ସାଇବର ଅପରାଧ ରୋକିବା ସମ୍ବନ୍ଧରେ ସଚେତନତା କରାଇଲେ ଏନସିସି ଛାତ୍ରୀଛାତ୍ର

ଛତ୍ରପୁର, ୧୪।୧୧(ଦିଲ୍ଲୀପ ସାମଲ): ସ୍ଥାନୀୟ ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶିଶୁ ଦିବସ ଅବସରରେ ଷ୍ଟୁଡେଣ୍ଟ ପୋଲିସ କେଡେଟ(ଏନସିସି)ମାନଙ୍କ ଦ୍ୱାରା ଏକ ସଚେତନତା କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସୁଚିତ୍ରା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଗଞ୍ଜାମ ପୋଲିସ ଡିଏସପି ମମତା ନାୟକ, ଛତ୍ରପୁର ଏସଡିପିଓ ଗୌର ହରି ସାହୁ, ସର୍ଜେଣ୍ଟ ବିବେକାନନ୍ଦ ନାୟକ, ଏସ ଆଇ କିରଣ ଚନ୍ଦ୍ର ପାତ୍ର ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି ଅବସରରେ ସାଇବର ଅପରାଧ ରୋକିବା , ସଡ଼କ ସୁରକ୍ଷା ନିୟମ ମାନି ଚଳିବା , ପୋସ୍କୋ ଲିଗାଲ ଆଇନ, ଗୁଣି ଗାରେଡିକୁ ରୋକିବା ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ପ୍ରାରମ୍ଭରେ ଅତିଥି ମାନେ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିବା ବେଳେ ‘କିଛି ହେବନି ତ ’ନାମକ ଏକ ନାଟକ ଭିଡିଓ ପ୍ରଦର୍ଶନ କରାଯାଇଥିଲା l ସମସ୍ତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଶିକ୍ଷୟତ୍ରୀ ଶିକ୍ଷକ ପରିଚାଳନାରେ ସହଯୋଗ କରିଥିଲେl


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ବିଳମ୍ବ

ତାମିଲାଗା ଭେଟ୍ରି କାଜାଗାମ (ଟିଭିକେ) ନେତା ତଥା ଅଭିନେତାରୁ ରାଜନେତା ପାଲଟିଥିବା ଯୋଶେଫ୍‌ ବିଜୟ ଚନ୍ଦ୍ରଶେଖର ତାମିଲନାଡୁର ନୂଆ ମୁଖ୍ୟମନ୍ତ୍ରୀ ଭାବେ ୧୦ ମେ’ରେ ଶପଥ ନେଇଛନ୍ତି।…

ଇରାନ ଉପରେ ପୁଣି ଖପ୍ପା ହେଲେଣି ଡୋନାଲ୍ଡ ଟ୍ରମ୍ପ, କହିଲେ ୪୭ ବର୍ଷ ହେଲା…

ଓ୍ବାଶିଂଟନ,୧୧।୫: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଦେଖାଦେଇଥିବା ଭୟଙ୍କର ସଂଘର୍ଷକୁ ବନ୍ଦ କରିବା ପାଇଁ ପ୍ରୟାସକୁ ଏକ ବଡ଼ ଝଟକା ଲାଗିଛି। ରବିବାର (୧୦ ମଇ) ଦିନ, ଆମେରିକାର ରାଷ୍ଟ୍ରପତି…

ପ୍ରବଳ ଝଡ଼ତୋଫାନ ସହ ବର୍ଷା: ଭାଙ୍ଗିଲା ଯାତ୍ରା ତୋରଣ,ବ୍ୟାପକ କ୍ଷୟକ୍ଷତି

ଭଞ୍ଜନଗର,୧୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରବିବାର ରାତି ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ପ୍ରବଳ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଏହାର କିଛି ସମୟ ପରେ…

ଅବତରଣ ସମୟରେ ବିମାନର ଟାୟାରରେ ଲାଗିଲା ନିଆଁ; ଥିଲେ ୨୭୮ ଜଣ ଯାତ୍ରୀ

କାଠମାଣ୍ଡୁ,୧୧।୫: ନେପାଳର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ ସମୟରେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ବିମାନର ଟାୟାରରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି। ପୋଲିସ ନିଶ୍ଚିତ କରିଛି…

୭ ଦିନ ପାଇଁ ଇଡି ହାଜତକୁ ଗଲେ ପଞ୍ଜାବ ମନ୍ତ୍ରୀ ଆରୋରା

ଗୁରୁଗ୍ରାମ,୧୧ା୫(ପି.ଟି.): ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇଥିବା ପଞ୍ଜାବ ଶିଳ୍ପମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗୁରୁଗ୍ରାମର ଏକ ସ୍ବତନ୍ତ୍ର ପିଏମ୍‌ଏଲ୍‌ଏ କୋର୍ଟ ୭ ଦିନ…

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri