ସାନିଟାଇଜର ମୂଲ୍ୟ ଉପରେ ସୀମା ଧାର୍ଯ୍ୟ

ନୂଆଦିଲ୍ଲୀ,୨୨-୩ : ହ୍ୟାଣ୍ଡ ସାନିଟାଇଜର ମୂଲ୍ୟ ଉପରେ ସରକାର କଟକଣା ଲଗାଇବା ସହ ସୀମା ଧାର୍ଯ୍ୟ କରିଛନ୍ତି। ଜୁନ ୩୦ ପର୍ଯ୍ୟନ୍ତ ଏହି ନିୟମ ବଳବତ୍ତର ରହିବ। ୨୦୦ ମିଲିଗ୍ରାମ ହ୍ୟାଣ୍ଡ ସାନିଟାଇଜର ବୋତଲର ସର୍ବାଧିକ ରିଟେଲ ମୂଲ୍ୟ ୧୦୦ ଟଙ୍କା ଧାର୍ଯ୍ୟ କରାଯାଇଛି। କରୋନା ପ୍ରଭାବରେ ସାନିଟାଇଜର ମୂଲ୍ୟ ବଢିବା ଆଶଙ୍କା କରି ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାବାଦ ୨ ପ୍ଲାଏ ସର୍ଜିକାଲ ମାସ୍କର ମୂଲ୍ୟକୁ ୮ ଟଙ୍କା ନିର୍ଦ୍ଧାରଣ କରାଯାଇଥିବା ବେଳେ ୩ ପ୍ଲାଏ ସର୍ଜିକାଲ ମାସ୍କର ମୂଲ୍ୟ ଜୁନ ୩୦ ଯାଏ ୧୦ ଟଙ୍କା ବିକ୍ରି ହେବ ବୋଲି ଖାଉଟି ବ୍ୟାପାର ମନ୍ତ୍ରୀ ରାମବିଳାସ ପାଶ୍ୱାନ ସୂଚନା ଦେଇଛନ୍ତି। ଲୋକଙ୍କ ପାଇଁ ଫେସ୍‌ ମାସ୍କ ଏବଂ ହ୍ୟାଣ୍ଡ ସାନିଟାଇଜରର ଉପଲବ୍ଧତା ବଢାଇବା ଲାଗି ସରକାର ପଦକ୍ଷେପ ନେଇଥିବା ପାଶ୍ୱାନ କହିଛନ୍ତି। କଳାବଜାରୀ ଏବଂ ମୂଲ୍ୟ ବୃଦ୍ଧିକୁ ଧ୍ୟାନରେ ରଖି ଚଳିତ ମାସ ସରକାର ସାନିଟାଇଜର ଏବଂ ମାସ୍କକୁ ଆବଶ୍ୟକ ସାମଗ୍ରୀ ବୋଲି ଘୋଷଣା କରିଥିଲେ। ଏହାବାଦ ହ୍ୟାଣ୍ଡ ସାନିଟାଇଜର ପ୍ରସ୍ତୁତିରେ ବ୍ୟବହୃତ ହେଉଥିବା ଆଲକହଲର ମୂଲ୍ୟକୁ ମାର୍ଚ୍ଚ ୧୯ରେ ସୀମା ନିର୍ଦ୍ଧାରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସଚ୍ଚି ସହେଲୀ’ର ମେରା ଗିଫ୍ଟ ଅଭିଯାନ

ନୂଆଦିଲ୍ଲୀ,,୧୫।୩: ଦେଶର ପ୍ରମୁଖ ଆର୍ୟୁବେଦିକ୍‌ କମ୍ପାନୀ ଦିବିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସାରା ଦେଶର ମହିଳାଙ୍କ ପାଇଁ ‘ମେରା...

ସତର୍କ କରାଇଲେ ପୂର୍ବତନ ସିଇଏ;ଆଇସିୟୁକୁ ଯାଉଛି ଅର୍ଥ ବ୍ୟବସ୍ଥା

କେମ୍ବ୍ରିଜ,୧୫-୧୨: ଭାରତ ଏବେ ମାନ୍ଦାବସ୍ଥା ସହ ଜୁଝୁଥିବା ବେଳେ ଦେଶର ଅର୍ଥ ବ୍ୟବସ୍ଥାକୁ ନେଇ ପୂର୍ବତନ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା (ସିଇଏ) ଅରବିନ୍ଦ ସୁବ୍ରମଣ୍ୟନ ସତର୍କ...

ସୁନା-ରୁପା ଶସ୍ତା

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ସୁନା ଏବଂ ରୁପା ଉପରେ ଉତ୍ପାଦ ଶୁଳ୍କ ହ୍ରାସ କରାଯାଇଛି। ପୂର୍ବରୁ ଏହା ୧୨.୫ ପ୍ରତିଶତ ଥିବାବେେଳେ ଏବେ ଏହା...

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୪୬.୧୮%

ଭୁବନେଶ୍ୱର,୧।୬(ବ୍ୟୁରୋ) : ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ମାର୍ଚ୍ଚରେ ୩୦୯ ପଏଣ୍ଟ ଥିଲା। ଏହା ଏପ୍ରିଲରେ ୩ ପଏଣ୍ଟ...

ଲଗାତର ୬ ଦିନ ପାଇଁ ବଢ଼ିଲା ପେଟ୍ରୋଲ

ଭୁବନେଶ୍ୱର,୨୬।୮: ପେଟ୍ରୋଲ ଦର ବୃଦ୍ଧିରେ ବିରତି ଲାଗି ପାରୁନାହିଁ। ଲଗାତର ତେଲ ଦର ବଢିବା ଫଳରେ ଏହା ଖାଉଟିଙ୍କ ଚିନ୍ତା ବଢାଉଛି। ୬ ଦିନ ହେବ...

ଦେବାଶୀଷ ଚାଟାର୍ଜୀ ମାଇଣ୍ଡଟ୍ରି ସିଇଓ, ଏମ୍‌ଡି

ନୂଆଦିଲ୍ଲୀ,୩-୮: ଆଇଟି କମ୍ପାନୀ ମାଇଣ୍ଡଟ୍ରି ଲିମିଟେଡ କଗ୍ନିଜାଣ୍ଟର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଦେବାଶୀଷ ଚାଟାର୍ଜୀଙ୍କୁ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଏବଂ ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ଭାବେ ନିଯୁକ୍ତ...

୩ ଦିନରେ ୪୬୫ ବିଲିୟନ ଡଲାର ହ୍ରାସ

ନୂଆଦିଲ୍ଲୀ,୧୫ା୩: ଅନ୍ତଃରାଷ୍ଟ୍ରୀୟ ଶେୟାର ବଜାର ଏବଂ ଅର୍ଥନୀତିରେ ଏକ ପ୍ରକାର ଆଶଙ୍କା ଦେଖାଦେଇଛି। ବିଶେଷକରି ଆମେରିକାରେ ସୃଷ୍ଟି ହୋଇଥିବା ବ୍ୟାଙ୍କିଙ୍ଗ ସଙ୍କଟ ବିଶ୍ୱ ଅର୍ଥନୀତିକୁ ବେଶ୍‌...

ତେଲ ଦର ବୃଦ୍ଧିରେ ବିରତି;୨୧ ଦିନ ଧରି ବଢି ଚାଲିଥିଲା

ନୂଆଦିଲ୍ଲୀ,୨୯।୬ : ଗତ ୨୧ ଦିନ ଧରି ତେଲ ଦର ବୃଦ୍ଧି ଖାଉଟିଙ୍କ ଚିନ୍ତାକୁ ବଢାଇଛି। କରୋନା ସଙ୍କଟରେ ଏଭଳି ଲଗାତର ଦର ବୃଦ୍ଧିକୁ ନେଇ...

Advertisement
Archives

Model This Week