Posted inବରଗଡ଼

ସାଧାରଣତନ୍ତ୍ର ଦିବସରେ ସାମିଲ ହେଲା ୨୩ ପରେଡ୍‌ ଦଳ

ବିଜେପୁର,୨୬।୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ହାଇସ୍କୁଲ ପଡ଼ିଆରେ ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି। ଏଥିରେ ବିଭିନ୍ନ ସ୍କୁଲର ୨୩ଟି ପରେଡ୍‌ ଦଳ ସାମିଲ ହୋଇଥିଲେ। ବିଡିଓ ପଦ୍ମନାଭ ସାମନ୍ତରାୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ ସହ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇ ଥିଲା। ଆୟୋଜିତ ଝାଙ୍କି ପ୍ରତିଯୋଗିତାରେ ୧୦ଟି ଦଳ ଭାଗ ନେଇଥିଲେ। ସେହିପରି ଏନ୍‌ଏସି କାର୍ଯ୍ୟାଳୟରେ କାର୍ଯ୍ୟ ନିର୍ବାହୀ ଅଧିକାରୀ ରୁକ୍ମଣ ମେହେର ପତାକା ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର: ପୁଅ, ଜ୍ବାଇଁ ସହିତ ବନ୍ଧା ହେଲେ ବାପା

ଭେଡେନ,୧୪।୨(ହୃଷୀକେଶ ଖମାରୀ) – ବରଗଡ ଜିଲା ଭେଡେନ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର ଏବଂ ସମ୍ପୃକ୍ତ ମହିଳା…

ପ୍ରତିଶ୍ରୁତି ମିଳିଲା, ଆନ୍ଦୋଳନ ହଟିଲା: ବିକ୍ରି ଅପେକ୍ଷାରେ ରହିଥିବା ଚାଷୀ

ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ):ରବି ଚାଷକାର୍ଯ୍ୟ ସମୟ ଗଡ଼ି ଚାଲିଛି। କିଛି ଚାଷୀ ତଳିପକା କାର୍ଯ୍ୟ ସାରିଥିବାବେଳେ ଆଉ କିଛି ବିଲରେ ଧାନପହ୍ଲା ରୋଇ ସାରିଛନ୍ତି। ମାତ୍ର ଜିଲାରେ ଏବେ…

ତାତିଲେ ଚାଷୀ, ୨୮ରେ ତହସିଲ ଘେରାଉ

ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀ ସମସ୍ୟା ବଢି ଚାଲିଛି। ଧାନବିକ୍ରି ଅବ୍ୟବସ୍ଥା ଏଥର ଅନ୍ୟବର୍ଷ ଅପେକ୍ଷା ଚାଷୀଙ୍କ ଦୁଃଖ ବଢାଇ ଦେଇଛି। ଏହାକୁ ନେଇ ଚାଷୀ ଅସନ୍ତୋଷ…

ଚୋରି ମୋଟର ସାଇକେଲ ଜବତ: ଦୁଇ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ପଦ୍ମପୁର,୧୩।୨(ପ୍ରଦୀପ୍ତ ଦାଶ): ପଦ୍ମପୁର-ଜଗଦଲପୁର ରାସ୍ତାରୁ ଚୋରି ହୋଇଥିବା ୟାମାହା(R15 V4) ମୋଟର ସାଇକେଲକୁ ପୋଲିସ  ଜବତ କରିଛି। ଏହି ଘଟଣାରେ ତଦନ୍ତ କରି ପଦ୍ମପୁର ପୋଲିସ ଦୁଇ…

ପାଣି ଆଣିବାକୁ ଯାଇ କେନାଲରେ ଭାସିଗଲେ ମହିଳା, ଅପସ୍ମାର…

ଅତାବିରା,୧୩।୨(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଚକୁଳିଫାର୍ମର ଏକ କେନାଲରୁ ଭାସୁଥିବା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଶୁକ୍ରବାର ଜବତ କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri