ସାଇନସ ସମସ୍ୟାର ଘରୋଇ ଉପଚାର

ସାଇନସ୍‌ ଏକ ଶ୍ୱାସଜନିତ ସମସ୍ୟା। ସାଧାରଣତଃ ବ୍ୟାକ୍ଟେରିଆ, ଫଙ୍ଗଲ ଇନଫେକଶନ, ନାକରେ ହାଡ ବଢ଼ି ତେଢ଼ା ହୋଇଯିବା, ପ୍ରଦୂଷଣ ଯୋଗୁଁ ଏହା ହୋଇଥାଏ। ବିଶେଷଭାବରେ ଥଣ୍ଡା ପବନ, ଧୂଳି, ଧୂଅଁା ସଂସ୍ପର୍ଶରେ ଆସିଲେ ଏହି ସମସ୍ୟା ଆହୁରି ବଢ଼ିଯାଇଥାଏ। ଏହାର କେତେକ ଲକ୍ଷଣ ରହିଛି। ସାଇନସ୍‌ର ପ୍ରମୁଖ ଲକ୍ଷଣ ହେଲା-ମୁଣ୍ଡ ପ୍ରବଳ ଦରଜ ହେବା, ଜ୍ୱର ଆସିବା, ନାକରେ କଫ ଆସିବା ଏବଂ ଦାନ୍ତ ଦରଜ ହେବା। ଏହାର କେତୋଟି ଘରୋଇ ଉପଚାର ରହିଛି। ପୋଦିନା,ଲେମ୍ବୁ ରସ, ଲବଙ୍ଗ ତେଲକୁ ଉଷୁମ କରନ୍ତୁ। ଏହି ମିଶ୍ରଣକୁ ନାକ ଏବଂ କପାଳରେ ମାଲିସ କରନ୍ତୁ। ଅଦା, ତୁଳସୀ,ଲବଙ୍ଗ, ଅଳେଇଚ ମିଶ୍ରିତ ଚା’ ପିଅନ୍ତୁ। ଟମାଟୋ, ରସୁଣ ପେଷ୍ଟ କରି ସେଥିରେ ଅଳ୍ପ ଲୁଣ ଏବଂ ଗୋଲମରିଚ ଗୁଣ୍ଡ ମିଶାନ୍ତୁ। ପାଣି ମିଶାଇ ଉଷୁମ କରି ସୁପ ଆକାରରେ ପିଅନ୍ତୁ। ଉପସମ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ଆଜି ରାତି ୧୦:୪୫ରେ ନକ୍ଷତ୍ର ପରିବର୍ତ୍ତନ କରିବେ ବୁଧ, ଏହି ୪ଟି ରାଶିର ଚମକି ଉଠିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଗୋଚର ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଜ୍ୟୋତିଷଙ୍କ ମତ ଅନୁସାରେ, କୌଣସି ବଡ଼ ଗ୍ରହ ନିଜ ସ୍ଥାନ କିମ୍ବା…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?