ପଦ୍ମପୁର, ୨୮।୩(ଡି.ଏନ.ଏ.)-ଭଦ୍ରକ ଜିଲା ନାୟକାଣୀଡିହି ଥାନା ଅଞ୍ଚଳରେ ଶନିବାର ଭୋର ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଡ଼ ଭାଇ ବାହାରକୁ ଆସିବା ବେଳେ ତାଙ୍କ ସାନଭାଇ ଧାରୁଆ ଅସ୍ତ୍ରରେ ତାଙ୍କୁ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ସମ୍ପୃକ୍ତ ବଡ଼ଭାଇ ମୃତ୍ୟୁବରଣ କରିଥିଲେ। ଖବରପାଇ ନାୟକାଣୀଡିହି ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଦ୍ରକ ମୁଖ୍ୟଚିକିତ୍ସାଳୟକୁ ପଠାଇଛି। ଏହାଛଡା ଧାରୁଆଅସ୍ତ୍ରକୁ ଜବତ କରିବା ସହ ଅଭିଯୁକ୍ତ ସାନଭାଇଙ୍କୁ ପଚରାଉଚରା ପାଇଁ ପୋଲିସ ଅଟକ ରଖିଛି।
ରିପୋର୍ଟ – କାଳିପଦ ରାୟ
Posted inଆମ ଜିଲା ଖବର, ଭଦ୍ରକ View All
କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ
କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…
ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ
ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…
ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ
ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…
ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ
ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…
କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…
କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍ ପଡ଼ିଆଠାରେ…
ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ
ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…
କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ
ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…
ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ
ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…
Archives

