ସାଧାରଣତନ୍ତ୍ର ଦିବସର ଶୋଭା ବଢ଼ାଇବ ରାମ ମନ୍ଦିର ମେଢ଼

ନୂଆଦିଲ୍ଲୀ,୧୧।୧୨: ପ୍ରତ୍ୟେକ ବର୍ଷ ଜାନୁୟାରୀ ୨୬ ତାରିଖ ତଥା ସାଧାରଣତନ୍ତ୍ର ଦିବସ ପୂରା ଦେଶରେ ବେଶ ଧୂମଧାମରେ ପାଳନ କରାଯାଏ। ଏଥି ନେଇ ମାସେ ଆଗରୁ ଆରମ୍ଭ ହୋଇଥାଏ ପ୍ରସ୍ତୁତି। କିନ୍ତୁ ଆସନ୍ତା ବର୍ଷର ସାଧାରଣତନ୍ତ୍ର ଦିବସ ଦେଶବାସୀଙ୍କ ପାଇଁ ବେଶ ସ୍ବତନ୍ତ୍ର । ଏହାର କାରଣ ହେଉଛି ଅଯୋଦ୍ଧାର ରାମ ମନ୍ଦିର।

ଅଯୋଦ୍ଧାରେ ନିର୍ମାଣ ହେଉଥିବା ଭବ୍ୟ ରାମ ମନ୍ଦିରର ପ୍ରଦର୍ଶନ ଜାନୁୟାରୀ ୨୬ ତାରିଖରେ ଦେଶର ରାଜଧାନୀରେ ହେବାକୁ ଥିବା ସାଧାରଣତନ୍ତ୍ର ପରେଡରେ କରାଯିବ। ଉତ୍ତର ପ୍ରଦେଶ (ୟୁପି)ର ସୂଚନା ଓ ଅଧିକାର ବିଭାଗ ପକ୍ଷରୁ ଏ ନେଇ ସ୍ପଷ୍ଠ କରାଯାଇଛି। ଏହି ମେଢ଼ରେ ନଜର ଆସିବ ୟୁପିର ସଂସ୍କୃତି ଓ ପରମ୍ପରା। ଦିଲ୍ଲୀରେ ଆୟୋଜିତ ବୈଠକବେଳେ ୟୁପି ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଉଲ୍ଲେଖଥାଉ କି, ବହୁ ବାଦବିବାଦ ପରେ ଗତ ଅଗଷ୍ଟରେ ରାମ ମନ୍ଦିରର ଶୀଳାନ୍ୟାଶ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତାରେ ମିଳିବ କୋଭିଡ୍‌ ଟିକା

ନୂଆଦିଲ୍ଲୀ,୧୧।୩: କେନ୍ଦ୍ର ସରକାର ଗୁରୁବାର କୋଭିଡ-୧୯ ଟିକାର ନୂଆ ଦର ଘୋଷଣା କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ଏକ ଖବରତାଦା ସମ୍ମିଳନୀରେ କେନ୍ଦ୍ର...

ରାସ୍ତାକୁ ଓହ୍ଲାଇଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୬ା୧୧(ପି.ଟି.): ଦିଲ୍ଲୀରେ ପୋଲିସ-ଓକିଲ ସଂଘର୍ଷକୁ ନେଇ ସଂଗ୍ରାମ ଜାରି ରହିଛି। ପୋଲିସ କର୍ମଚାରୀମାନେ ମଙ୍ଗଳବାର ପୋଲିସ ମୁଖ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନଙ୍କୁ ମନାଇବା...

୫୨୭ ଲୋକ ସଭା ଆସନ ଭୋଟ ଗଣତି: ୨୮୬ରେ ଭାଜପା ଏବଂ ୧୨୫ରେ କଂଗ୍ରେସ ଆଗୁଆ

ନୂଆଦିଲ୍ଲୀ, ୨୩।୫: ଲୋକ ସଭା ନିର୍ବାଚନ ପାଇଁ ସକାଳ ସାଢ଼େ ୯ଟା ସୁଦ୍ଧା ୫୨୫ ଆସନର ଗଣତି ଜାରି ରହିଛି। ସେଥିମଧ୍ୟରୁ ୨୮୬ ଆସନରେ ଭାଜପା...

ଗର୍ଭବତୀ ଗାଈକୁ ବିସ୍ଫୋରକ ଖୁଆଇବା ଘଟଣା: ପଡୋଶୀ ଅଟକ

ବିଳାସପୁର,୭।୬: କେରଳରେ ଗର୍ଭବତୀ ହାତୀକୁ ସପୁରୀରେ ବିସ୍ଫୋରକ ଭର୍ତ୍ତି କରି ଖାଇବାକୁ ଦେବା ଘଟଣା ମନରୁ ନ ଲିଭୁଣୁ ହିମାଚଳ ପ୍ରଦେଶ ବିଳାସପୁରରୁ ଆସିଥିଲା ସେମିତି...

ବନ୍ୟା ପୀଡିତ ପରିବାରଙ୍କୁ ୬ ହଜାର ଟଙ୍କା ଦେବାକୁ ଘୋଷଣା କଲେ ନୀତୀଶ

ପାଟନା,୧୯।୭: ବିହାରରେ ଚଳିତ ବର୍ଷ ବନ୍ୟା ପରିସ୍ଥିତି ଉତ୍କଟ ରୂପ ଧାରଣ କରିଛି ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବରିଷ୍ଠ ଅଧିକାରୀମାନଙ୍କୁ ନେଇ ଶୁକ୍ରବାର...

୯ ଲକ୍ଷ ରୋଗୀଙ୍କୁ ଅକ୍ସିଜେନ ଦିଆଯାଇଛି: ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ, ୯।୫(ପି.ଟି.): ଦେଶରେ ୧,୭୦,୮୪୧ କରୋନା ରୋଗୀଙ୍କୁ ଭେଣ୍ଟିଲେଟର ଯୋଗାଇ ଦିଆଯାଇଥିବାବେଳେ ୯,୦୨,୨୯୧ ଜଣଙ୍କୁ ଅକ୍ସିଜେନ୍‌ ଯୋଗାଇ ଦିଆଯାଇଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଶନିବାର...

ଗୋବିନ୍ଦାଙ୍କୁ କରୋନା

ମୁମ୍ବାଇ.୪।୪: ବଲିଉଡ୍‌ ଅଭିନେତା ଗୋବିନ୍ଦାଙ୍କ କରୋନା ରିପୋର୍ଟ ରବିବାର ପଜିଟିଭ ଆସିଛି। ଏନେଇ ସେ ହୋମ୍‌ ଆଇସୋଲେଶନରେ ରହି ଚିକିତ୍ସିତ ହେଉଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା...

ପରଲୋକରେ ଟେଲି ଅଭିନେତା

ମୁମ୍ବାଇ,୨୪।୧୧: ଚଳିତ ବର୍ଷ ଫିଲ୍ମ ଇଣ୍ଡଷ୍ଟ୍ରି ହେଉ ବା ସିରିୟଲ୍‌ ଜଗତ ପାଇଁ ଏକ କଳାବର୍ଷ ପାଲଟିଛି। ୨୦୨୦ କେତେକ ବିଶିଷ୍ଟ ଅଭିନେତା ଓ ଅଭିନେତ୍ରୀଙ୍କୁ...

Advertisement
Archives

Model This Week