Posted inଖେଳ

ସାଇନା, ସିନ୍ଧୁ, ସମୀର ପରାସ୍ତ

ଉହାନ୍‌ (ଚାଇନା), ୨୭ା୪ (ପି.ଟି.)- ବ୍ୟାଡ୍‌ମିଣ୍ଟନ ଏସିଆ ଚାମ୍ପିୟନଶିପ୍‌ରେ ଭାରତୀୟ ବ୍ୟାଡ୍‌ମିଣ୍ଟନ ଖେଳାଳିମାନେ ଅଶାନୁରୂପ ପ୍ରଦର୍ଶନ କରିପାରି ନାହାନ୍ତି। ଶୁକ୍ରବାର ପି.ଭି. ସିନ୍ଧୁ ଓ ସାଇନା ନେହ୍ବାଲ କ୍ୱାର୍ଟରଫାଇନାଲରେ ପରାସ୍ତ ହୋଇଛନ୍ତି। ଫଳରେ ପ୍ରତିଯୋଗିତାରେ ଭାରତୀୟ ଅଭିଯାନ ଶେଷ ହୋଇଛି। ପୁରୁଷ ସିଙ୍ଗଲ୍ସରେ ସମୀର ବର୍ମା ମଧ୍ୟ ତାଙ୍କ କ୍ୱାର୍ଟରଫାଇନାଲ ମ୍ୟାଚ ହାରିଯାଇଛନ୍ତି। ସେ ଦ୍ୱିତୀୟ ସିଡ୍‌ ଚାଇନାର ଶି ୟୁକିଙ୍କଠାରୁ ପରାସ୍ତ ହୋଇଯାଇଛନ୍ତି। ଲଣ୍ଡନ ଅଲିମ୍ପିକ ବ୍ରୋଞ୍ଜ ପଦକ ବିଜୟିନୀ ସାଇନା କଡ଼ା ଟକ୍କର ଦେଇଥିଲେ ହେଁ ତୃତୀୟ ସିଡ୍‌ ତଥା ଜାପାନର ଆକାନେ ୟାମାଗୁଚିଙ୍କଠାରୁ ୧୩-୨୧, ୨୩-୨୧, ୧୬-୨୧ରେ ପରାସ୍ତ ହୋଇଯାଇଥିଲେ। ଏହି ମ୍ୟାଚ ୧ ଘଣ୍ଟା ଓ ୯ ମିନିଟ୍‌ ଧରି ଚାଲିଥିଲା। ରିଓ ଅଲିମ୍ପିକ୍ସରେ ରୌପ୍ୟ ପଦକ ଜିତିଥିବା ସିନ୍ଧୁ ସ୍ଥାନୀୟ ଜଣେ ଅଣ ସିଡ୍‌ ଖେଳାଳି କାଇ ୟାନ୍‌ ୟାନ୍‌ଙ୍କଠାରୁ ୧୯-୨୧, ୯-୨୧ରେ ପରାଜିତ ହୋଇଯାଇଥିଲେ। ୟାନୟାନଙ୍କ ବିପକ୍ଷରେ ସିନ୍ଧୁଙ୍କର ଏହାଥିଲା ପ୍ରଥମ ପରାଜୟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲିଙ୍କ ବ୍ୟତୀତ ସଚିନଙ୍କ ରେକର୍ଡ ଭାଙ୍ଗିପାରିବେ ଏହି ଖେଳାଳି

ଲଣ୍ଡନ,୨୬ା୧- କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାର ଦକ୍ଷତା ଇଂଲଣ୍ଡର ଷ୍ଟାର ଖେଳାଳି ଜୋ ରୁଟ୍‌ଙ୍କ ନିକଟରେ ରହିଛି। ଏଭଳି କହି ଇଂଲଣ୍ଡ...

