Posted inଜାତୀୟ

ସାଧାରଣ ନିର୍ବାଚନ ୨୦୧୯ ବୁଥ ବାହୁଡା ମତ: କେନ୍ଦ୍ରରେ ପୁଣି ଫୁଟିପାରେ ପଦ୍ମ

ନୂଆଦିଲ୍ଲୀ, ୧୯।୫: ସରିଛି ୭ମ ତଥା ଅନ୍ତିମ ପର୍ଯ୍ୟାୟ ନିିର୍ବାଚନ। ସବୁଥର ପରି ଏଥର ମଧ୍ୟ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ଏକଜିଟ୍‌ ପୋଲ କରାଯାଇଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ସର୍ଭେରେ ଭାଜପା ପୁଣି ଥରେ ସରକାର ଗଢିପାରେ ବୋଲି ବୁଥ ବାହୁଡା ମତରୁ ଜଣାପଡିଛି। ପାଖାପାଖି ସବୁ ଏକଜିଟ ପୋଲରେ ପୁଣି ଥରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ ଏନଡିଏ କେନ୍ଦ୍ରରେ ସରକାର ଗଠନ କରିବା ନେଇ ଅନୁମାନ କରାଯାଉଛି। ବିରୋଧୀ ଦଳଗୁଡିକ ପକ୍ଷରୁ ଅନେକ ଆରୋପ ଲଗାଯାଇଥିଲେ ମଧ୍ୟ ଲୋକମାନେ ପୁଣି ଥରେ ବିଜେପି ନେତୃତ୍ୱାଧୀନ ଏନଡିଏ ସରକାର ଉପରେ ଭରସା କରିଛନ୍ତି। ଜାଣନ୍ତୁ କ’ଣ କହୁଛି ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ସର୍ଭେ।
ସଂସ୍ଥାର ନାମ                              ଭାଜପା+              କଂଗ୍ରେସ+        ଅନ୍ୟ
ରିପବ୍ଲିକ ଏବଂ ସି ଭୋଟର               ୨୮୭                  ୧୨୮            ୧୨୭
ଟାଇମସ ନାଓ ଏବଂ ଭିଏମଆର୍‌        ୩୦୬                  ୧୩୨            ୧୦୪
ଜନ କି ବାତ୍‌                                ୩୦୫                  ୧୨୪            ୧୧୩
ଚାଣକ୍ୟ                                      ୩୪୦                  ୭୦              ୧୩୩
ଆଜତକ୍‌ ଆକ୍ସିସ୍‌ ଇଣ୍ଡିଆ                 ୧୭୫-୧୮୮         ୭୩-୯୬        ୩୭-୫୨


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ତ୍ରୁଟି; ‘ଅ’ ‘ଆ’ ବଦଳରେ ‘ଚ’ ରୁ ଆରମ୍ଭ ବର୍ଣ୍ଣମାଳା, ସରକାର କହିଲେ…

ଭୁବନେଶ୍ବର,୫।୮: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ତ୍ରୁଟି ସାମ୍ନାକୁ ଆସିଛି । ସଂଶୋଧନ ପରେ ତ୍ରୁଟିକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଅ ଆ…

‘ମୁଁ ଏମକେ ଷ୍ଟାଲିନଙ୍କ ପୁଅ…,’କାହିଁକି ଏମିତି କହିଲେ ଉଦୟନିଧି? ଏବେ ବିଜୟଙ୍କୁ କଲେଣି ଟାର୍ଗେଟ

ଚେନ୍ନାଇ,୫।୮: ଅଭିନେତ୍ରୀ ତ୍ରିଶାଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହେବାର କିଛି ଘଣ୍ଟା ପରେ ଉଦୟନିଧି ଷ୍ଟାଲିନଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଥିଲା। ମୁକ୍ତି ପରେ…

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri