ସାତ ଦିନରେ ସାତ ରଙ୍ଗର ପାଟ

ମହାପ୍ରଭୁଙ୍କ ସବୁ ପରମ୍ପରା ଭଳି ତାଙ୍କ ବସ୍ତ୍ର ସମ୍ଭାରରେ ବି ରହିଛି ସ୍ବକୀୟତା। ବିଶେଷତଃ ତାଙ୍କୁ ଲାଗି ହେଉଥିବା ବସ୍ତ୍ର ‘ଖଣ୍ଡୁଆ ପାଟ’ ଭାବରେ ପରିଚିତ। ବଡସିଂହାର ବେଶରେ ଲାଗିହୁଏ ଗୀତଗୋବିନ୍ଦ ଲେଖାଥିବା ପାଟ। ଏସବୁ ବ୍ୟତୀତ ପର୍ବପର୍ବାଣିରେ ଲାଗି ହୋଇଥାଏ କଟନ୍‌ରେ ପ୍ରସ୍ତୁତ ବସ୍ତ୍ର। ପୁଣି ମହାପ୍ରଭୁଙ୍କ ସାତ ବାରରେ ପାଟ, ରଙ୍ଗ ଓ ବସ୍ତ୍ରର ମାପ ମଧ୍ୟ ଭିନ୍ନ ହୋଇଥାଏ। ରବିବାର ନାଲି ରଙ୍ଗ, ସୋମବାର ଧଳାଛିଟ, ମଙ୍ଗଳବାର ବାରପାଟିଆ (୫ଟି ରଙ୍ଗବିଶିଷ୍ଟ), ବୁଧବାର ସବୁଜ, ଗୁରୁବାର ହଳଦିଆ, ଶୁକ୍ରବାର ଧଳାସାଦା ଓ ଶନିବାର କଳା ବା ବାଇଗଣୀ ରଙ୍ଗର ବସ୍ତ୍ର ଦିଅଁଙ୍କଠାରେ ଲାଗି ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାରାକ୍‌ ସାହି କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଛତ୍ରପୁର,୨୭ା୬(ଡି.ଏନ୍‌.ଏ.)-ଛତ୍ରପୁର ଏନ୍‌ଏସି ବାରାକ ସାହିରେ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟ୍ରେସିଂ ପାଇଁ ବାରାକ୍‌ ସାହିକୁ ପ୍ରଶାସନ ପକ୍ଷରୁ...

ଖବରଦାତାଙ୍କୁ ଆକ୍ରମଣ

କେନ୍ଦୁଝର, ୨୨।୪(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ପୋଲିସ ବୁଧବାର ଲକ ଡାଉନ ପାଇଁ ରାସ୍ତାରେ ପାଟ୍ରୋଲିଂ କରୁଥିବା ବେଳେ ଜଣେ ଖବରଦାତାଙ୍କୁ ଆକ୍ରମଣ କରାଯାଇଛି। ଏହାକୁ ନେଇ ଟାଉନ ଥାନାରେ...

କୋଭିଡ-୧୯ ମୁକାବିଲା: ସହରାଞ୍ଚଳ ଗରିବଙ୍କ ପାଇଁ ୧୦୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୪.୫ ଲକ୍ଷ ପରିବାର

ଭୁବନେଶ୍ୱର, ୧୮।୪(ବ୍ୟୁରୋ): କରୋନା (କୋଭିଡ-୧୯) ସାରା ବିଶ୍ୱରେ କେବଳ ଏକ ସ୍ବାସ୍ଥ୍ୟ ସମସ୍ୟା ନୁହେଁ ଏହା ଅନେକ ଅର୍ଥନୈତିକ ସମସ୍ୟା ମଧ୍ୟ ସୃଷ୍ଟି କରିଛି। ଏହାର...

ପରୀକ୍ଷା ଚାଲିଥିବା ସମୟରେ ଖସିଲା ଫ୍ୟାନ୍‌, ଛାତ୍ରୀ ଆହତ

ନିରାକାରପୁର,୨୫ା୧୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ରାମେଶ୍ୱର ହାଇସ୍କୁଲରେ ଫ୍ୟାନ୍‌ ଖସିପଡ଼ିବାରୁ ଜଣେ ଛାତ୍ରୀ ଆହତ ହୋଇଛନ୍ତି। କ୍ଷେତ୍ରବାସୀ ହାଇସ୍କୁଲର ଛାତ୍ରୀଛାତ୍ର ରାମେଶ୍ୱର ହାଇସ୍କୁଲରେ ଶୁକ୍ରବାର ଗଣିତ ସମ୍ମେଟିଭ୍‌...

କରୋନା ସଂକ୍ରମଣରୁ ରକ୍ଷା ପାଇଁ ସାବୁନ୍‌ ଓ ମାସ୍କ ବଣ୍ଟନ

ପଦ୍ମପୁର, ୨ା୪ (ଡି.ଏନ.ଏ.)-ବାସୁଦେବପୁର ବ୍ଲକ ଅଧୀନ ସୁଗୋ ପଞ୍ଚାୟତର ବାସନ୍ତୀ କ୍ଲବର ସଦସ୍ୟମାନେ ବୁଧବାର କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଗ୍ରାମବାସୀଙ୍କୁ ୧୫୦୦ ଶହ...

କାଳବୈଶାଖୀ ପ୍ରଭାବରେ ୨୭ ଘଣ୍ଟା ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ

ସିଂହପୁର,୭ା୫(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁର ଅଞ୍ଚଳରେ ଗୁରୁବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହଠାତ୍‌ ପବନ ବୋହିବା ସହିତ ମୂଷଳ ଧାରାରେ ଏକଘଣ୍ଟା ବର୍ଷା ହୋଇଥିଲା।...

ଆଜି ନୀଳାଦ୍ରି ବିଜେ

ପୁରୀ ଅଫିସ, ୧୨ା୭:ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ମହାବାହୁ। ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର...

ନିଖୋଜ ଝିଅର ମିଳିଲା ମୃତ ଦେହ

ସମ୍ବଲପୁର,୫ା୧୦(ବ୍ୟୁରୋ): ମହାନଦୀର ସମ୍ବଲପୁର ଜିଲା ଦଲେଇପଡା ମହିଳା ଘାଟରେ ସୋମବାର ଗୋଟିଏ ପରିବାରର ୩ଜଣ ସଦସ୍ୟ ଭାସିଯାଇଥିଲେ। ଖୋଜାଖୋଜି ପରେ ବାପା ମହମ୍ମଦ ଅଲତାଫ (୪୫),...

Advertisement
Archives

Model This Week