ସାଉଥ୍‌ ସୁପରଷ୍ଟାର ଚିରଞ୍ଜୀବି କୋଭିଡ୍‌ ପଜିଟିଭ୍‌

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ଚିରଞ୍ଜୀବି କୋନିଡେଲା କୋଭିଡ୍‌ ସଂକ୍ରମିତ ହୋଇଛନ୍ତି। ଏ ନେଇ ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୋ ଠାରେ ସାମାନ୍ୟ ଲକ୍ଷଣ ଦେଖାଦେବାରୁ ମୁଁ ନିଜର କୋଭିଡ ଟେଷ୍ଟ କରିଥିଲି ଏବଂ ମୋର ପଜିଟିଭ୍‌ ଆସିଛି। ବର୍ତ୍ତମାନ ସେ ଏବେ ଆଇସୋଲେସନରେ ଅଛନ୍ତି। ତେବେ ଯେଉଁମାନେ ସଂସ୍ପର୍ଶରେ ଆସିଛନ୍ତି ସେମାନେ ସମସ୍ତେ କୋଭିଡ୍‌ ଟେଷ୍ଟ କରାଇନେବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଙ୍କୁ ପ୍ରପୋଜ୍‌ କଲେ ନୀରଜ

ମୁମ୍ବାଇ: ଟୋକିଓ ଅଲମ୍ପିକରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଥିବା ନୀରଜ ଚୋପ୍ରା ଏବେ ପୁଣି ଚର୍ଚ୍ଚାରେ ଅଛନ୍ତି। ସ୍ବର୍ଣ୍ଣ ପଦକ ଜିତିବା ପରେ ତାଙ୍କର...

ପ୍ରଥମଥର ମନାଲିରେ ଶୁଟିଂ ନେଇ ଖୁସିରେ ପାଗଳ ହେଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଭୂମି ପେଡ୍‌ନେକର ତାଙ୍କ କ୍ୟାରିୟରରେ ପ୍ରଥମ ଥର ମନାଲିରେ ଫିଲ୍ମ ଶୁଟିଂ କରିବାକୁ ଯାଉଛନ୍ତି। ଏ ନେଇ ସେ ବେଶ ଖୁସି ଅଛନ୍ତି।...

ସାହିଦଙ୍କ ସହ କାମ କରିବାକୁ ନେଇ ସର୍ତ୍ତ ରଖିଲେ ପରିଣିତି

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ପରିଣିତି ଚୋପ୍ରା ଏବେ ସାଇନା ନେହଓ୍ବୋଲଙ୍କ ବାୟୋପିକ୍‌କୁ ନେଇ ବ୍ୟସ୍ତ ଅଛନ୍ତି। ଆଉ ଅନ୍ୟପଟେ କବିର ସିଂ ଫେମ୍‌ ସାହିଦ କପୁର...

ପ୍ରତିଶୋଧ ନେବାକୁ ଆସୁଛି ‘ଦୁର୍ଗାମତି’

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅର୍ଶଦ ଓ୍ବାରସି ଓ ଭୂମି ପେଡନେକରଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଦୁର୍ଗାମତି’ର ଟ୍ରେଲର ବୁଧବାର ରିଲିଜ୍‌ ହୋଇଛି। ଏହାକୁ ଅମାଜନ ପ୍ରାଇମ୍‌...

‘ଦ କପିଲ ଶର୍ମା ଶୋ’ର ଶୁଟିଂରୁ ବ୍ରେକ୍‌ ନେବେ କପିଲ

କମେଡି କିଙ୍ଗ୍‌ କପିଲ ଶର୍ମା ନିଜ ଶୋ’ ‘ଦ କପିଲ ଶର୍ମା ଶୋ’ର ଶୁଟିଂରେ ବ୍ରେକ୍‌ ଦେଇଛନ୍ତି। ଶୁଣିବାକୁ ମିଳିଛି, କପିଲ ଆଉ ୨୦ ଦିନ...

ଏହି କୁନି ଝିଅ ଏବେ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣାଶୁଣା ଅଭିନେତ୍ରୀ, ଚିହ୍ନିଲେ ଦେଖି

ମୁମ୍ବାଇ: ସୋସିଆଲ ମିଡିଆ ଏମିତି ଏକ ପ୍ଲାଟଫର୍ମ, ଯେଉଁଠାରେ ପ୍ରତିଦିନ କିଛି ନା କିଛି ଫଟୋ ଏବଂ ଭିଡିଓ ଭାଇରାଲ ହୋଇଥାଏ। ଅନେକ ଥର ସେଲିବ୍ରିଟିଙ୍କ...

ଜରା ଆଖୋଁ ମେ ଭରଲୋ ପାନି…

ମୁମ୍ବାଇ, ୬।୨ : ସ୍ବର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କର ୯୨ ବର୍ଷରେ ପରଲୋକ ଘଟିଛି। ସରସ୍ବତୀ ପୂଜାର ଗୋଟିଏ ଦିନ ପରେ ସ୍ବର ସାମ୍ରାଜ୍ଞୀ ଅଜଣା...

ଚଳିତ ସପ୍ତାହରେ ବିଗ୍‌ବସ୍‌ରୁ ବାହାରିବେ ଏହି ଦୁଇ ପ୍ରତିଯୋଗୀ

ବମ୍ବେ: ଆରମ୍ଭରୁ ଚର୍ଚ୍ଚାରେ ରହିଛି ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌-୧୩। ପ୍ରତିଯୋଗୀମାନଙ୍କ ବ୍ୟକ୍ତିଗତ ଜୀବନ ଏବଂ ଘର ମଧ୍ୟରେ ଗଢ଼ି ଭାଙ୍ଗୁଥିବା ସମ୍ପର୍କକୁ ପ୍ରଶଂସକ ବେଶ...

Advertisement
Archives

Model This Week