Posted inଜାତୀୟ

ସାକ୍ଷୀ-ଅଜିନେଶ୍‌ଙ୍କୁ ମିଳିବ ପୋଲିସ ସୁରକ୍ଷା: ହାଇକୋର୍ଟ ଦେଲେ ଆଦେଶ

ଲକ୍ଷ୍ନୌ,୧୫।୭: ବରେଲିର ଭାଜପା ବିଧାୟକ ରାଜେଶ ମିଶ୍ରାଙ୍କ କନ୍ୟା ସାକ୍ଷୀ  ଏବଂ ତାଙ୍କ ସ୍ବାମୀଙ୍କୁ ଏଣିକି ପୋଲିସ ସୁରକ୍ଷା ଯୋଗାଇ ଦିଆଯିବ। ସୋମବାର ଆହ୍ଲାବାଦ୍‌ ହାଇକୋର୍ଟ ଏହି ଆଦେଶ ଦେଇଛନ୍ତି। ସାକ୍ଷୀ ମିଶ୍ରା ଏବଂ ତାଙ୍କ ସ୍ବାମୀ ଅଜିନେଶ୍‌ଙ୍କ ଜୀବନ ପ୍ରତି ବିପଦ ଥିବା ଆବେଦନର ବିଚାର କରି ବିଚାରପତି ସିଦ୍ଧାର୍ଥ ବର୍ମା ଏହି ନିର୍ଦ୍ଦେଶ ଜାରି କରିଛନ୍ତି। ସୂଚନାଯୋଗ୍ୟ, ଦଳିତ ଯୁବକ ଅଜିନେଶ୍‌ଙ୍କୁ ବିବାହ କରିଥିବାରୁ ତାଙ୍କ ପିତା ତଥା ଅନ୍ୟ କିଛି ଲୋକ ସେମାନଙ୍କୁ ଜୀବନରେ ମାରି ଦେବାକୁ ଷଡ଼ଯନ୍ତ୍ର କରୁଥିବାରୁ ସେମାନଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ନେଇ ସାକ୍ଷୀ ଆହ୍ଲାବାଦ୍‌ ହାଇକୋର୍ଟରେ ଏକ ଆବେଦନ ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ସ୍ତ୍ରୀଙ୍କ ଧମକ: ‘ଦାଢ଼ି ନ କାଟିଲେ ଛାଡପତ୍ର ଦେବି’

ଲକ୍ଷ୍ନୌ,୨୫।୧୧: ଉତ୍ତର ପ୍ରଦେଶର ଆଲିଗଡରେ ଏକ ରୋଚକ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତିଙ୍କ ଦାଢିକୁ ସ୍ତ୍ରୀ ଏତେ ଚିଡିଯାଇଛନ୍ତି ଯେ ସେ ତାଙ୍କୁ ଦାଢି...

ସୁକମା ଏନ୍‌କାଉଣ୍ଟର: ମହିଳା ମାଓବାଦୀ ମୃତ

ରାୟପୁର,୯।୭: ଛତିଶଗଡ଼ର ମାଓବାଦୀ ପ୍ରଭାବିତ ସୁକମା ଜିଲାରେ ମାଓବାଦୀ ବିରୋଧୀ ଅଭିଯାନ ସଫଳ ହୋଇଛି। ମଙ୍ଗଳବାର ଚିନ୍ତାଗୁମ୍ପା ଅଞ୍ଚଳର ଡବ୍ବାକୋଣ୍ଟା ଗଁା ନିକଟସ୍ଥ ଜଙ୍ଗଲରେ ଥିବା...

ବାୟୁସେନାର ବଢ଼ିବ ଶକ୍ତି, ସାମିଲ ହେବ ୨୫ ଆଧୁନିକ ହେଲିକପ୍ଟର…

ନୂଆଦିଲ୍ଲୀ,୩୦।୯: ଭାରତୀୟ ବାୟୁସେନାର ଶକ୍ତିରେ ବୃଦ୍ଧି ହେବାକୁ ଯାଉଛି। ଖୁବ୍‌ ଶୀଘ୍ର ୨୫ ଆଧୁନିକ ହାଲକା ହେଲିକପ୍ଟର (ଏଏଲ୍‌ଏଚ୍‌)କୁ ବାୟୁସେନାରେ ସାମିଲ କରାଯିବ। ପ୍ରତିରକ୍ଷା ମନ୍ତ୍ରୀ...

ବୟଫ୍ରେଣ୍ଡଙ୍କୁ ଭେଟିବା ପାଇଁ ମୁମ୍ବାଇରୁ ଝାଡଖଣ୍ଡ ଆସିଲେ ଗର୍ଲଫ୍ରେଣ୍ଡ, ଆଉ ତା’ପରେ ଘଟିଲା ଏମିତି

ରାଞ୍ଚି,୧୯।୪: କୁହାଯାଏ ପ୍ରେମ ଅନ୍ଧ। ପ୍ରେମ ମାନେନା ବାଧା ବନ୍ଧନ। ଖାସ୍‌ ଏଥିପାଇଁ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ଭେଟିବା ପାଇଁ ମୁମ୍ବାଇରୁ ଝାଡଖଣ୍ଡ ଚାଲିଆସିଥିଲେ।...

ଦୁମ୍‌କାରେ ମିଳିତ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ: ଜଣେ ଯବାନ ଶହୀଦ୍‌

ରାଞ୍ଚି, ୨।୬: ଝାଡ଼ଖଣ୍ଡ ଦୁମ୍‌କାରେ ମିଳିତ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଏସଏସ୍‌ବି ଯବାନ ଶହୀଦ୍‌ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି। ଆହତ...

ଆଜିଠାରୁ ଏମ୍‌ଏନ୍‌ପି ଲାଗି ନୂଆ ନିୟମ

ନୂଆଦିଲ୍ଲୀ,୧୬ା୧୨: ଉପଭୋକ୍ତାଙ୍କୁ ନିଜ ମୋବାଇଲ ନମ୍ବର ପୋର୍ଟେବିଲିଟି (ଏମ୍‌ଏନ୍‌ପି) କରିବା ପାଇଁ ସପ୍ତାହେ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିବ ନାହିଁ। ଟେଲିକମ୍‌ ରେଗୁଲେଟୋରୀ ଅଥରିଟି ଅଫ୍‌...

ଏହି ରାଜ୍ୟରେ ୫୫ ହଜାରରୁ ଅଧିକ ମହିଳାମଦ୍ୟପ…

ପାଟନା,୨୧।୩: ଦେଶରେ ନିଶାମୁକ୍ତି ଅଭିଯାନ ଜାରି ରହିଛି। ତେବେ କେତେକ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଏହି ଅଭିଯାନକୁ ଆଶା ଅନୁସାରେ ସଫଳତା ମିଳି ପାରିନାହିଁ। ସେଭଳି...

ବଢିପାରେ ରାଜଙ୍କ ଅଡୁଆ

ମୁମ୍ବାଇ,୨୪ ।୭: ଉଦ୍ଦ୍ୟୋଗପତି ରାଜ କୁନ୍ଦ୍ରାଙ୍କ ପର୍ନ ଫିଲ୍ମ ର‌୍ୟାକେଟ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଖୁବ୍‌ଶୀଘ୍ର ଏଣ୍ଟ୍ରି ମାରିପାରେ ବୋଲି ବିଶେଷ ସୂତରୁ ମିଳିଥିବା ସୂଚନାରୁ...

Advertisement
Archives

Model This Week