ସାଇକେଲ ଚୋରି: ୫ ନାବାଳକ କୋର୍ଟ ଚାଲାଣ

ନିମାପଡ଼ା, ୧।୧୧(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ାର ବିଭିନ୍ନ କୋଚିଙ୍ଗ୍‌ ଓ ଟ୍ୟୁସନ ସେଣ୍ଟର ସମ୍ମୁଖରୁ ମାସକ ମଧ୍ୟରେ ଅନେକ ସାଇକେଲ ଚୋରି ହୋଇଥିବାନେଇ ଗତ ଗୁରୁବାର ଏକାଧିକ ବ୍ୟକ୍ତି ନିମାପଡ଼ା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଗୁରୁବାର ରାତିରେ ଅଣ୍ଢିଆ ସାହି ଓ ଗଡ଼ଅଣ୍ଢିଆ ଗ୍ରାମରେ ଭଡ଼ାରେ ରହୁଥିବା ୨ ବ୍ୟକ୍ତିଙ୍କ ଘରେ ଅଚାନକ ଚଢ଼ାଉ କରି ୪ ଚୋରି ସାଇକେଲ, ବିଭିନ୍ନ ଯନ୍ତ୍ରାଶ, ରେଞ୍ଚି, କଟର ମେଶିନ ଆଦି ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ଥିବା ୫ ଜଣ ନାବାଳକଙ୍କୁ ପୋଲିସ ପୁରୀ ଜୁଭେନାଇଲ୍‌ କୋର୍ଟକୁ ଚାଲାଣ କରାଯାଇଛି। ଏ ନେଇ ଥାନାରେ ୨୭୭/୧୯ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶ ଆଇନ ଉଲ୍ଲଂଘନ: ବାଲିଉତ୍ସ ପରିଦର୍ଶନ କଲେ ଉଚ୍ଚ କର୍ତ୍ତୃପକ୍ଷ

ଜଳେଶ୍ୱର, ୮।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ମହମ୍ମଦନଗରପାଟଣା ପଞ୍ଚାୟତ ଅଧୀନ ସୁବର୍ଣ୍ଣରେଖା ନଦୀର ମହମ୍ମଦନଗରପାଟଣା (କ, ଖ, ଗ ଓ ଘ) ୪ଟି ବାଲି ଉତ୍ସକୁ...

ଶ୍ରୀକ୍ଷେତ୍ର ମାଟିରେ ମିଳନ: ମା’ଙ୍କୁ ପାଇଲେ ପୁଅ, ସ୍ବାମୀଙ୍କୁ ମିଳିଲା ସ୍ତ୍ରୀ

ପୁରୀ ଅଫିସ,୬ା୧୧: ଶେଷରେ ଶ୍ରୀକ୍ଷେତ୍ରର ପବିତ୍ର ମାଟିରେ ହୋଇଛି ମହାମିଳନ। ୧୦ ବର୍ଷ ପରେ ହଜିଲା ପରିବାରକୁ ଫେରିପାଇଛନ୍ତି ପଶ୍ଚିମବଙ୍ଗ ଶାନ୍ତିନିକେତନର ତାରା ଭଗତ। ଗୁରୁବାର...

ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ଅଭିଯୋଗ

ଦେଓଗାଁ, ୩ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ବ୍ରାହ୍ଣଣୀଯୋର ପଞ୍ଚାୟତରେ ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ଆବାସ ଗୃହ ବଣ୍ଟନରେ ଅନିୟମିତତା ଅଭିଯୋଗ ହୋଇଛି ା ଅର୍ଥ...

ଜଗତ୍‌ସିଂହପୁର ଜିଲା ଚିଠି: ସରିଯାଉଛି ଟୋକନ ଅବଧି, ସମସ୍ୟାରେ ପଡୁଛି ଚାଷୀ

ଓଡ଼ିଶାରେ ଚଳିତବର୍ଷ ପ୍ରଥମ ଥର ପାଇଁ ଟୋକନ୍‌ ମାଧ୍ୟମରେ ମଣ୍ଡିରୁ ଧାନ ଉଠୁଛି। ଏହାର ପ୍ରଭାବ ଜଗତ୍‌ସିଂହପୁର ଜିଲାର ଚାଷୀଙ୍କ ଉପରେ ବି ପଡିଛି। ଟୋକନ...

୯୦ ଟଙ୍କା ପାଇଁ ହତ୍ୟା: ଦେଢ଼ମାସ ପରେ ଧରାପଡିଲେ ହତ୍ୟାକାରୀ

ସମ୍ବଲପୁର,୨୦ା୧(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ସୁନାପାଲି ନିକଟ ଏକ ପୋଖରୀ ହୁଡାରୁ କ୍ଷେତିପଡାର ମହମ୍ମଦ ଅଫ୍‌ତାର (୪୫)ଙ୍କ ମୃତଦେହ ପୋଲିସ ଜବତ କରିଥିଲା। ଦେଢମାସ...

ଟାଙ୍ଗରାଣୀ ଆଦିବାସୀଙ୍କ ନିଆରା ମାଘେପର୍ବ: ଜମୁଛି ନାଚଗୀତର ଆସର

କେନ୍ଦୁଝର,୧୬।୨: କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ରାଇକଳା ପଞ୍ଚାୟତ ଟାଙ୍ଗରାଣୀ ଗ୍ରାମର ଧୂଳିଆସାହି ଆଦିବାସୀ ସମ୍ପ୍ରଦାୟ ଲୋକେ ରବିବାର ନିଆରା ଢଙ୍ଗରେ ମାଘେ ପର୍ବ...

ଲକ୍‌ଡାଉନ୍‌ ଊଲ୍ଲଂଘନ କରି ୫ ଗିରଫ

ଭଣ୍ଡାରିପୋଖରୀ, ୨।୪(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଲକ୍‌ଡାଉନ୍‌ ଉଲ୍ଲଂଘନ ଅଭିଯୋଗରେ ସ୍ଥାନୀୟ ପୋଲିସ ୫ ଜଣଙ୍କୁ ଗିରଫ କରିଛି। ମଙ୍ଗଳବାର ରାତିରେ ପିରିପୁର ଗ୍ରାମର...

ଭତ୍ତା ବଣ୍ଟନରେ ଅନିୟମିତତା ଅଭିଯୋଗ: ଖଇରା ବ୍ଲକ କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ

ଖଇରା,୪।୧୦(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଓ ଭତ୍ତା ବଣ୍ଟନରେ ଅନିୟମିୟତା ଅଭିଯୋଗରେ...

Advertisement
Archives

Model This Week