Posted inଜାତୀୟ

ସାତ ଦିନ ପାଇଁ ବନ୍ଦ ହେଲା ସିଲିଗୁଡି ନିୟନ୍ତ୍ରିତ ବଜାର

ସିଲିଗୁଡି,୧୫।୬: ପଶ୍ଚିମବଙ୍ଗ ଦାର୍ଜିଲିଂ ଜିଲାର ସିଲିଗୁଡି ନିୟନ୍ତ୍ରିତ ବଜାରକୁ ଆସନ୍ତା ଏକ ସପ୍ତାହ ପାଇଁ ବନ୍ଦ କରି ଦିଆଯାଇଛି। ନିକଟରେ ଚିହ୍ନଟ କେତେଜଣ କରୋନା ରୋଗୀଙ୍କର ଏହି ବଜାର ସହ ସମ୍ପର୍କ ଥିବାରୁ ଉକ୍ତ ବଜାରକୁ ବନ୍ଦ କରି ଦିଆଯାଇଛି। ସୂଚନାଯୋଗ୍ୟ, ଦେଶରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢି ଚାଲିଥିବା ବେଳେ ପଶ୍ଚିମବଙ୍ଗରେ ମଧ୍ୟ କରୋନା ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇ ଚାଲିଛି। ଏବେସୁଦ୍ଧା ପଶ୍ଚିମବଙ୍ଗରେ ୧୧,୦୮୭ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୪୭୫ ଜଣଙ୍କ ମୃତ୍ୟୁ ହୋଇ ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗହମ ରପ୍ତାନୀ ବନ୍ଦ, ଦୋଷୀ କିଏ ? ସରକାର ନା ବ୍ୟବସାୟୀ…

ନୂଆଦିଲ୍ଲୀ, ୧୪।୫ : ଶନିବାର ସକାଳେ ଭାରତ ସରକାର ଅନ୍ୟ କୌଣସି ଦୋକୁ ଗହମ ରପ୍ତାନୀ କରିବେନି ବୋଲି ନିଷ୍ପତ୍ତି ନିଆଯାଇଛି। ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ...

ସୀମାରେ ଶାନ୍ତି ଚାହୁଁନି ଚାଇନା

ନୂଆଦିଲ୍ଲୀ, ୧୧ା୧୦: ଗତ ବର୍ଷ ମେ’ରୁ ଭାରତ-ଚାଇନା ମଧ୍ୟରେ ଲାଗି ରହିଥିବା ସୀମା ବିବାଦର କୌଣସି ସମାଧାନ ବାହାରିପାରିନାହିଁ। ରବିବାର ଉଭୟ ଦେଶ ମଧ୍ୟରେ ତ୍ରୟୋଦଶ...

ଶିବସେନା କାହାର, ସେପ୍ଟେମ୍ବର ୨୭ରେ ବିଚାର…

ନୂଆଦିଲ୍ଲୀ, ୭।୯ : ଜୁନ ମାସରେ ମହାରାଷ୍ଟ୍ରରେ କ୍ଷମତା ଦଖଲ ପରେ ଶିବସେନା କାହାର ସେନେଇ ସଂଗ୍ରାମ ଜାରି ରହିଛି। ଏହି ମାମଲା ନିର୍ବାଚନ ଆୟୋଗଙ୍କ...

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଜଣେ ଯବାନ ଶହୀଦ

ରାଜୌରି,୧୧।୬: ଜମ୍ମୁ-କଶ୍ମୀରର ରାଜୌରି ସେକ୍ଟଟରରେ ପାକିସ୍ତାନ ପଟରୁ ଅସ୍ତ୍ର ବିରତି ଉଲ୍ଲଂଘନ ଫଳରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ପାକିସ୍ତାନ ପଟରୁ...

ଗୋଟିଏ ଦିନ ପାଇଁ ସିବିଆଇ-ଇଡିକୁ ମୋତେ ଦିଅ, ଅଧା ଭାଜପା ନେତା ଜେଲ୍‌କୁ ଯିବେ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୧୧: ଦିଲ୍ଲୀ ଏମସିଡି ନିର୍ବାଚନକୁ ନେଇ ଭାଜପା ଏବଂ ଆମ୍‌ ଆଦମୀ ମଧ୍ୟରେ ବାକ୍‌ଯୁଦ୍ଧ ଚାଲିଛି। ଏହି କ୍ରମରେ ଶୁକ୍ରବାର ଆମ ଆଦ୍‌ମୀ ପାର୍ଟି ସୁପ୍ରିମୋ...

ଅପରେଶନ ଗଙ୍ଗାରେ ଭାରତୀୟ ବାୟୁସେନାର ସି-୧୭ ବିମାନ, ସ୍ୱଦେଶ ଫେରିଲେ ୨୦୦ରୁ ଊର୍ଦ୍ଧ୍ୱ ଭାରତୀୟ

ନୂଆଦିଲ୍ଲୀ,୩ ।୩: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ପରିସ୍ଥିତି ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି । ଦୁଇ ଦେଶର ସେନା ମୁହାଁମୁହିଁ ହେଉଥିବା ବେଳେ ୟୁକ୍ରେନରେ...

ପାକିସ୍ତାନ ବ୍ୟାଟ୍‌ର ଘୃଣ୍ୟ କାର୍ଯ୍ୟ: ଜଣେ ପୋର୍ଟରଙ୍କ ମୁଣ୍ଡ କାଟି ନେଲେ

ଶ୍ରୀନଗର,୧୧।୧: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଉତ୍ତେଜନା କମିବାର ନା ଧରୁନି। ଲଗାତାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ଏବେ ପାକିସ୍ତାନର ବର୍ଡର ଆକ୍ସନ...

ଚାଷୀଙ୍କୁ ଲାଠିମାଡ଼

ପାଟନା, ୩୦।୧୨: କେନ୍ଦ୍ରର ନୂଆ କୃଷି ଆଇନ ପ୍ରତିବାଦରେ ବିହାରର ହଜାର ହଜାର ଚାଷୀ ରାଜଭବନ ଅମଭିମୁଖେ ଶୋଭାଯାତ୍ରାରେ ବାହାରିଥିବାବେଳେ ପୋଲିସ ସେମାନଙ୍କ ଉପରେ ଲାଠିଚାଳନା...

Advertisement
Archives

Model This Week