Posted inଖେଳ

ସାଇନାଙ୍କ ଅଭିଯାନ ଶେଷ

ବାସେଲ(ସୁଇଜରଲାଣ୍ଡ),୨୩।୮(ପି.ଟି.): ଅଲିମ୍ପିକ୍‌ ବ୍ରୋଞ୍ଜ ପଦକଧାରୀ ସାଇନା ନେହ୍ବାଲ ଏଠାରେ ଚାଲିଥିବା ବିଡବ୍ଲ୍ୟୁଏଫ୍‌ ବିଶ୍ୱ ଚାମ୍ପିୟନଶିପର ପ୍ରି-କ୍ୱାର୍ଟର ଫାଇନାଲରେ ପରାଜୟ ସହ ଅଭିଯାନ ଶେଷ କରିଛନ୍ତି। ୩ ଗେମ୍‌ ବିଶିଷ୍ଟ ମ୍ୟାଚ୍‌ରେ ସାଇନାଙ୍କୁ ୧୨ତମ ସିଡ୍‌ ମିଆ ବ୍ଲିଚ୍‌ଫିଲ୍ଡ ପରାସ୍ତ କରିଛନ୍ତି। ୮ମ ସିଡ୍‌ ଭାରତୀୟ ଶଟଲର ୨୧-୧୫, ୨୫-୨୭, ୧୨-୨୧ ଗେମ୍‌ରେ ମ୍ୟାଚ୍‌ ହାରିଛନ୍ତି। ଏହି ମାରାଥନ ମ୍ୟାଚ୍‌ ଏକ ଘଣ୍ଟା ୧୨ ମିନିଟ ଧରି ଚାଲିଥିଲା। ପୂର୍ବରୁ ସାଇନା ଏହି ସମ୍ମାନଜନକ ଟୁର୍ନାମେଣ୍ଟରେ ଗୋଟିଏ ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ ପଦକ ହାସଲ କରିଥିଲେ। ଅନ୍ୟପକ୍ଷରେ ତାରକା ଖେଳାଳି ପି. ଭି. ସିନ୍ଧୁ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ଜିମ୍ବାଓ୍ବେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ସଞ୍ଜୁ ସାମସନ ବାଦ୍‌

ନୂଆଦିଲ୍ଲୀ, ୬ା୭: ଚଳିତମାସ ପରବର୍ତ୍ତୀ ଭାଗରେ ଖେଳାଯିବାକୁ ଥିବା ଜିମ୍ବାଓ୍ବେ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ…

କ୍ୱାର୍ଟରରେ ଇଂଲଣ୍ଡ, ମେକ୍ସିକୋର ଅଭିଯାନ ଶେଷ

ମେକ୍ସିକୋ ସିଟି, ୬ା୭: ଘରୋଇ ଫିଲ୍ଡ ଓ ପରିବେଶରେ ଖେଳିବାର ଫାଇଦା ସହିତ ପ୍ରତିପକ୍ଷ ଦଳ ପ୍ରାୟତଃ ଦ୍ୱିତୀୟାର୍ଦ୍ଧ ୧୦ ଖେଳାଳିରେ ଖେଳିବା ସତ୍ତ୍ୱେ ମେକ୍ସିକୋର ଅଭିଯାନ…

W, W, W, W..ଡବଲ୍‌ ହ୍ୟାଟ୍ରିକ ନେଇ ଇତିହାସ ରଚିଲେ ଏହି ବୋଲର୍‌

ନୂଆଦିଲ୍ଲୀ,୬।୭: ଶ୍ରୀଲଙ୍କାର ପେସ-ବୋଲିଂ ଅଲରାଉଣ୍ଡର ଦାସୁନ ଶାନାକା ଡବଲ ହ୍ୟାଟ୍ରିକ କରି ଇତିହାସ ରଚିଛନ୍ତି। ଆମେରିକାରେ ଚାଲିଥିବା ମେଜର ଲିଗ କ୍ରିକେଟ ଟୁର୍ନାମେଣ୍ଟ ସମୟରେ ଶ୍ରୀଲଙ୍କାର ଏହି…

IND vs ENG 3rd T20I Playing-11: ବାଦ ପଡ଼ିବେ ରବି-ବୈଭବ, ଏହି ୨ ଖେଳାଳିଙ୍କ ହୋଇପାରେ ଏଣ୍ଟ୍ରି!

ନୂଆଦିଲ୍ଲୀ,୬।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟର ଏବେ ବି ତାଙ୍କର ପ୍ରଥମ ବିଜୟ ଖୋଜୁଛନ୍ତି। ସେ ଆୟରଲ୍ୟାଣ୍ଡ ଭଳି ଦଳ ବିପକ୍ଷରେ ଖାତା…

ସଙ୍କଟମୋଚକ ସାଜିଲେ ଦ୍ରାବିଡଙ୍କ ସାନ ପୁଅ: କ୍ରିକେଟ୍‌ ପଡ଼ିଆରେ କଲେ ଏମିତି କାରନାମା

ନୂଆଦିଲ୍ଲୀ,୬।୭: କ୍ରିକେଟ ପଡ଼ିଆରେ ରାହୁଲ ଦ୍ରାବିଡଙ୍କୁ ପ୍ରାୟତଃ ଟିମ ଇଣ୍ଡିଆର ‘ସଙ୍କଟମୋଚକ’ ଏବଂ ‘କାନ୍ଥ’ ଭାବରେ ଦେଖାଯାଏ। ଏବେ ତାଙ୍କ ସାନ ପୁଅ ଅନଭୟ,ତାଙ୍କ ପଦାଙ୍କ ଅନୁସରଣ…

ରେଡ୍‌ କାର୍ଡ ପ୍ରତ୍ୟାହାର ପରେ ଫିଫାକୁ ଧନ୍ୟବାଦ୍‌ ଦେଲେ ରାଷ୍ଟ୍ରପତି ଟ୍ରମ୍ପ

ନ୍ୟୁୟର୍କ,୬ା୭: ବୋସନିଆ-ହର୍ଜଗୋଭିନା ବିପକ୍ଷ ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଆମେରିକୀୟ ଫରଓ୍ବାର୍ଡ ଫୋଲାରିନ ବାଲୋଗନଙ୍କୁ ଦିଆଯାଇଥିବା ରେଡ୍‌ କାର୍ଡକୁ ଫିଫା ରବିବାର ସସ୍‌ପେଣ୍ଡ କରିଛି। ଏଥିଯୋଗୁ ସେ ମଙ୍ଗଳବାର…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri