ସାଧାରଣତନ୍ତ୍ର ଦିବସ ପାଇଁ ଫୁଲ୍‌ ଡ୍ରେସ୍‌ ରିହର୍ସାଲ

ନୂଆଦିଲ୍ଲୀ,୨୩।୧:ରାଜଧାନୀ ଦିଲ୍ଲୀର ରାଜପଥରେ ସାଧାରଣତନ୍ତ୍ର ଦିବସ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଗୁରୁବାର ଏଠାରେ ଫୁଲ୍‌ ଡ୍ରେସ୍‌ ରିହର୍ସାଲ କରାଯାଇଛି। ଏଥିପାଇଁ ଦିଲ୍ଲୀର କେତେଗୁଡିଏ ରାସ୍ତାକୁ ଯାତାୟତ ପାଇଁ ବନ୍ଦ କରି ଦିଆଯାଇଛି। ଟ୍ରାଫିକ ପୋଲିସ ପକ୍ଷରୁ ଯେଉଁସବୁ ରାସ୍ତା ବନ୍ଦ କରାଯିବ ତା’ର ଏକ ତାଲିକା ପୂର୍ବରୁ ଜାରି କରି ଦେଇଥିବା ସୂଚନା ମିଳିଛି। ଏହି ରିହର୍ସାଲକୁ ନଜରରେ ରଖି ଦିଲ୍ଲୀ ସୀମାରେ ସୁରକ୍ଷାକୁ କଡାକଡି କରାଯାଇଛି। ଏହାସହ ଦିଲ୍ଲୀର ସ୍ଥାନେ ସ୍ଥାନେ ପୋଲିସ ମଧ୍ୟ ମୂତୟନ କରାଯାଇଛି। ସୂଚନାଯୋଗ୍ୟ, ସାଧାରଣତନ୍ତ୍ର ଦିବସକୁ ଟାର୍ଗେଟ କରି ଆତଙ୍କବାଦୀ ଆକ୍ରମଣ ଯୋଜନା କରାଯାଉଥିବା ଆଗରୁ ଖବର ମିଳିଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ ବଢାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପରାଧିଙ୍କ ସହ ପ୍ରଥମ ରାତି କାଟିଲେ ଅଭିନେତ୍ରୀ

କୋଟା,୧୭।୧୨: ବଲିଉଡ୍‌ ଅଭିନେତ୍ରୀ ପାୟଲ ରୋହତଗି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କୁ ନେଇ ବିବାଦୀୟ ଟିପ୍ପଣି ଦେଇଥିବା ମହଙ୍ଗା ପଡିଛି। ଏହି ମାମଲାରେ ତାଙ୍କୁ...

ପଗଡ଼ି ଦ୍ୱାରା ଆହତ ସୈନ୍ୟଙ୍କ ଜୀବନ ବଞ୍ଚାଇଲେ ଶିଖ୍‌ ଯବାନ

ରାୟପୁର, ୬ା୪- ମାଓବାଦୀଙ୍କ ଆକ୍ରମଣରେ ଆହତ ହୋଇଥିବା ସୈନ୍ୟଙ୍କ ଜୀବନ ବଞ୍ଚାଇଛନ୍ତି ଶିଖ୍‌ ଯବାନ। ଆହତ ସୈନ୍ୟଙ୍କ ରକ୍ତ ରୋକିବା ପାଇଁ ଶିଖ ଯବାନ ପଗଡ଼ି...

ସ୍କୁଲରେ ୧୦ ମିନିଟ୍‌ ବିଳମ୍ବରେ ପହଞ୍ଚିବାରୁ ନିସ୍ତୁକ ପିଟିଲେ ଶିକ୍ଷକ: ଭିଡ଼ିଓ ଭାଇରାଲ

ଡୋଡା,୨୦।୬: ଜମ୍ମୁ-କଶ୍ମୀର ଡୋଡା ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଥିବା ଗୁଜର ବଖେରଓ୍ବାଲ ବାଳକ ଛାତ୍ରାବାସର ଛାତ୍ରମାନେ ୧୦ ମିନିଟ୍‌ ବିଳମ୍ବରେ ସ୍କୁଲରେ...

୪୫ ବର୍ଷ ତଳେ ପରମାଣୁ ଶକ୍ତି ସମ୍ପନ୍ନ ରାଷ୍ଟ୍ର ହୋଇଥିଲା ଭାରତ

ନୂଆଦିଲ୍ଲୀ,୧୮ା୫: ଭାରତ ୪୫ ବର୍ଷ ତଳେ ପରମାଣୁ ଶକ୍ତି ସମ୍ପନ୍ନ ରାଷ୍ଟ୍ରର ମାନ୍ୟତା ଳାଭ କରିଥିଲା। ୧୯୭୪ ମେ ୧୮ରେ ରାଜସ୍ଥାନ ପୋଖରାନରେ ଏନେଇ ସଫଳ...

ଦୈନିକ ସଂକ୍ରମଣ ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୮।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୫।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି।...

ବାତ୍ୟା ଅମ୍ଫନ୍‌‌ ନେଲା ୨ ଜୀବନ

କୋଲକାତା,୨୦।୫: ପଶ୍ଚିମ ବଙ୍ଗର କିଛି ସ୍ଥାନରେ ମହାବାତ୍ୟା ଅମ୍ଫନ୍‌ ତାଣ୍ଡବ ରଚାଇଛି। ସ୍ଥଳଭାଗ ମୁହାଁ ହେଉଥିବା ଅମ୍ଫନ୍‌ ଯୋଗୁ ମଙ୍ଗଳବାରଠାରୁ ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା ହେଉଛି।...

କରୋନା ସହ ଲଢିବାକୁ ବାର୍ତ୍ତା ଦେଉଛି ଶିଶୁ

କୋଲକାତା,୧୩।୪: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଡରାଇ ଦେଇଛି। ଆମେରିକା ଭଳି ବିକାଶଶୀଳ ଦେଶ ଏବେ କରୋନା କବଳରେ ପଡି ଛଟପଟ ହେଉଥିବା ବେଳେ...

Advertisement
Archives

Model This Week