Posted inଖେଳ

ସାଥୀ ଖେଳାଳିଙ୍କ ପାଇଁ ଉପବାସ ରଖୁଛନ୍ତି ଏହି ଦୁଇ ପ୍ରସିଦ୍ଧ କ୍ରିକେଟର୍‌

ଏପ୍ରିଲ ୧୪ରୁ ପବିତ୍ର ରମ୍‌ଜାନ ମାସ ଆରମ୍ଭ ହୋଇଛି। ଏହି ମାସରେ ମୁସଲିମ୍‌ ସମ୍ପ୍ରଦାୟର ଲୋକେ ଉପବାସ ରଖି ଆଲ୍ଲାଙ୍କୁ ସ୍ମରଣ କରନ୍ତି। କିଛି କ୍ରିକେଟର ଅଛନ୍ତି ଯେଉଁମାନେ ମ୍ୟାଚ୍‌ ଚାଲିଥିବା ସମୟରେ ମଧ୍ୟ ଉପବାସ ରଖୁଛନ୍ତି। ଏଥର ଆଇପିଏଲ୍‌ ୨୦୨୧ରେ ଚାଲିଥିବାବେଳେ ରମଜାନ ମାସ ପଡିଛି। ସନରାଇଜର୍ସ ହାଇଦ୍ରାବାଦ ଖେଳାଳି ରଶିଦ ଖାନ ଉପବାସ ରଖୁଛନ୍ତି। ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ରଶିଦ ଖାନ ଡେଭିଡ ଓ୍ବାର୍ନର ଏବଂ କେନ୍‌ ଓ୍ବିଲିୟମ୍ସଙ୍କୁ ପଚାରୁଛନ୍ତି ଆପଣଙ୍କ ଉପବାସ କେମିତି ଚାଲିଛି। ଉଭୟ ଉତ୍ତରରେ କହୁଛନ୍ତି ବଢିଆ ଲାଗୁଛି। ଡେଭିଡ ଓ୍ବାର୍ନର ଏବଂ କେନ୍‌ ଓ୍ବିଲିୟମ୍ସଙ୍କୁ ଧନ୍ୟବାଦ ଦେଇ ରଶିଦ କହିଛି ଏ ଦୁହେଁ ଆଜି ରମଜାନ ମାସ ଯୋଗୁ ଉପବାସ ରଖିଛନ୍ତି। ଦେଖିକି ଖୁସି ଲାଗୁଥିବା ସେ କହିଛନ୍ତି।
ଏହି ଭିଡିଓରୁ ଅନେକ କିଛି ଶିଖିବାକୁ ମିଳିଛି। ଜାତି ଧର୍ମ ନିର୍ବିଶେଷରେ ସମସ୍ତେ ଏକ, ଏଭଳି ଭିଡିଓ ଭାଇଚାରା ସୃଷ୍ଟି କରେ ବୋଲି ପ୍ରଶଂସକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri