ସାତକୋଶିଆରେ ଅସୁସ୍ଥ ହାତୀର ପ୍ରାଣ ଗଲା

ବନ୍ତଳା, ୨୪ା୬(ଡି.ଏନ୍‌.ଏ.) : ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ବୁଢ଼ା ଜୋକୁବୁ ନାଳ ନିକଟରେ ଦୀର୍ଘଦିନ ଧରି ଅସୁସ୍ଥ ଥିବା ହାତୀର ରବିବାର ରାତିରେ ମୃତ୍ୟୁ ଘଟିଛି। ଖବର ପାଇ ସୋମବାର ସକାଳେ ବନବିଭାଗ ଓ ଡାକ୍ତରୀଦଳ ପହଞ୍ଚିଛନ୍ତି। ବ୍ୟବଚ୍ଛେଦ ପରେ ମୃତ ହାତୀକୁ ସେହିଠାରେ ପୋତି ଦିଆଯିବ ବୋଲି ବନବିଭାଗ ସୂତ୍ରରୁ ପ୍ରକାଶ। ପ୍ରକାଶଥାଉ କି, ଶନିବାର ଉକ୍ତ ହାତୀଟି ବନ୍ତଳା ରେଞ୍ଜ ତଳସିରା ଅଞ୍ଚଳ ନାଳ ନିକଟରେ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆକର୍ଷଣୀୟ ହେବନି ଆରାଧନା

ବଅଁରପାଳ,୭ା୯ ଦିନ କେଇଟା ପରେ ବିଶ୍ୱକର୍ମା ପୂଜା। ମହାମାରୀ କରୋନା ବ୍ୟାପୁ ନ ଥିଲେ ଏତେବେଳକୁ ଚଳଚଞ୍ଚଳ ହୋଇଉଠିଥାନ୍ତା ଅନୁଗୋଳ ଜିଲାର ନାଲ୍‌କୋନଗର। ଚମତ୍କାର ସାଜସଜ୍ଜା...

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ ଖୁଣ୍ଟ

ବନ୍ତଳା, ୭ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ମହାବିଦ୍ୟାଳୟ ସମ୍ମୁଖରେ ଥିବା ଏକ ବିଦ୍ୟୁତ୍‌ ଖୁଣ୍ଟ ଦୀର୍ଘ ୧୫ ଦିନ ହେଲାଣି ବିପଦସଙ୍କୁଳ ଅବସ୍ଥାରେ ରହିଛି।...

‘ଖୁସି’ ଯୋଜନା ଦିଗହରା

ଅନୁଗୋଳ ଅଫିସ୍‌, ୮।୨ – ଅନୁଗୋଳ ଜିଲାରେ ଦିଗହରା ହୋଇଯାଇଛି ସରକାରଙ୍କ ‘ଖୁସି’ ଯୋଜନା। ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ କିଣାଯାଇଥିବା ସାନିଟାରି ନାପକିନ ଜିଲା...

ଜୀବନ୍ତ ହେବ ଆଦିବାସୀ ସଂସ୍କୃତି

(ଉପେନ୍ଦ୍ର ରାଉତ) ବଅଁରପାଳ,୪।୬ ନାଲ୍‌କୋ କଲୋନୀର ପରିବେଶ ହେବ ଆହୁରି ଶାନ୍ତ, ଆହୁରି ସୁନ୍ଦର। ସେଥିପାଇଁ ଏକାଧିକ ପାର୍କ ଥିଲେ ବି କର୍ତ୍ତୃପକ୍ଷ କଲୋନୀ ମଧ୍ୟରେ...

କଟକଣା ମାନୁନାହାନ୍ତି ବାବୁ: ପ୍ରଶାସନ ନିର୍ଦ୍ଦେଶନାମା ଉଲ୍ଲଂଘନ ଚର୍ଚ୍ଚା

ଅନୁଗୋଳ ଅଫିସ୍‌, ୧୩ା୭: କୌଣସି ହଟ୍‌ସ୍ପଟ ଜିଲା ବା ରାଜ୍ୟ ବାହାରୁ ଆସୁଥିବା ଲୋକମାନେ ବାଧ୍ୟତାମୂଳକ ଭାବେ ୧୪ ଦିନିଆ ସରକାରୀ କ୍ବାରାଣ୍ଟାଇନ୍‌ରେ ରହିବେ ବୋଲି ଅନୁଗୋଳ...

ମାସ୍କ ନ ପିନ୍ଧି ଜରିମାନା ଗଣିଲେ ୨୦ ଯୁବକ

ବଇଣ୍ଡା, ୧୩ା୪(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡା ଛକ ଓ ହଣ୍ଡପା ଥାନା ଅଞ୍ଚଳରେ କିଶୋରନଗର ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ବିଭିନ୍ନ ଦୋକାନରେ ଚଢ଼ାଉ କରାଯାଇଛି...

ସୋଲଡ଼ାରେ ପ୍ରଶାସନ ପକ୍ଷରୁ ପଲ୍ଲିସଭା: ଧଉରାଗୋଠ ପ୍ରକଳ୍ପକୁ ଗ୍ରାମବାସୀଙ୍କ ବିରୋଧ

ବଇଣ୍ଡା, ୩୧ା୧୦(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ବିଲେଇନାଳୀ ପଞ୍ଚାୟତ ଧଉରାଗୋଠ ଗ୍ରାମରେ ହେବାକୁ ଥିବା ଧଉରାଗୋଠ ଜଳସେଚନ ପ୍ରକଳ୍ପ ନିର୍ମାଣ ପୂର୍ବରୁ ଏହାକୁ...

ଚିକିତ୍ସା ସେବା ଅନୁଧ୍ୟାନ କଲେ ଜିଲାପାଳ

ଅନୁଗୋଳ ଅଫିସ୍‌, ୨୪ା୧ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ଗୁରୁବାର ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନରେ ଯାଇ ଚିକିତ୍ସା ସେବା ଅନୁଧ୍ୟାନ କରିଛନ୍ତି। ମେଡିକାଲରେ...

Advertisement
Archives

Model This Week