Posted inଜାତୀୟ

ସାଧାରଣ ଜାଳେଣି ବ୍ୟବହାର ବନ୍ଦ ହେଲେ ୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ବଞ୍ଚିବ: ଆଇଆଇଟି ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୨୦।୪: ଭାରତରେ ରୋଷେଇ ପାଇଁ ବ୍ୟବହୃତ ହେଉଥିବା ସାଧାରଣ ଜାଳେଣି ବନ୍ଦ କରାଗଲେ ବର୍ଷରେ ୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ବଞ୍ଚିପାରିବ। ଜାଳେଣି କାଠ, କୋଇଲା, ଗୋବର ଏବଂ କିରୋସିନ ବ୍ୟବହାର ଦ୍ୱାରା ବାୟୁ ପ୍ରଦୂଷଣ ଯୋଗୁ ପ୍ରତିବର୍ଷ ପ୍ରାୟ ୧୫ ଲକ୍ଷରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥାଏ। ମାତ୍ର ଏସବୁର ବ୍ୟବହାର ବନ୍ଦ ହେଲେ ପ୍ରାୟ ୨.୦୭ ଲକ୍ଷ ଲୋକଙ୍କର ଜୀବନ ସୁରକ୍ଷିତ ରହିପାରିବ ବୋଲି ଦିଲ୍ଲୀ ଆଇଆଇଟି ଦ୍ୱାରା ହୋଇଥିବା ଏକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ସାଧାରଣ ଜାଳେଣ ଦ୍ୱାରା ଫୁସ୍‌ଫୁସ୍‌ ସଂକ୍ରମଣ ହେବା ଯୋଗୁ ବିଭିନ୍ନ ପ୍ରକାର ଶ୍ୱାସ ଜନିତ ସମସ୍ୟା ଦେଖାଦେଇଥାଏ ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗୀଙ୍କୁ ଭେଟିବା ପରେ ଶିବପାଲଙ୍କୁ ନେଇ ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୩୧।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ସରିଥିଲେ ମଧ୍ୟ ରାଜନୈତିକ ଚର୍ଚ୍ଚା ଥମିବାର ନାଁ ଧରୁନି। ନିର୍ବାଚନ ପୂର୍ବରୁ ଏସପି ନେତା ଅଖିଳେଶ ଯାଦବ ଏବଂ ତାଙ୍କ...

ଆନ୍ଦୋଳନକୁ ଓହ୍ଲାଇଲେ ହିନ୍ଦୁରାଓ ହସ୍ପିଟାଲର ଡାକ୍ତର: ଓପିଡି ସେବା ବ୍ୟାହତ

ନୁଆଦିଲ୍ଲୀ,୧।୭: ରାଜଧାନୀ ଦିଲ୍ଲୀରେ ଥିବା ବାଡା ହିନ୍ଦୁରାଓ ହସ୍ପିଟାଲର ରେସିଡେନ୍ସ ଡାକ୍ତର ଆସୋସିଏସନ୍‌ର ସମସ୍ତ ଡାକ୍ତର ସୋମବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଫଳରେ ପୂରା ଦିନ ହସ୍ପିଟାଲର...

ସଂକ୍ରମଣ କମୁଛି, ମୃତ୍ୟୁ ସଂଖ୍ୟା ବଢୁଛି…

ନୂଆଦିଲ୍ଲୀ,୧୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଯୋଗୁ ଦେଶରେ...

୧୫ ବିଦ୍ରୋହୀ ବିଧାୟକଙ୍କୁ ଓ୍ବାଇ ପ୍ଲସ୍‌ ସୁରକ୍ଷା

ନୂଆଦିଲ୍ଲୀ,୨୬।୬: ବିଦ୍ରୋହୀ ଶିବସେନା ନେତା ଏକନାଥ ସିନ୍ଧେଙ୍କ କ୍ୟାମ୍ପ୍‌ର କେତେଜଣ ବିଧାୟକଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା ପରେ କେନ୍ଦ୍ର ସରକାର ୧୫ ବିଦ୍ରୋହୀ ବିଧାୟକଙ୍କୁ ଓ୍ବାଇ ପ୍ଲସ୍‌...

ପଦାରେ ପଡୁଛି ଚାଇନାର ଚାଲାକି

ନୂଆଦିଲ୍ଲୀ,୨୪ ।୧: ଚାଇନା ତା’ର ଚତୁରତା ପାଇଁ ସାରା ବିଶ୍ୱରେ ବେଶ୍ ପରିଚିତ । ଗୋଟିଏ ପଟେ ଭାରତର ସହୃଦୟ ଦେଖି ଚାଇନା ନିଜ ପଡୋଶୀ...

ଭୋଟରଙ୍କୁ ସମ୍ମାନ ଦିଅ: ଭଗଓ୍ବନ୍ତ

ଚଣ୍ଡିଗଡ,୧୨।୩: ପଞ୍ଜାବରେ ଆମ ଆଦାମୀ ପାର୍ଟି (ଏଏପି) ବିପୁଳ ପରିମାଣରେ ବିଜୟ ହୋଇଛି। ଭଗଓ୍ବନ୍ତ ମାନ ପଞ୍ଜାବର ଆଗାମୀ ମୁଖ୍ୟମନ୍ତ୍ରୀ ଭାବେ ଚୟନ ହୋଇଛନ୍ତି। ସେ...

ଚନ୍ଦ୍ରାୟନ-୨: ଉତ୍‌କ୍ଷେପଣ ୪ ଦିନ ମଧ୍ୟରେ ନ ହେଲେ ୩ ମାସ ପରେ ହେବ

ଶ୍ରୀହରିକୋଟା,୧୫।୭: ଚନ୍ଦ୍ରାୟନ-୨ର ଉତ୍‌କ୍ଷେପଣ ଶେଷ ମୁହୂର୍ତ୍ତରେ ଅଟକି ଯାଇଛି। ଆଗାମୀ ୪ ଦିନ ମଧ୍ୟରେ ଏହାର ଉତ୍‌ କ୍ଷେପଣ କରା ନ ଗଲେ ଏହି କାର୍ଯ୍ୟକ୍ରମ...

ଲାଞ୍ଚ ନ ଦେବାରୁ ଷ୍ଟ୍ରେଚର ଠେଲିଲେ କୋମଳମତି ଶିଶୁ

ଦେଓରିଆ,୨୦।୭: କେନ୍ଦ୍ର ଓ ରାଜ୍ୟ ସରକାର ଗରିବ ଲୋକଙ୍କ ପାଇଁ ଭଲ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଉଛନ୍ତି ବୋଲି ଡିଣ୍ଡିମ ପିଟୁଛନ୍ତି। ହେଲେ ସେସବୁ ଯୋଜନା...

Advertisement
Archives

Model This Week