Posted inଜାତୀୟ

ସାଧାରଣ ଲୋକଙ୍କ କଣ୍ଠରୋଧ କରୁଛନ୍ତି ଭାଜପା ସରକାର: ପ୍ରିୟଙ୍କା

ଲକ୍ଷ୍ନୌ,୨୮।୧୨: ଭାଜପା ସରକାର ସାଧାରଣ ଲୋକଙ୍କ କଣ୍ଠରୋଧ କରୁଛନ୍ତି ବୋଲି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଅଭିଯୋଗ କରିଛନ୍ତି। ସେ ଲକ୍ଷ୍ନୌଠାରେ ରାଲିରେ ଯୋଗଦେଇ ଏପରି କହିଛନ୍ତି। ଭାଜପା ସରକାର ସମ୍ବିଧାନ ଉପରେ ଆକ୍ରମଣ ଜାରି ରଖିଛନ୍ତି। କଂଗ୍ରେସ ଲୋକଙ୍କ ମଧ୍ୟରେ ଅହିଂସା ଚିନ୍ତାଧାରା ଜାଗ୍ରତ କରୁଥିବାବେଳେ ଭାଜପା ସରକାର ଏହାର ବିପରୀତ କାର୍ଯ୍ୟ କରୁଥିବା ପ୍ରିୟଙ୍କା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ସ୍ବାମୀଙ୍କୁ ଦେଖି ଭାବୁକ ହେଲେ ନବନୀତ

ମୁମ୍ବାଇ,୫।୫: ହନୁମାନ ଚାଳିଶା ବିବାଦକୁ ନେଇ ଗିରଫ ହୋଇଥିବା ଅମରାବତୀର ନିର୍ଦ୍ଦଳୀୟ ଏମ୍‌ପି ନବନୀତ ରାଣା ଓ ବିଧାୟକ ସ୍ବାମୀ ଦୀର୍ଘ ୧୨ ଦିନ ପରେ...

ପାଖେଇ ଆସୁଛି ସମୟ: ଖୁବ୍‌ଶୀଘ୍ର ମୋଦି ସରକାରଙ୍କୁ ରାମ ମନ୍ଦିର ଟ୍ରଷ୍ଟର ଘୋଷଣା କରିବାକୁ ପଡିବ

ନୂଆଦିଲ୍ଲୀ,୪।୨: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣକୁ ନେଇ ପ୍ରାୟ ୩ ମାସ ହେବ ସୁପ୍ରିମକୋର୍ଟ ରାୟ ଦେଇ ସାରିଛନ୍ତି। ହେଲେ ଏପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି(ଭାଜପା)ର...

ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର...

ମୁଁ ବିଶ୍ୱର ସବୁଠୁ ଭଲ ଆତଙ୍କବାଦୀ: କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୧୮।୨: ଆମ ଆଦମୀ ପାର୍ଟି(ଏଏପି) ସୁପ୍ରିମୋ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ କୁମାର ବିଶ୍ୱାସଙ୍କ ଅଭିଯୋଗ ଉପରେ ମୁହଁ ଖୋଲିଛନ୍ତି। ଏକ ସାକ୍ଷାତକାରରେ ସେ...

ଥରିଲା ଆଣ୍ଡାମାନ

ପୋର୍ଟ ବ୍ଲେୟାର,୨୧।୬: ଆଣ୍ଡାମାନ ନିକୋବର ଦ୍ୱୀପରେ ମଙ୍ଗଳବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ ରହିଛି। ଏହାର କେନ୍ଦ୍ରସ୍ଥଳ ପୋର୍ଟ...

କରୋନା ସଂକ୍ରମଣକୁ ରୋକିବାକୁ ଉଦ୍ଧବଙ୍କ ନୂଆ କ୍ୟାମ୍ପେନ

ମୁମ୍ବାଇ,୧୩ ।୯: କରୋନା ସଂକ୍ରମଣ ଯୋଗୁ ଅସ୍ତବ୍ୟସ୍ତ ହୋଇ ପଡିଲାଣି ମହାରାଷ୍ଟ୍ର । ରାଜ୍ୟରେ ବଢି ଚାଲିଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏବେ...

ମା’ଙ୍କ ବିକଳ କାନ୍ଦରେ ବ୍ରେନ୍‌ ଡେଡ୍‌ ପୁଅ ଆଖିରୁ ବୋହିଲା ଲୁହ

ହାଇଦ୍ରାବାଦ୍‌,୧୦।୭: ମା’ ଏବଂ ସନ୍ତାନ ସମ୍ପର୍କ ଅତି ନିବିଡ଼। ମା’ ସନ୍ତାନ ପାଇଁ ଜୀବନକୁ ବାଜି ଲଗାଇ ପାରେ। ମା’ର ସ୍ନେହ ଡାକରେ ରହିଛି ଚମତ୍କାର।...

କେବଳ ମଣିଷ ନୁହେଁ ବନ୍ୟଜୀବଙ୍କ ଉପରେ ପଡୁଛି ଗ୍ରୀଷ୍ମର ପ୍ରଭାବ: ମଧ୍ୟ ପ୍ରଦେଶ ଜଙ୍ଗଲରେ ୧୫ ମାଙ୍କଡ ମୃତ

ଦଓ୍ବୋସ,୮।୬: ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଉତ୍କଟ ଜଳ ସମାସ୍ୟା ୧୮ ମାଙ୍କଡଙ୍କ ଜୀବନ ନେଇଛି। ମଧ୍ୟପ୍ରଦେଶ ଦଓ୍ବୋସର ବଗଲି ବନଖଣ୍ଡରେ ଥିବା ଯୋଶୀ ବାବା...

Advertisement
Archives

Model This Week