ସାନିଟାଇଜେସନ୍‌ ହେଲା ବଜାର ଅଞ୍ଚଳ

ବନ୍ତ,୧୫ା୪(ଡି.ଏନ୍‌.ଏ.) : କରୋନା ମହାମାରୀ ସଂକ୍ରମଣ ପ୍ରତିହତ ପାଇଁ ସରକାରଙ୍କ ପକ୍ଷରୁ ବିିଭିନ୍ନ ବଜାର ଅଞ୍ଚଳକୁ ସାନିଟାଇଜେସନ କରାଯାଉଛି। ଏହିକ୍ରମରେ ବୁଧବାର ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ତାରିଣୀ ଛକଠାରୁ ହାଇସ୍କୁଲ ଛକ ପର୍ଯ୍ୟନ୍ତ ଅଞ୍ଚଳକୁ ସାନିଟାଇଜେସନ୍‌ କରାଯାଇଛି। ଆଗରପଡ଼ା ଅଗ୍ନିଶମ ବାହିନୀ କର୍ମଚାରୀମାନେ ଏହି କାର୍ଯ୍ୟରେ ନିୟୋଜିତ ଥିବା ବେଳେ ସରପଞ୍ଚ ଅଶୋକ କୁମାର ମହାନ୍ତି, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ନାରାୟଣ ପଣ୍ଡା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାସ୍କ ବାଣ୍ଟିଲେ ହଲଧର ନାଗ

ବରଗଡ଼ ଅଫିସ୍‌,୧୬।୪- କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଲକ୍ଷ୍ୟରେ ମୁହଁରେ ମାସ୍କ, ଗାମୁଛା କିମ୍ବା ରୁମାଲ ବାନ୍ଧିବା ଉପରେ ଗୁରୁତ୍ୱ ଦିଆଯାଇଛି । ଏହି...

ଟ୍ୟୁସନ ଯାଇ ଆଉ ଘରକୁ ଫେରିଲେନି ପୁଅ : ମୃତଦେହ ଜବତ, ଜଣେ ଗିରଫ

ଟିଟିଲାଗଡ଼,୨୭।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହର ସିରଭଟାସ୍ଥିତ ରେଳବାଇ କର୍ମଚାରୀ ଦିଲୀପ କୁମାରଙ୍କ ଏକମାତ୍ର ପୁଅ ମୋହନ କୁମାର (୧୩)ଙ୍କ ବୁଧବାର ମୃତଦେହ ଜବତ ହୋଇଛି।...

ଯବାନଙ୍କ ଗଳାକାଟି ହତ୍ୟା କଲେ ମାଓବାଦୀ

ମାଲକାନଗିରି, ୨୩ା୬ (ସ୍ବ.ପ୍ର.)-ସୀମାନ୍ତରେ ପୁଣି ଲାଲବାହିନୀ ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି। ସେମାନେ ଜଣେ ଯବାନଙ୍କ ଗଳାକାଟି ହତ୍ୟା କରିଛନ୍ତି। ଛତିଶଗଡ଼ର ବିଜାପୁର ଜିଲା ମିରତୁରରେ...

ନିଶାସକ୍ତଙ୍କ ଉନ୍ମତ୍ତ କାଣ୍ଡ: ଯୁବକଙ୍କ ମଳଦ୍ୱାରରେ ଭର୍ତ୍ତି କଲେ ଗ୍ଲାସ

ବଲାଙ୍ଗୀର ଅଫିସ,୧୬।୯: ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି । ତିନି ଜଣ ଅଚିହ୍ନା...

ପିଜିରେ ଉତ୍ତୀର୍ଣ୍ଣ ହେଲେ ୭୭ ବର୍ଷିୟ ଅବସରପ୍ରାପ୍ତ ଶିକ୍ଷକ

ସୋନପୁର,୩।୭(ନି.ପ୍ର.): ଦୃଢ ଇଚ୍ଛାଶକ୍ତି ଥିଲେ ସଫଳ ହେବାକୁ କେହି ରୋକି ପାରିବେ ନାହିଁ। ଏହା ପ୍ରମାଣ କରି ଦେଖାଇଛନ୍ତି ଅବସରପ୍ରାପ୍ତ ଶିକ୍ଷକ ରମେଶ ପ୍ରସାଦ ନାୟକ।...

ବିପଦସଙ୍କେତ ଉପରେ ଦୟା

କଣାସ,୨୧।୮(ସ୍ବ.ପ୍ର.): ୪ଦିନ ଧରି ଲଘୁଚାପ ବର୍ଷା ଲାଗିରହିବା ଏବଂ ବନ୍ୟାଜଳ ଆସିବା ଦ୍ୱାରା କଣାସ ବ୍ଲକରେ ପ୍ରବାହିତ ହେଉଥିବା ଦୟାନଦୀ ଏବଂ ଶାଖାନଦୀ ରାଜୁଆ, ମକରା,...

ବିଦ୍ୟାଳୟ ଅନୁଦାନ ପାଣ୍ଠି ହଡ଼ପ ଅଭିଯୋଗ: ତଦନ୍ତ କଲା ଶିକ୍ଷା ବିଭାଗ

ରୂପସା,୨୨ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଗଡ଼ପଡା ପଞ୍ଚାୟତ ଅନ୍ତର୍ଗତ ବାଖରବାଦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସରକାରୀ ଅନୁଦାନ ପାଣ୍ଠି ବିନିଯୋଗରେ ବ୍ୟାପକ ଅନିୟମିତତା ହୋଇଥିବା...

ଫାଇନାନ୍ସ କର୍ମଚାରୀଙ୍କୁ ଛୁରା ମାଡ଼ କରି ଲୁଟ୍‌ ଅଭିଯୋଗ

ଘସିପୁରା, ୨୮।୧(ଡି.ଏନ.ଏ.)-ଘସିପୁରା ଥାନା ଅନ୍ତର୍ଗତ ନାହାଗୁଣାରେ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ଛୁରା ମାଡ଼ କରି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏହି...

Advertisement
Archives

Model This Week