇକେଲ ଚଳାଇ ସେ ପୋଳସରା ଅଞ୍ଚଳରେ ପହଞ୍ଚତ୍ଥିଲେ। ସେଠାରୁ ତାଙ୍କ ଘର ଆହୁରି ୨୫କିମି ଥିବାବେଳେ ଥକି ପଡିବାରୁ ଆଉ ଯାଇ ପାରି ନ ଥିଲେ। ଖବର ପାଇ ପୋଲସରା ବ୍ଲକର କୋଭିଡ-୧୯ର ନୋଡାଲ ଅଫିସର ଅଶ୍ୱିନୀ କୁମାର ସାହୁ ଓ ସରପଞ୍ଚ ପ୍ରତିନିଧି ଲଡୁ କିଶୋର ସାହୁ ତାଙ୍କୁ ନେଇ ସାନବରଗାଁ ସ୍ଥିତ ସଙ୍ଗରୋଧ ଗୃହରେ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଲ୍ଲଂଘନକାରୀଙ୍କ ବିରୋଧରେ ଏତଲା

ବାରିପଦା ଅଫିସ/ଚିତ୍ରଡ଼ା, ୨୭ା୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ଏଡ଼ାଇବା ପାଇଁ ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପମାନ ନେଉଛନ୍ତି। କରୋନା ମୁକାବିଲାରେ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା...

କରୋନା କଟକଣା: ରୁପା ବଦଳରେ ଜରି ମୁକୁଟ

କେନ୍ଦୁଝର, ୨୨ା୧୦ (ସ୍ବ.ପ୍ର.)-କେନ୍ଦୁଝର ଡେଲି ମାର୍କେଟରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ଦୁର୍ଗାପୂଜା ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଦୀର୍ଘ...

ବିଜେଡିର ଭାଗୀରଥି ସେଠୀ ଓ ବଦ୍ରିନାରାୟଣ ପାତ୍ରଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା

ଆନନ୍ଦପୁର,୨୪।୫(ସ୍ବ.ପ୍ର.): ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀର ବିଜୟୀ ବିଧାୟକ ବିଜେଡିର ଭାଗୀରଥି ସେଠୀ ଓ ବଦ୍ରିନାରାୟଣ ପାତ୍ରଙ୍କୁ ବିଭିନ୍ନ...

ହଜାରେ ଲିଟର ପୋଚ ନଷ୍ଟ, ଭାଟି ସିଲ

ପାତ୍ରପୁର,୨୦ା୪(ଡି.ଏନ୍‌.ଏ.)- ଲକ୍‌ଡାଉନରେ ମଦଦୋକାନ ବନ୍ଦ ଥିବାବେଳେ ଦେଶୀମଦ କାରବାର ବୃଦ୍ଧି ପାଇଛି। ଭାଟି ମାନଙ୍କରେ ମଦ ତିଆରି କରି ମାଲାମାଲ୍‌ ହେଉଛନ୍ତି ମାଫିଆ। ଜରଡା ଥାନା...

ବିଦ୍ୟୁତ୍‌ ସଂଯୋଗ ଦାବି ନେଇ ବିକ୍ଷୋଭ

ଉଦଳା,୨୦ା୮(ଡି.ଏନ.ଏ)- ମୟୂରଭଞ୍ଜ ମୁକ୍ତି ମୋର୍ଚ୍ଚା ସଂଗଠନ କପ୍ତିପଦା ଉପଖଣ୍ଡ ପକ୍ଷରୁ ସୋମବାର ଉଦଳା ନେସ୍କୋ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ା...

ଦୁର୍ଦ୍ଦିନରେ ରଙ୍ଗତୁଳୀ କାରିଗର, ସହାୟତା ପାଇଁ ପ୍ରଶାସନର ଦ୍ୱାରସ୍ଥ

ବେଲପଡା, ୨୩ା୪(ଡି.ଏନ.ଏ.)-କରୋନା ଲକ୍‌ଡାଉନ ଯୋଗୁଁ ବଲାଙ୍ଗୀର ଜିଲା ବେଲପଡା ବ୍ଲକ ଅଞ୍ଚଳର ରଙ୍ଗତୁଳୀ କାରୀଗର ଓ ଏଥିରେ ନିୟୋଜିତ ଶ୍ରମିକ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ବେଲପଡା...

ଜିଲାପାଳଙ୍କ ଅଚାନକ ଖରିଆରରୋଡ ହସ୍ପିଟାଲ ପରିଦର୍ଶନ

ନୂଆପଡା ଅଫିସ,୩୧ା୮ – ନୂଆପଡା ଭଳି ଉପାନ୍ତ ଜିଲାରେ ସ୍ବାସ୍ଥ୍ୟ ସମସ୍ୟା ଦିନକୁ ଦିନ ଗମ୍ଭୀର ହେବାକୁ ଲାଗିଛି । ଏହାକୁ ନେଇ ବିଭିନ୍ନ ସମୟରେ...

ମୁନିଗୁଡାରେ ଲାଗିଲା ମାଓବାଦୀ ପୋଷ୍ଟର, ବ୍ୟାନର୍‌

ମୁନିଗୁଡା,୧୬।୧୦(ଡି.ଏନ.ଏ.):ରାୟଗଡା ଜିଲା ମୁନିଗୁଡା ଥାନା ଅନ୍ତର୍ଗତ ରାମନାକୁପୁଲି ଛକ ନିକଟରେ ବୁଧବାର କିଛି ମାଓବାଦୀ ବ୍ୟାନର ଓ ପୋଷ୍ଟର ଲାଗିଥିବା ଦେଖାଯାଇଛି। ଉକ୍ତ ମାଓବାଦୀ ବ୍ୟାନର...

Coronavirus Update

Archives

Model This Week

Why Dharitri