ଛାତିରେ ମା-ବାପାଙ୍କ ନାମ ଲେଖିଛନ୍ତି ଏହି ଭାରତୀୟ ଖେଳାଳି

ଭାରତ-ଅଷ୍ଟ୍ରେଲିଅାକୁ ହରାଇ ଐତିହାସକ ବିଜୟ ହାସଲ କରିଛି ଭାରତର ଏହି ବିଜୟ ସବୁଠାରୁ ସ୍ବତନ୍ତ୍ର, କାରଣ ଉକ୍ତ ସମୟରେ ଭାରତୀୟ ଦଳର ଜଣଙ୍କ ପରେ ଜଣେ...

ଇତିହାସ ରଚିଲେ ଡୋନାରୁମା ଗୁକେଶ

ନୂଆଦିଲ୍ଲୀ,୧୭।୧୦: ଏମଚେସ୍‌ ରାପିଡ୍‌ ଅନଲାଇନ୍‌ ଚେସ୍‌ ଟୁର୍ନାମେଣ୍ଟରେ ଭାରତର ୧୬ ବର୍ଷୀୟ ଡୋନାରୁମା ଗୁକେଶ ଇତିହାସ ସୃଷ୍ଟି କରିଛନ୍ତି। ସେ ବିଶ୍ୱ ଚାମ୍ପିୟନ ମାଗ୍ନେସ କାର୍ଲସେନଙ୍କୁ...

ଉପରକୁ ଉଠିଲେ ଧାଓ୍ବନ୍‌

ଦୁବାଇ,୨୭ା୭:ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗରେ ଉପରକୁ ଉଠିଛନ୍ତି ଶିଖର ଧାଓ୍ବନ ଓ ଶ୍ରେୟସ ଆୟାର। ଚଳିତ ଓ୍ବେଷ୍ଟଇଣ୍ଡିଜ୍‌ ସିରିଜର ପ୍ରଥମ ମ୍ୟାଚରେ ଧାଓ୍ବନ୍‌ ୯୭ ରନ୍‌ କରିଥିବା...

ରାହୁଲ, ଷ୍ଟୋଇନିସ, ବିଷ୍ଣୋଇଙ୍କୁ ନେଲା ଲକ୍ଷ୍ନୌ

ମୁମ୍ବାଇ,୧୮।୧: ଆଇପିଏଲର ନୂଆ ଲକ୍ଷ୍ନୌ ଫ୍ରାଞ୍ଚାଇଜ ଆଗାମୀ ମେଗା ଅକ୍‌ଶନ ପୂର୍ବରୁ ୩ ଖେଳାଳିଙ୍କ ନାମ ସ୍ପଷ୍ଟ କରିଛି। ଏଥିରେ ଲୋକେଶ ରାହୁଲ ଓ ଲେଗ୍‌...

ଆଇପିଏଲ୍‌ ମଝିରେ ଅବସର ନିଷ୍ପତ୍ତି ନେଲେ ଏହି କ୍ରିକେଟର୍‌

ୟୁଏଇ,୨୭।୯: ଆଇପିଏଲ ୨୦୨୧ରେ ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ଅଲରାଉଣ୍ଡର ମୋଇନ ଅଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ...

ହସ୍ପିଟାଲରୁ ଘରକୁ ଫେରିଲେ ଗାଙ୍ଗୁଲି

କୋଲକାତା,୩୧।୧: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ କ୍ୟାପଟେନ ତଥା ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ହସ୍ପିଟାଲରୁ ଘରକୁ ଫେରିଛନ୍ତି। ସେ ଗୋଟିଏ ସପ୍ତାହ ବିଶ୍ରାମ ନେବାକୁ...

ଭିନ୍ନକ୍ଷମ ବାଳକଙ୍କ ଗଲି କ୍ରିକେଟ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୧୨- ଦେଶରେ କ୍ରିକେଟକୁ ଫ୍ୟାନମାନେ ଧର୍ମ ଭଳି ମାନନ୍ତି। ଏହାର ଏକ ହୃଦୟବିଦାରକ ପ୍ରମାଣ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିନ୍ନକ୍ଷମ ବାଳକ ଗଲି...

Advertisement
Archives

Model This Week