Posted inଜାତୀୟ

ସାଙ୍ଗ ହୁଅ ନଚେତ୍‌ ଅପହରଣ କରିନେବୁ

ରାଞ୍ଚି,୧୩।୯: ଆମକୁ ସାଙ୍ଗ ଭାବେ ଗ୍ରହଣ କର ନଚେତ୍‌ ଆମେ ତୁମମାନଙ୍କୁ ଅପହରଣ କରିନେବୁ। ଝାଡ଼ଖଣ୍ଡ ରାଞ୍ଚିର ଏକ ସରକାରୀ ସ୍କୁଲର ହିନ୍ଦୁ ଛାତ୍ରୀମାନଙ୍କୁ କିଛି ଏମିତି କହି କେତେଜଣ ମୁସଲମାନ ଯୁବକ ଧମକାଉଛନ୍ତି। ଛାତ୍ରୀଙ୍କୁ ଡରାଇବା ପାଇଁ ସେମାନଙ୍କ ଆଗରେ ଧାରୁଆ ମାରଣାସ୍ତ୍ର ଦେଖାଉଥିବାବେଳେ ଯେଉଁ ଶିକ୍ଷକମାନେ ଏହାର ବିରୋଧ କରୁଛନ୍ତି ସେମାନଙ୍କୁ ସମ୍ପୃକ୍ତ ଯୁବକ ମାଡ଼ ମାରୁଥିବା କୁହାଯାଉଛି। ପାଖାପାଖି ସପ୍ତାହେ ହେବ ସ୍କୁଲର ୯ମ ଶ୍ରେଣୀରେ ପଢ଼ୁଥିବା ଆଦିବାସୀ ଏବଂ ଅନ୍ୟ ହିନ୍ଦୁ ଛାତ୍ରୀଙ୍କୁ ଏଭଳି ଧମକ ଦିଆଯାଉଥିବା ଖବର ପ୍ରକାଶ ପାଇଛି। ଏ ନେଇ ସ୍କୁଲ କର୍ତ୍ତୃପକ୍ଷ ଓ ଛାତ୍ରୀ ନିକଟସ୍ଥ ଥାନାରେ ଲିଖିତ ଅଭିଯୋଗ କରିଥିବାବେଳେ ୫ ଜଣିଆ ସ୍ବତନ୍ତ୍ର ଯାଞ୍ଚ ଟିମ୍‌ ଉକ୍ତ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ପାଇଁ ସଂଗ୍ରାମ: କର୍ବେଟ ଅଭୟାରଣ୍ୟରେ ବଢୁଛି ହାତୀ-ବାଘ ମୁହାଁମୁହିଁ ଘଟଣା

ଡେରାଡୁନ୍‌,୯।୬: ଉତ୍ତରାଖଣ୍ଡରେ ଥିବା କର୍ବେଟ ଅଭୟାରଣ୍ୟରେ ହାତୀ-ବାଘ ମୁହାଁମୁହିଁ ଘଟଣା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ୨୦୧୪ଠାରୁ ୨୦୧୯ ପର୍ଯ୍ୟନ୍ତ ଗତ ୫ ବର୍ଷରେ ଏଠାରେ ୨୧...

ବନ୍ଧୁକ ଦେଖାଇ ଦଳିତ ଯୁବତୀଙ୍କୁ ଗଣବଳାତ୍କାର

କାନପୁର, ୨୦ା୧୦: ଉତ୍ତରପ୍ରଦେଶ (ୟୁପି)ରେ ଗଣବଳାତ୍କାର ଘଟଣା ଥମିବାର ନଁା ନେଉନାହିଁ। ହାଥ୍‌ରସ, ବାରବାଙ୍କି, ବଲିଆରେ ଗଣବଳାତ୍କାର ଘଟଣାକୁ ନେଇ ସମାଲୋଚନାର ସ୍ବର ଲମ୍ବି ଚାଲିଥିବାବେଳେ...

୨୦୧୯ରେ ଭାରତରେ ୪ହଜାର ଶହେ ୯୬ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ: ୯ ହଜାର ୩ ଶହ କୋଟି କ୍ଷତି

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୧।୧: ଗତ ୨୦୧୯ ବର୍ଷରେ ପୃଥିବୀର ୨୧ଟି ଦେଶରେ ମୋଟ ୧୮ ହଜାର ୨ ଶହ ୨୫ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ ରହିଥିଲା। ସେଥିମଧ୍ୟରୁ...

ଡବ୍ଲ୍ୟୁଏଚ୍‌ଓ ପୂର୍ବରୁ ଭାରତ ଜାରି କଲା କରୋନା ମୃତ୍ୟୁ ସଂଖ୍ୟା ରିପୋର୍ଟ…

ନୂଆଦିଲ୍ଲୀ, ୪।୫ : ଦେଶରେ କରୋନାରେ ଆକ୍ରାନ୍ତ ହୋଇ ଘଟିଥିବା ମୃତକଙ୍କ ସଂଖ୍ୟା ରିପୋର୍ଟ ଭାରତ ପକ୍ଷରୁ ଜାରି କରାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)...

ବିରୋଧୀଙ୍କୁ ମୋଦି କହିଲେ ବୁଡ଼ି ମର

ମୁମ୍ବାଇ,୧୭ା୧୦(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମହାରାଷ୍ଟ୍ର ନିର୍ବାଚନ ପ୍ରଚାରରେ ଯାଇ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ବିରୋଧ କରୁଥିବା ବିପକ୍ଷ ନେତାମାନଙ୍କ ଉପରେ କଟୁ ମନ୍ତବ୍ୟ...

‘ସୁଲ୍ଲି ଡିଲ୍ସ’ ଆପ୍‌ ନିର୍ମାତା ଗିରଫ

ନୂଆଦିଲ୍ଲୀ, ୧୦ା୧: ସୁଲି ଡିଲ୍ସ ଆପ୍‌ରେ ମୁସଲମାନ ମହିଳାଙ୍କ ଫଟୋ ଅପ୍‌ଲୋଡ୍‌ କରି ସେଗୁଡ଼ିକୁ ନିଲାମ ପାଇଁ ବିଜ୍ଞାପନ ଦେବା ମାମଲାରେ ଦିଲ୍ଲୀ ପୋଲିସ ରବିବାର...

ବଳାତ୍କାର ମାମଲାରେ ୮ବର୍ଷ ପରେ ଦୋଷମୁକ୍ତ ହେଲେ ବରିଷ୍ଠ ଖବରଦାତା

ପଣଜୀ,୨୧।୫: ବଳାତ୍କାର ମାମଲାରେ ବରିଷ୍ଠ ଖବରଦାତାଙ୍କୁ ମିଳିଲା ଆଶ୍ୱସ୍ତି। ଦୀର୍ଘ ୮ବର୍ଷ ପରେ ବରିଷ୍ଠ ଖବରଦାତା ତଥା ତେହେଲକା ମ୍ୟାଗାଜିନ୍‌ର ପୂର୍ବତନ ମୁଖ୍ୟ ସମ୍ପାଦକ ତରୁଣ...

ହର୍ଷ ବର୍ଦ୍ଧନ ହେବେ ଡବ୍ଲ୍ୟୁଏଚ୍‌ଓ କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ

ଜେନେଭା/ନୂଆଦିଲ୍ଲୀ,୨୦ା୫: କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେବେ। ୩୪ ସଦସ୍ୟ ବିଶିଷ୍ଟ ଡବ୍ଲ୍ୟୁଏଚ୍‌ଓ କାର୍ଯ୍ୟନିର୍ବାହୀ ବୋର୍ଡର...

Advertisement
Archives

Model This Week