ସାନିଟାଇଜର ସ୍ପ୍ରେ କରିବ ରୋବୋ

ନୂଆଦିଲ୍ଲୀ ,୩୧।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଏଥିଲାଗି ସାମାଜିକ ଦୂରତା ସହିତ ରାସ୍ତାଘାଟକୁ ବିଶୁଦ୍ଧ କରିବା ଲାଗି ସାନିଟାଇଜର ସ୍ପ୍ରେ କରାଯାଉଛି। ଏଥିରେ ପୋଲିସ, ଦମକଳବାହିନୀ ତଥା ସ୍ବାସ୍ଥ୍ୟକର୍ମୀଙ୍କୁ ନିୟୋଜିତ କରାଯାଉଛି। ତେବେ ଏଣିକି ସାନିଟାଇଜର ସ୍ପ୍ରେ କାମ ରୋବୋ ଦ୍ୱାରା କରାଯିବ। ଫଳରେ ସଂକ୍ରମଣର ଆଶଙ୍କା ମଧ୍ୟ କମିଯିବ। ଆଇଆଇଟି ଖଡ଼ଗପୁରର ପୂର୍ବତନ ଛାତ୍ର ଦେବେନ୍ଦ୍ର ଶାହା ଏଆଇଆଇଏମଏସ୍‌ ଦିଲ୍ଲୀର ଜଣେ ପୂର୍ବଛାତ୍ର ଶଶି ରଞ୍ଜନଙ୍କ ସହିତ ମିଳିତ ଭାବେ ଏଭଳି ଏକ ରୋବୋ ନିର୍ମାଣ କରିଛନ୍ତି। ଏହାକୁ ଏୟରଲେନ୍ସ୍‌-କରୋନା ଭାବେ ନାମିତ କରାଯାଇଛି। ଏହା ରାସ୍ତାଘାଟ ଗଳିକନ୍ଦି ବୁଲି ବୁଲି ସାନିଟାଇଚର ସ୍ପ୍ରେ କରିବାବୁ ସକ୍ଷମ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?