ସାଇକେଲ ଚୋରି: ୫ ନାବାଳକ କୋର୍ଟ ଚାଲାଣ

ନିମାପଡ଼ା, ୧।୧୧(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ାର ବିଭିନ୍ନ କୋଚିଙ୍ଗ୍‌ ଓ ଟ୍ୟୁସନ ସେଣ୍ଟର ସମ୍ମୁଖରୁ ମାସକ ମଧ୍ୟରେ ଅନେକ ସାଇକେଲ ଚୋରି ହୋଇଥିବାନେଇ ଗତ ଗୁରୁବାର ଏକାଧିକ ବ୍ୟକ୍ତି ନିମାପଡ଼ା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଗୁରୁବାର ରାତିରେ ଅଣ୍ଢିଆ ସାହି ଓ ଗଡ଼ଅଣ୍ଢିଆ ଗ୍ରାମରେ ଭଡ଼ାରେ ରହୁଥିବା ୨ ବ୍ୟକ୍ତିଙ୍କ ଘରେ ଅଚାନକ ଚଢ଼ାଉ କରି ୪ ଚୋରି ସାଇକେଲ, ବିଭିନ୍ନ ଯନ୍ତ୍ରାଶ, ରେଞ୍ଚି, କଟର ମେଶିନ ଆଦି ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ଥିବା ୫ ଜଣ ନାବାଳକଙ୍କୁ ପୋଲିସ ପୁରୀ ଜୁଭେନାଇଲ୍‌ କୋର୍ଟକୁ ଚାଲାଣ କରାଯାଇଛି। ଏ ନେଇ ଥାନାରେ ୨୭୭/୧୯ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ଭାଲୁ ଆକ୍ରମଣ ଜଣେ ଗୁରୁତର 

କୋରାପୁଟ,୩।୧୨(ଅମିତାଭ ବେହେରା): କୋରାପୁଟ ବ୍ଲକର ମହାଦେଇପୁଟ ପଞ୍ଚଯାତର ରଙ୍ଗେଇଗୁଡା ଗ୍ରାମ ନିକଟରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ ଜିତେନ୍ଦ୍ର କୁମାର...

ନିଶ୍ଚିନ୍ତକୋଇଲି ପୋଲିସର ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ ଆହତ

ନିଶ୍ଚିନ୍ତକୋଇଲି, ୩।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ପୋଲିସ ଶନିବାର ବିଳମ୍ବିତ ରାତିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ(ଲିପୁ)ଙ୍କୁ ଏନକାଉଣ୍ଟର କରିଛି। ତାଙ୍କ ବାମ...

କାର୍ଯ୍ୟାଳୟରେ ତାଲା, ଅନୁକମ୍ପା ରାଶି ନ ପାଇ ଫେରିଲେ ମତ୍ସ୍ୟଜୀବୀ

ଅସ୍ତରଙ୍ଗ,୩।୧୨(ମମତା ଜେନା)ବର୍ତ୍ତମାନ ଅଲିଭ ରିଡ୍‌ଲେ କଇଁଛଙ୍କ ପ୍ରଜନନ ସମୟ ଚାଲିଛି। ସେଥିପାଇଁ ସରକାରଙ୍କ ପକ୍ଷରୁ ସମୁଦ୍ରରୁ ମାଛ ମାରିବା ନିଷେଦ୍ଧ କରାଯାଇଛି। ଏହି ସମୟ ଭିତରେ...

ମଣ୍ଡି ଖୋଲିନି, ଧାନ ବ୍ୟବସାୟୀ ସକ୍ରିୟ

ସୋନପୁର,୩।୧୨(ମୃତ୍ୟୁଞ୍ଜୟ ଶତପଥୀ)ଅଧିକ ଧାନ ଉତ୍ପାଦନ ପାଇଁ ପ୍ରସିଦ୍ଧି ଥିବା ସୁବର୍ଣ୍ଣପୁର ଜିଲାରେ ଖରିଫ ଧାନ ପ୍ରାୟତଃ ୭୦ ପ୍ରତିଶତ ଅମଳ ହୋଇ ସାରିଲାଣି। ହୀରାକୁଦ କେନାଲ...

ସୁଆଁ ଚାଷ କରି ଦୃଷ୍ଟାନ୍ତ ସାଜିଛନ୍ତି ସରିତା

ସୁନ୍ଦରଗଡ,୩ା୧୨(ଜୟ ନାରାୟଣ ମେଣ୍ଡୁଳି)ଆବହମାନ କାଳରୁ ପୁଷ୍ଟିଶସ୍ୟ ବା ମିଲେଟ୍ସ ମଣିଷ ସଭ୍ୟତାର ମୁଖ୍ୟ ଓ ପ୍ରଥମ ଖାଦ୍ୟ ଥିଲା। ପ୍ରାମାଣିକ ତଥ୍ୟ ଅନୁସାରେ ମିଲେଟ୍ସ ଚାଷ...

ଉଦ୍‌ଘାଟନ ସରିଛି, କାର୍ଯ୍ୟକାରୀ ହେଉନି

ସମ୍ବଲପୁର,୩ା୧୨ (ଭବାନୀ ଶଙ୍କର ଭୋଇ)ରାସ୍ତାଘାଟରେ ବଜାର ବସିବା କାରଣରୁ ସମ୍ବଲପୁରର ସର୍ବପୁରାତନ ଗୋଳବଜାର ସଙ୍କୁଚିତ ହୋଇଯାଇଛି। ଏଥିପାଇଁ ଟ୍ରାଫିକ ସମସ୍ୟା ଏଠାକାର ନିତିଦିନିଆ ସମସ୍ୟା ଭାବେ...

ପ୍ରକଳ୍ପ ଅଛି, ମିଳୁନି ପାଣି: ବସୁଧା ଯୋଜନାରୁ ଗ୍ରାମବାସୀ ବଞ୍ଚିତ

କାଲିମେଳା, ୩ା୧୨(ଜୀବନକୃଷ୍ଣ ଦାସ)ମାଲକାନଗିରି ଜିଲା କାଲିମେଳା ବ୍ଲକ ତେଲରାଇ ପଞ୍ଚାୟତ ତେଲରାଇ ଗ୍ରାମରେ ପ୍ରକଳ୍ପ ଅଛି, କିନ୍ତୁ ପାଣି ମିଳୁନି। ଏହି ଗ୍ରାମରେ ଆଦିବାସୀ ସମ୍ପ୍ରଦାୟର...

ଅବିଭକ୍ତ କୋରାପୁଟ ଜିଲାରେ ହାଇ ଆଲର୍ଟ

ଜୟପୁର,୩ା୧୨(ପବନ ପାଣିଗ୍ରାହୀ)ମାଓବାଦୀମାନେ ଶନିବାରଠାରୁ ପିଏଲ୍‌ଜିଏ ସପ୍ତାହ ପାଳନ କରୁଛନ୍ତି। ଏଥିପାଇଁ ଅବିଭକ୍ତ କୋରାପୁଟ ଜିଲାରେ ହାଇ ଆଲର୍ଟ ଜାରି କରାଯାଇଛି ା ଛତିଶଗଡ- ଆନ୍ଧ୍ର- ଓଡ଼ିଶାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri