Posted inଜାତୀୟ

ସାଧାରଣ ବଜେଟରେ ଧନୀଙ୍କ ଉପରେ ଟ୍ୟାକ୍ସ ବୋଝ: ୨ରୁ୫ କୋଟି ଆୟ ଉପରେ ଅତିରିକ୍ତ ୩ ପ୍ରତିଶତ ଟ୍ୟାକ୍ସ

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବଜେଟରେ ଧନୀଙ୍କ ଉପରେ ଅତିରିକ୍ତ ଟ୍ୟାକ୍ସ ବୋଝ ଲଗାଇଛନ୍ତି ସରକାର। ୨ରୁ୫ କୋଟି ଆୟ ଉପରେ ଅତିରିକ୍ତ ୩ ପ୍ରତିଶତ ଟ୍ୟାକ୍ସ ଦେବାକୁ ପଡିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି।

ବଜେଟ୍‌ ମୁଖ୍ୟାଂଶ

-ଘର ବିକ୍ରି କରି ଷ୍ଟାର୍ଟଅପରେ ନିବେଶ କଲେ କର ଛାଡ଼

-୪୫ ଲକ୍ଷର ଘର କିଣିଲେ ୧.୫ ଲକ୍ଷ ଛାଡ଼

-ବଢ଼ିବ ପେଟ୍ରୋଲ-ଡିଜେଲ ମୂଲ୍ୟ

-ପେଟ୍ରୋଲ-ଡିଜେଲ ଉପରେ ୧ ଟଙ୍କାର ଅତିରିକ୍ତ ଚାର୍ଜ

-୫ କୋଟିରୁ ଅଧିକ ଆୟ ଉପରେ ୭% ଅତିରିକ୍ତ ସରଚାର୍ଜ

-୨ରୁ୫ କୋଟି ଆୟ ଉପରେ ଅତିରିକ୍ତ ୩% ଟ୍ୟାକ୍ସ

-ବାର୍ଷିକ ୧କୋଟିରୁ ଅଧିକ ନଗଦ ଉଠାଣ ଉପରେ ୨% ଟ୍ୟାକ୍ସ

-ଇ-ବାହନ ଉପରେ ଜିଏସ୍ଟି ୧୨ରୁ୫%କୁ କମିବ

-୧,୨,୫,୧୦ ଓ ୨୦ ଟଙ୍କାର ନୂଆ କଏନ ଆସିବ

-ଭିତ୍ତିଭୂମି ବିକାଶ ପାଇଁ ୧୦୦ କୋଟିର ନିବେଶ

-ସମସ୍ତଙ୍କ ଯାଏ ପହଞ୍ଚିବ ବ୍ୟାଙ୍କିଂ ସୁବିଧା


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୫ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ପୁଣି ମହଙ୍ଗା ହେଲା ଚିନି ଦର, ଜାଣନ୍ତୁ ଏବେ କେତେ ରେଟ୍‌

ନୂଆଦିଲ୍ଲୀ, ୨୬।୮: ପର୍ବପର୍ବାଣୀ ଯେତିକି ପାଖେଇ ଆସୁଛି, ଚିନି ଦର ସେତିକି କମିବା ବଦଳରେ ବଢ଼ିବାରେ ଲାଗିଛି। ଚିନି ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ ଚିନ୍ତା…

TMCରେ ବଡ଼ ହଲଚଲ: ୨୦ ଜଣ ବିଦ୍ରୋହୀ ସାଂସଦଙ୍କ ଅଡୁଆ ବଢ଼ିଲା! ୭ ଦିନରେ…

କୋଲକାତା,୨୬।୮: ବିଦ୍ରୋହୀ ସାଂସଦମାନଙ୍କ ଜବାବ ମିଳିବା ପରେ ଲୋକସଭା ବାଚସ୍ପତିଙ୍କୁ ଏକ ବଡ଼ ନିଷ୍ପତ୍ତି ନେବାକୁ ପଡ଼ିବ। ବିଦ୍ରୋହୀ ସାଂସଦମାନେ NCPIରେ ଯୋଗଦେବା ନିଷ୍ପତ୍ତିକୁ ସମ୍ବିଧାନର ଦଶମ…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri