ସାନଖେମୁଣ୍ଡିରେ ଶାନ୍ତିଶୃଙ୍ଖଳା ସହ ମତଦାନ

ଦିଗପହଣ୍ଡି,୧୮।୪(ଡି.ଏନ.ଏ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀ ଅଧିନ ଗୌତମୀ ଗଁ।ର ମତଦାନ କେନ୍ଦ୍ର-୨୪୩ରେ ଗୁରୁବାର ସକାଳୁ ମତଦାନ ଆରମ୍ଭ ହୋଇଛି। ସମୁଦାୟ ୮୬୩ ଭୋଟରମାନେ ଲମ୍ବାଧାଡ଼ିରେ ଠିଆ ହୋଇ ବହୁ ଉତ୍ସାହର ସହ ନିଜ ପ୍ରତିନିଧିଙ୍କୁ ବାଛିଛନ୍ତି। ଏଥିରେ ମହିଳା ଭୋଟର ୪୦୮ ଥିବା ବେଳେ ପୁରୁଷ ଭୋଟର ୪୫୫ ଥିବା ଜଣାପଡ଼ିଛି। ବୁଥଗୁଡ଼ିକରେ କୌଣସି ଅପ୍ରିତିକର ପରିସ୍ଥିତି ନ ଉପୁଜିବା ପାଇଁ ପୋଲିସ ଫୋର୍ସ ମୁତୟନ କରାଯାଇଥିବା ବେଳେ ଏବେ ପର୍ଯ୍ୟନ୍ତ ମତଦାନ କେନ୍ଦ୍ରରେ ଶାନ୍ତି ଶୃଙ୍ଖଳାରେ ଭୋଟ ଗ୍ରହଣ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ନ କରିବାରୁ ପ୍ରେମିକାଙ୍କୁ ସ୍ପିରିଟ ଢାଳି ନିଆଁ ଲଗାଇ ଦେଇଥିଲେ ପ୍ରେମିକ, ଘଟଣାରେ ପ୍ରେମିକଙ୍କୁ ହେଲା ଆଜୀବନ ଜେଲ ଦଣ୍ଡ

ଛତ୍ରପୁର, ୧୭।୧ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଜଣେ ପ୍ରେମିକ ବିବାହ ନ କରିବାରୁ ପ୍ରେମିକାଙ୍କୁ ସ୍ପିରିଟ ଢାଳି ନିଆଁ ଲଗାଇ...

ବିଜେଡି ନେତା, ଠିକାଦାର, ବାଲି ବ୍ୟବସାୟୀଙ୍କ ଘରେ ଚଢ଼ାଉ: ଆଲମିରା ଭର୍ତ୍ତି ଟଙ୍କା ଦେଖି ଇଡି ତାଜୁବ

ବ୍ରହ୍ମପୁର,(ସୁବାସ ଚନ୍ଦ୍ର ପାଢ଼ୀ)/ଭୁବନେଶ୍ୱର,୧୭ା୧(ସତ୍ୟଜିତ ରାଉତ): ଗଞ୍ଜାମ ଜିଲାର ବିଜେଡି ନେତାଙ୍କ ସମେତ ବହୁ ଠିକାଦାର ଓ ବାଲି ବ୍ୟବସାୟୀଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ...

କଣ୍ଟେଇକୋଳି ନାଳରେ ସ୍ଲୁଇସ କମ୍‌ ୱିଅର୍‌ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ

ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ପନାଡ ଗ୍ରାମ ନିକଟସ୍ଥ କଣ୍ଟେଇକୋଳି ନାଳରେ ରାଜ୍ୟ ଜଳସମ୍ପଦ ବିଭାଗ ଅଧିନସ୍ଥ ବ୍ରହ୍ମପୁର...

ଦିବ୍ୟାଙ୍ଗ ପୁଅକୁ କାଠଫାଳିଆରେ ମାରୁଥିଲେ, ବାପା ବଞ୍ଚେଇବାକୁ ଯାଇ…

ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗାଁର ପ୍ରକାଶ ଗୌଡ଼(୬୫) ନାମକ ଜଣେ ବୃଦ୍ଧଙ୍କୁ ଗାଁର...

ଝିଅଙ୍କୁ ବଳାତ୍କାର ଅଭିଯୋଗରେ ଯାଇଥିଲେ ଜେଲ, ଜାମିନରେ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ; ପୁଣି ଥରେ ଅଭିଯୁକ୍ତ ସ୍ବାମୀ… 

ଦିଗପହଣ୍ଡି, ୧୬।୧(ଅଶେଷ ନାଥ ମିଶ୍ର): ୬ ମାସ ପୂର୍ବେ ବଡ଼ ଝିଅଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜେଲ ଯାଇଥିଲେ। ଜେଲରୁ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ।...

ଜାତୀୟ ପ୍ରତିଯୋଗିତାରେ ଭାଗନେବେ ଗଞ୍ଜାମ ଝିଅ:  ସାଉଣ୍ଟୁଛନ୍ତି ଗୋଟିଏ ପରେ ଗୋଟିଏ ସମ୍ମାନ

ଛତ୍ରପୁର,୧୬।୧(ଦିଲ୍ଲୀପ ସାମଲ): ଭୁବନେଶ୍ବରସ୍ଥିତ କିଟ୍‌ ବିଶ୍ବବିଦ୍ୟାଳୟ ପରିସରରେ ଅନୁଷ୍ଠିତ ୩୫ତମ ଓଡ଼ିଶା ମାଷ୍ଟର୍ସ ଦୌଡରେ ଗଞ୍ଜାମ ଜିଲା ଛତ୍ରପୁର ତହସିଲ କାର୍ଯ୍ୟାଳୟର ସୁପ୍ରକାଶ  ପ୍ରଧାନ କୃତିତ୍ୱ...

ବାଲ୍ୟ ବିବାହ ମୁକ୍ତ ଯୋଜନା: ୧୦୦ ଦିନ ଧରି ଦେଶରେ ଚାଲିବ ସଚେତନତା କାର୍ଯ୍ୟକ୍ରମ

ଭଞ୍ଜନଗର,୧୬।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସିଡ଼ିପିଓ କାର୍ଯ୍ୟାଳୟ ଏବଂ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ...

ଛତ୍ରପୁର, ଗଞ୍ଜାମ ବିକାଶ ପାଇଁ ଧର୍ମେନ୍ଦ୍ରଙ୍କୁ ଭେଟିଲେ ବିଧାୟକ: ୨ ଏକ୍ସପ୍ରେସ ରହଣି, କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଦାବି

ଗଞ୍ଜାମ / ଛତ୍ରପୁର,୧୬।୧(ଅନାଥ ତରାଇ/ ଦିଲ୍ଲୀପ ସାମଲ ): ଛତ୍ରପୁର ନିର୍ବାଚନମଣ୍ଡଳୀର ବିକାଶ ଓ ଜନସାଧାରଣଙ୍କ ଦୀର୍ଘଦିନର ଦାବିକୁ ପୂରଣ କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri