ସାଧାରଣତନ୍ତ୍ର ଦିବସ ଆଜି: ବାରିପଦା ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବାରିପଦା ଅଫିସ,୨୬।୧-ମୟୂରଭଞ୍ଜ ଜିଲା ସଦରମହକୁମା ବାରିପଦାରେ ରବିବାର ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ରିଜର୍ଭ ପୋଲିସ ପରେଡ୍‌ ପଡ଼ିଆରେ ପାଳନ କରାଯିବ। ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିବେ। ଏହାସହିତ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିପାଇଁ ଜିଲା ପୋଲିସ ପକ୍ଷରୁ ବାରିପଦା ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସହରର ସୁରକ୍ଷା ବ୍ୟବସ୍ଥାରେ ଦୁଇଜଣ ଏଏସ୍‌ପି, ୩ ଡିଏସ୍‌ପି, ୬ ଇନ୍ସପେକ୍ଟରଙ୍କ ସମେତ ୬ ପ୍ଲାଟୁନ ଏପିଆର ଫୋର୍ସ ମୁତୟନ ହୋଇଛନ୍ତି। ସେହିପରି ଏଥର ସହରରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ଜଣେ ଡିଏସ୍‌ପିଙ୍କ ନେତୃତ୍ୱରେ ୪୦ ଜଣ ଟ୍ରାଫିକ କନଷ୍ଟେବଳ ଓ ଏକ ପ୍ଲାଟୁନ ଏପିଆର୍‌ ଫୋର୍ସ ମୁତୟନ ରହିବେ। ଶାନ୍ତିଶୃଙ୍ଖଳା ପାଇଁ ୪୦ ଅଫିସର ଓ ୭୦ ଜଣ ହୋମଗାର୍ଡ ମଧ୍ୟ ନିୟୋଜିତ ହୋଇଥିବା ଜିଲା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଶନିବାର ରାତିରେ ସହରର ବିଭିନ୍ନ ମୁଖ୍ୟରାସ୍ତାରେ ସହରକୁ ପ୍ରବେଶ କରୁଥିବା ଓ ବାହାରୁଥିବା ଗାଡ଼ି ମୋଟର ଏବଂ ଲୋକଙ୍କୁ ଯାଞ୍ଚ କରାଯାଇଛି। ସେହିପରି ସହରର ବିଭିନ୍ନ ହୋଟେଲ, ରେଳଷ୍ଟେଶନ, ବସ୍‌ଷ୍ଟାଣ୍ଡ ଆଦି ଜନଗହଳି ସ୍ଥାନରେ ପୋଲିସ ପକ୍ଷରୁ ଏକ ଟିମ୍‌ ବୁଲି ତଥ୍ୟ ସଂଗ୍ରହ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରିକୁ ନେଇ ଲୋକେ ଛାନିଆ

କପ୍ତିପଦା,୧୨ା୫(ଡି.ଏନ.ଏ)- ସୁରତ ଫେରନ୍ତା ଲିଙ୍କ୍‌ରେ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୟର ବାତାବରଣ ସୃଷ୍ଟି ହେବା...

ଜଳ ଘେରରୁ ୨୮ ପରିବାର ଉଦ୍ଧାର: ପ୍ରବଳ ବର୍ଷାରେ ରାସ୍ତା ଧୋଇଗଲା

ବାରିପଦା ଅଫିସ,୨୨ା୯- ଲଘୁଚାପ ଜନିତ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଳକ ଅଞ୍ଚଳ ବିଶେଷ ପ୍ରଭାବିତ ହୋଇଛି। ଜମ୍ଭିରା ନଦୀ ଓ ମହାନ୍ତି ନାଳରେ...

ଦନ୍ତା ଉତ୍ପାତରେ ବ୍ୟାପକ କ୍ଷତି

ବଡ଼ସାହି,୨୨ା୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ଦେଉଳିଆ ପଞ୍ଚାୟତ ଅଗାଶୋଳ ଗ୍ରାମର ୪ ଜଣ ଚାଷୀଙ୍କ ଧାନ କଳେଇକୁ ଦନ୍ତାହାତୀ ଖାଇବା ସହ ନଷ୍ଟ...

ମେଡିକାଲ କର୍ମଚାରୀ ପଦବୀ ପୂରଣ ହେଉନି

ବାରିପଦା ଅଫିସ,୧୦।୮- ଓଡ଼ିିଶା ମେଡିକାଲ କର୍ମଚାରୀ ସଂଘ ମୟୂରଭଞ୍ଜ ଜିଲା ଶାଖାର ଏକ ସାଧାରଣ ବୈଠକ ସଂଘର ଉପସଭାପତି ଶ୍ୟାମସୁନ୍ଦର ଦେଓଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି।...

ସରିଲା ଉଦଳା ମହୋତ୍ସବ ଧୁମୁସା

ଉଦଳା,୨ା୧୨(ଡି.ଏନ୍‌.ଏ.)- ଉପଖଣ୍ଡସ୍ତରୀୟ ଉଦଳା ମହୋସତ୍ବ ଧୁମୁସା – ୨୦୧୯ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଢେଙ୍କାନାଳ ଜିଲାପାଳ ଭୂମେଶ...

ଗୋଟିଏ ଦିନରେ ୪ ବଳାତ୍କାର ମାମଲା ରୁଜୁ

ବାରିପଦା ଅଫିସ/ରାଇରଙ୍ଗପୁର,୧ା୧୧(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାର ବିଭିନ୍ନ ଥାନାରେ ଗୋଟିଏ ଦିନରେ ୪ଟି ବଳାତ୍କାର ମାମଲା ରୁଜୁ ହୋଇଛି। ବୁଧବାର ଠାକୁରମୁଣ୍ଡା, କରଞ୍ଜିଆ, ଗୋରୁମହଷାଣି ଓ ଝାରପୋଖରିଆ ଥାନାରେ...

ଅସ୍ଥାୟୀ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ

ସାରସକଣା,୫।୧୧(ଡି.ଏନ.ଏ.): ୪ବର୍ଷ ହେଲା ଗ୍ରାମରେ ସ୍ଥାୟୀ ଅଙ୍ଗନଓ୍ବାଡି କେନ୍ଦ୍ର ନାହିଁ। ଏକ କ୍ଲବ ଗୃହକୁ ଅସ୍ଥାୟୀ ଅଙ୍ଗନଓ୍ବାଡି ରୂପେ ବ୍ୟବହାର କରି ପିଲାଙ୍କୁ ପଢ଼ାଯାଉଛି। ନୂତନ...

ବଳାତ୍କାର ପୀଡିତା ଅଧ୍ୟାପିକାଙ୍କ ମୃତ୍ୟୁଦେହ ଉଦ୍ଧାର ମାମଲା: ଘଟଣାସ୍ଥଳରେ ଏସ୍‌ପିଙ୍କ ତଦନ୍ତ

ରାଇରଙ୍ଗପୁର,୩ା୧୨(ଡି.ଏନ୍‌.ଏ.): ରାଇରଙ୍ଗପୁର ଅଞ୍ଚଳସ୍ଥିତ ଏକ କଲେଜର ଜଣେ ଅଧ୍ୟାପିକା ବଳାତ୍କାରର ଶିକାର ହୋଇ ପୋଲିସଠାରୁ ନ୍ୟାୟ ନ ପାଇ ଆତ୍ମହତ୍ୟା କରିବା ଘଟଣା ଆଲୋଡନ ସୃଷ୍ଟି...

Advertisement
Archives

Model This Week