ସାନିଟାଇଜର ସିଞ୍ଚନ ଆରମ୍ଭ କଲା ବୋରିଗୁମ୍ମା ପ୍ରଶାସନ

ବୋରିଗୁମ୍ମା,୪।୪(ଡି.ଏନ୍. ଏ.): କରୋନା ପାଇଁ ସାମାଜିକ ଦୂରତା ଓ ପରିମଳ ସ୍ୱଚ୍ଛତା ଗୁରୁତ୍ୱପୂର୍ଣ୍ଣ ଥିବାରୁ କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ସଦରରେ ସାନିଟାଇଜର ସିଞ୍ଚନ ଆରମ୍ଭ କରିଛି ପ୍ରଶାସନ। ବୋରିଗୁମ୍ମା ଅଞ୍ଚଳର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ବ୍ୟାଙ୍କ, ଦୈନିକ ବଜାର, ସ୍ଥାନୀୟ ଛକରେ ସାନିଟାଇଜର ସିଞ୍ଚନ କରାଯାଇଛି। ପ୍ରତିଦିନ ଅପରାହ୍ନରେ ଏକ ଘଣ୍ଟା ପାଇଁ ସିଞ୍ଚନ କାର୍ଯ୍ୟକ୍ରମ ଜାରି ରହିବ ବୋଲି ତହସିଲଦାର ସଞ୍ଜୀବ କୁମାର ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉବ୍ଦିଦ ବିଜ୍ଞାନ ସମ୍ମାନରେ ପ୍ରୀତିସୁଧା ଟପ୍ପର

ରୂପ୍‌ସା, ୧୩।୬(ଡି.ଏନ.ଏ.)-ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଉବ୍ଦିଦ ବିଜ୍ଞାନ ସମ୍ମାନରେ ଚଳିତବର୍ଷ ଛାତ୍ରୀ ପ୍ରୀତିସୁଧା ମହାପାତ୍ର ଟପ୍ପର ହେବାର ଗୌରବ ଅର୍ଜନ କରିଛନ୍ତି ା ବାଲେଶ୍ୱର ଜିଲା...

କାକଟପୁର, ଅସ୍ତରଙ୍ଗରେ ସ୍ବାଧୀନତା ଦିବସ

କାକଟପୁର,୧୫ା୮(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁର ଓ ଅସ୍ତରଙ୍ଗ ଅଞ୍ଚଳରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରବଳ ବର୍ଷା ସତ୍ତ୍ୱେ କାକଟପୁର ମିନିଷ୍ଟାଡ଼ିୟମ୍‌ଠାରେ କାକଟପୁର...

ନିରାଡ଼ମ୍ବରରେ ଶୀତଳଷଷ୍ଠୀ ଥାଳଉଠା ପର୍ବ ସମ୍ପନ୍ନ

ସମ୍ବଲପୁର,୨୭।୪(ବ୍ୟୁରୋ)-ପରମ୍ପରାନୁସାରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ପର୍ବ ରବିବାର ଗୋଧୂଳୀ ଲଗ୍ନରେ ସମ୍ପନ୍ନ ହୋଇଛି । ଶଙ୍ଖ, ଘଣ୍ଟ ଓ ପଣ୍ଡିତଙ୍କ ମନ୍ତ୍ର...

ଜମି ଦେବା ନାଁରେ ଠକେଇ : ଅଭିଯୁକ୍ତ କୋର୍ଟଚାଲାଣ

ବ୍ରହ୍ମପୁର ଅଫିସ,୧୬ା୫: ଜମି ଦେବାକୁ କହି ଠକେଇ କରିଥିବା ଅଭିଯୋଗରେ ସଦର ଥାନା ପୋଲିସ ବୁଧବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରିଥିଲା। ଅଭିଯୁକ୍ତ ଜଣଙ୍କ ଲୋଚପଡ଼ା...

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସାରସ୍ବତ ଆସର: ‘ସାହିତ୍ୟ ସମାଜର ଦର୍ପଣ’

ଢେଙ୍କାନାଳ ଅଫିସ, ୫।୮:  ଭାଷା ଭିତ୍ତିରେ ଗଠନ ହୋଇଥିଲା ଓଡ଼ିଶା ପ୍ରଦେଶ। ଏହାର ଉଦ୍ଦେଶ୍ୟ ଥିଲା ଓଡ଼ିଆ ଜାତି ଏବଂ ଓଡ଼ିଆ ଭାଷାକୁ ସ୍ବତନ୍ତ୍ର ମର୍ଯ୍ୟାଦା ଦେବା।...

ବିଦ୍ୟୁତ ଆଘାତରେ ମୋଟର ମେକାନିକ ମୃତ

ବ୍ରହ୍ମପୁର ଅଫିସ,୨୫ା୮-ବିଦ୍ୟୁତ ଆଘାତରେ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିବା ଜଣେ ମୋଟର ମେକାନିକଙ୍କ ଶନିବାର ରାତିରେ ମୃତ୍ୟୁ ଘଟିଛି। ସେ...

ଘୁଷୁରିଡ଼ଙ୍ଗା ଜଳପ୍ରପାତକୁ ପର୍ଯ୍ୟଟନସ୍ଥଳ କରାଯିବ

ସୋରଡ଼ା,୧୩ା୧୨(ଡି.ଏନ୍‌.ଏ.)= ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ବିଡିଓ ସୀମାଞ୍ଚଳ ପ୍ରଧାନ, ଏନଏସି ପ୍ରଶାସକ ଲକ୍ଷ୍ମୀକାନ୍ତ ବେହେରା ପ୍ରମୁଖ ଗୁରୁବାର...

ଚୋରି ଟିପ୍ପର ଝାଡ଼ଖଣ୍ଡରୁ ଉଦ୍ଧାର : ଅଭିଯୁକ୍ତ ଚମ୍ପଟ

ବଡ଼ବିଲ,୧୯।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଭଦ୍ରାସାହିରୁ ଗୁରୁବାର ବିଳମ୍ବିତ ରାତିରେ ଏକ ହାଇଓ୍ବା ଟିପ୍ପର ଚୋରି ହୋଇଯାଇଥିଲା। ଖବରପାଇ ପୋଲିସ ଟିପ୍ପରର ପିଛା...

Coronavirus Update


Archives

Model This Week

Why Dharitri