ଯୋଡ଼ା,୭।୧୨(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ଶାସ୍ତ୍ରୀନଗରର ଏକ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ।
ପୋଲିସ ସୂତ୍ରରୁ ପ୍ରକାଶ, ଶନିବାର ଅପରାହ୍ନରେ ଶାସ୍ତ୍ରୀନଗରଠାରେ ରହୁଥିବା ଦୀପକ ସୂତାର(୨୨) ଆତ୍ମହତ୍ୟା କରୁଥିବା ବେଳେ ଝରକା ବାଟେ ତାଙ୍କ ବଡ଼ଭାଇ ଦେଖି ପାରିଥିଲେ ା ତେବେ ତୁରନ୍ତ ଆସି କବାଟ ଭାଙ୍ଗି ଦୀପକଙ୍କୁ ଉଦ୍ଧାର କରାଯିବା ପାଇଁ ଚେଷ୍ଟା କରିଥିଲେ ମଧ୍ୟ ତାଙ୍କର ମୃତ୍ୟୁ ଘଟି ସାରିଥିଲା। ଏକ ଓଢ଼ଣୀ ବେକରେ ବାନ୍ଧି ସେ ଆତ୍ମହତ୍ୟା କରିଥିବା ସବ୍ଇନ୍ସପେକ୍ଟର ସୁସ୍ମିତା ହୋରୋ କହିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନା ପଠାଇବା ସହ କେସ୍ ନଂ ୩୦/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ତେବେ ଏପର୍ଯ୍ୟନ୍ତ ଆତ୍ମହତ୍ୟାର କାରଣ ଜଣାପଡ଼ିନାହିଁ।
Posted inHome, Home Left, ଆମ ଜିଲା ଖବର, କେନ୍ଦୁଝର View All
PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…
ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…
BJP ଅଫିସ୍ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍ର କିଙ୍ଗ କୋବ୍ରା, ତା’ପରେ…
ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…
ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର
ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…
ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ
ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…
ଏସିଆ କପ୍ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର
ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…
ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର
ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…
ମାରୁତି ସୁଜୁକି ନୂଆ ବାଲେନୋର ବଜାର ପ୍ରବେଶ
ଭୁବନେଶ୍ୱର,୯ା୯: ମାରୁତି ସୁଜୁକି ଇଣ୍ଡିଆ ପ୍ରସ୍ତୁତ ବାଲେନୋର ନୂତନ ଭର୍ସନ ମଙ୍ଗଳବାର ରାଜଭବନ ନିକଟସ୍ଥ ନେକ୍ସା(ନାରାୟଣୀ ମୋଟର୍ସ) ଏବଂ ହଂସପାଳ ଶୋ’ରୁମ୍ରେ ଉନ୍ମୋଚନ କରାଯାଇଛି। ଏହି ନୂତନ…
ଓମ୍ଫେଡ୍ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ
ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍ଫେଡ୍ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…
Archives

