ସାଇକେଲରେ ନୟାଗଡରୁ କଳାହାଣ୍ଡି ଫେରୁଛନ୍ତି ୩ ଯୁବକ

ଦାରିଙ୍ଗବାଡ଼ି,୧୪।୫(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ପରେ କଳାହାଣ୍ଡିର ୩ ଯୁବକ ନୟାଗଡରେ ଫସି ରହିଥିଲେ। ନୟାଗଡ଼ର କୌଣସି ଏକ ୱେଲଡିଂ ଦୋକାନରେ ଶ୍ରମିକ ଭାବେ କାମ କରୁଥିଲେ। ଲକ୍‌ଡାଉନ ଯୋଗୁ କାମ ବନ୍ଦ ପରେ ମାଲିକମାନେ ତାଙ୍କୁ ଆଉ ପାରିଶ୍ରମିକ ଦେଇ ନ ଥିଲେ। ଗୋଟିଏ ପଟେ ରୋଜଗାର ହରାଇଥିବାବେଳେ ଅନ୍ୟପଟେ ଗାଡ଼ିଭଡ଼ା କରି ଘରେ ପହଞ୍ଚତ୍ବା ସମ୍ଭବ ନଥିଲା। ୩ଟି ସାଇକଲ କିଣି ନୟାଗଡ଼ରୁ କଳାହାଣ୍ଡି ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ନୟାଗଡ଼ରୁ ଗଞ୍ଜମ ଜିଲା ଦେଇ ୨୦ କିମି ଲମ୍ବା ଗାଜଲବାଡ଼ି ଘାଟି ଚଢ଼ି ଜଙ୍ଗଲରାସ୍ତା ଦେଇ ଗୁରୁବାର ଦାରିଙ୍ଗବାଡ଼ିରେ ପହଞ୍ଚତ୍ଥିଲେ। ଏଠାରୁ କଳାହାଣ୍ଡି ଜିଲା ଆହୁରି ପ୍ରାୟ ୨ଶହ କିମି। ଉକ୍ତ ଯୁବକମାନେ ହେଲେ ଜତିନ୍ଦ୍ର ଶବର, ଦୀନବନ୍ଧୁ ମାଝୀ ଓ ପ୍ରିତିରାଜ ସାହୁ।


Enter your email to get our daily news in your inbox.

All Right Reserved By Dharitri.Com

ଉଲ୍ଲଂଘନକାରୀଙ୍କ ବିରୋଧରେ ଏତଲା

ବାରିପଦା ଅଫିସ/ଚିତ୍ରଡ଼ା, ୨୭ା୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ଏଡ଼ାଇବା ପାଇଁ ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପମାନ ନେଉଛନ୍ତି। କରୋନା ମୁକାବିଲାରେ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା...

ଶବଦାହ ପାଇଁ ମିଳୁନି କାଠ

ବରଗଡ଼ ଅଫିସ,୧୮।୨- ବରଗଡ ସହରର ଶବଦାହ ପାଇଁ ଏବେ କାଠର ଅଭାବ ଦେଖିବାକୁ ମିଳିଛି । ଫଳରେ ଶବଦାହ ପାଇଁ ଲୋକଙ୍କୁ ହଟହଟା ହେବାକୁ ପଡୁଛି।...

ବଣ୍ଡାଘାଟିରେ ଡିଜିପି ଅଭୟ

ମାଲକାନଗିରି/ଗୋବିନ୍ଦପାଲି, ରାୟଗଡା ଅଫିସ,୭।୩: ମାଲକାନଗିରି ଜିଲା ଖଇରପୁଟ ବ୍ଲକର ଦୁର୍ଗମ ଅଞ୍ଚଳ ତଥା ମାଓବାଦୀ ଅଧ୍ୟୁଷିତ ବଣ୍ତାଘାଟିକୁ ରବିବାର ଡିଜିପି ଅଭୟ ଗସ୍ତ କରିଥିଲେ। ବଣ୍ତାଘାଟିରେ...

ଅପରାହ୍ନ ୧ରୁ ସନ୍ଧ୍ୟା ୭ ପର୍ଯ୍ୟନ୍ତ ଖୋଲିବ ମାର୍କେଟ, ମଲ: ୫ ଜଣଙ୍କୁ ପ୍ରବେଶ ଅନୁମତି

ବ୍ରହ୍ମପୁର ଅଫିସ,୧୩ା୫-ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ବ୍ରହ୍ମପୁରରେ ମାର୍କେଟ ତଥା ଦୋକାନ ଖୋଲିବା ନେଇ ରହିଥିବା...

ଗଣତି ପୂର୍ବର କେନ୍ଦ୍ରର ସ୍ଥିତି ଅନୁଧ୍ୟାନ କଲେ ଏସ୍‌ଡିପିଓ

ଗଞ୍ଜାମ,୨୫।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବା ବେଳେ ଶନିବାର ପ୍ରତି ବ୍ଲକ ମୁଖ୍ୟାଳୟରେ ସକାଳ ୮ଟା ବେଳେ ଭୋଟ୍‌ ଗଣତି ଆରମ୍ଭ ହେବା। ଏ...

ଶ୍ରୀଗୁଣ୍ଡିଚା ଅଭିମୁଖେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ

ପୁରୀ ଅଫିସ, ୨୩।୬: ବହୁ ପ୍ରତିକ୍ଷାର ଅବସାନ ଘଟାଇ ଶେଷରେ ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ବାହାରିଛନ୍ତି। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡିବା...

କନିଅର ମଞ୍ଜି ଖାଇ ଆତ୍ମହତ୍ୟା

ବଡବିଲ, ୨୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ମାଗାଜିନ ହଟିଂରେ ଅର୍ଜୁନ ହାଇବୁରୁ ନାମକ ଜଣେ ବ୍ୟକ୍ତି କନିଅର ମଞ୍ଜି ଖାଇ ଆତ୍ମହତ୍ୟା କରିଛନ୍ତି।...

ବାଲିଆପାଳରେ ଦିବ୍ୟାଙ୍ଗଙ୍କୁ ରାଶନ ବଣ୍ଟନ

ଲଙ୍ଗଳେଶ୍ୱର, ୫।୫(ଡି.ଏନ.ଏ.)-କରୋନା ମହାମାରୀରେ ସାରା ପୃଥିବୀ କବଳିତ ହୋଇଥିବା ବେଳେ ଦିବ୍ୟାଙ୍ଗମାନେ ଏଥିରେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ଗ୍ରାମାଞ୍ଚଳରେ ବାସ କରୁଥିବା ଦିବ୍ୟାଙ୍ଗମାନେ ବିଭିନ୍ନ...

Advertisement
Archives

Model This Week