ସାଉଥ୍‌ ସୁପରଷ୍ଟାର ଅଲୁ ଅର୍ଜୁନ ଦାନ କଲେ ୧.୨୫ କୋଟି ଟଙ୍କା

ମୁମ୍ବାଇ: କରୋନା ଭାଇରସ୍‌ ମହାମାରୀକୁ ନେଇ ସାରା ବିଶ୍ୱରେ ସଂଘର୍ଷ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ସମସ୍ତେ ଏବେ ସହାୟତାର ହାତ ବଢ଼ାଇଛନ୍ତି। ଉଦ୍ୟୋଗ ଜଗତଠାରୁ ଆରମ୍ଭ କରି ଖେଳାଳି ଓ ସେଲିବ୍ରିଟି କରୋନାକୁ ହରାଇବା ପାଇଁ ଯଥାସମ୍ଭବ ଲୋକଙ୍କୁ ସାହାଯ୍ୟ କରୁଥିବା ଦେଖିବାକୁ ମିଳିଛି। ଇତିମଧ୍ୟରେ ସାଉଥ୍‌ ସୁପରଷ୍ଟାର ଅଲୁ ଅର୍ଜୁନ ମଧ୍ୟ ଲୋକଙ୍କୁ ସହାୟତାର ହାତ ବଢ଼ାଇଛନ୍ତି। ଏଥିପାଇଁ ସେ ୧କୋଟି ୨୫ଲକ୍ଷ ଟଙ୍କା ଦାନ କରିଥିବା ଜଣାପଡ଼ିଛି। ଏନେଇ ଅର୍ଜୁନ ଇନ୍‌ଷ୍ଟାଗ୍ରାମ୍‌ରେ ଏକ ଭିଡିଓ ଶେୟାର କରି ଘୋଷଣା କରିଛନ୍ତି। ଏଥିସହ ଟୁଇଟ କରି ସେ ଲେଖିଛନ୍ତି, କୋଭିଡ-୧୯ ଯୋଗୁ ସାଧାରଣ ଜୀବନଯାପନ ଏକପ୍ରକାର ଠପ୍‌ ହୋଇଯାଇଛି। ତେଣୁ ଏହି କଷ୍ଟକର ସମୟରେ ସେ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା ଓ କେରଳର ଲୋକଙ୍କ ପାଇଁ ୧କୋଟି ୨୫ଲକ୍ଷ ଟଙ୍କା ଦାନ କରିଛନ୍ତି। ଏହି ମହାମାରୀକୁ ସମସ୍ତେ ମିଳିମିଶି ଲଢ଼ିବା ସହ ଖୁବ୍‌ଶୀଘ୍ର ଏହାକୁ ଶେଷ କରିବା ବୋଲି ଆଶା କରୁଛି। ତେଣୁ ସମସ୍ତେ ଘରେ ରୁହନ୍ତୁ ଓ ସୁରକ୍ଷିତ ରୁହନ୍ତୁ ବୋଲି ଅର୍ଜୁନ ସମସ୍ତଙ୍କୁ ସଚେତନତାର ବାର୍ତ୍ତା ଦେଇଛନ୍ତି। ଏହା ପୂର୍ବରୁ ରଜନୀକାନ୍ତ, ପବନ କଲ୍ୟାଣ ଓ ରାମ ଚରଣ ସମେତ କେତେକ ସାଉଥ୍‌ ସୁପରଷ୍ଟାର ଆର୍ଥିକ ସହାୟତା ପାଇଁ ଘୋଷଣା କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

ଲେବାନନରେ ଇସ୍ରାଏଲର ଆକ୍ରମଣ ପରେ ରାଗିଗଲା ଇରାନ; ବନ୍ଦ କରିଦେଲା ହର୍ମୁଜ, ପୁଣି ହେବ ଯୁଦ୍ଧ!

ତେହରାନ,୨୦।୬: ବିଶ୍ୱ ଅର୍ଥନୀତି ପାଇଁ ଶାନ୍ତି ଚୁକ୍ତିନାମା ଏବଂ ମଧ୍ୟପ୍ରାଚ୍ୟରେ ସ୍ୱାଭାବିକତା ଫେରିବାର ଆଶା ପୁଣି ଥରେ ମଳିନ ହେଉଥିବା ପରି ମନେ ହେଉଛି। ଲେବାନନରେ ଇସ୍ରାଏଲ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri