ସାନିଟାଇଜ୍‌ ହେଲା ଆରଡ଼ି ପୀଠ

ଆରଡ଼ି,୨୦ା୪(ଡି.ଏନ୍‌.ଏ.) : ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ସମେତ ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରକୁ ସୋମବାର ପୂର୍ବାହ୍ନରେ ଧାମନଗର ବ୍ଲକ ପ୍ରଶାସନ ପକ୍ଷରୁ ସାନିଟାଇଜ୍‌ କରାଯାଇଛି। ଆରଡ଼ି ଫାଣ୍ଡି ସମେତ ଉଭୟ ବଜାରରେ ଥିବା ଡାକ୍ତରଖାନା, ବ୍ୟାଙ୍କ୍‌, ଏଟିଏମ୍‌ ପଏଣ୍ଟ, ରାସ୍ତାଘାଟକୁ ଏକ ଫାୟାର ସହାୟତାରେ ବିଶୋଧକ ସିଞ୍ଚନ କରାଯାଇଛି। ଧାମନଗର ବ୍ଲକ ଅଧ୍ୟକ୍ଷ ଅଶୋକ ନାୟକ, ପାଳସାହି ସରପଞ୍ଚଙ୍କ ପ୍ରତିନିଧି ପଞ୍ଚାନନ ମିଶ୍ର, ସମିତିସଭ୍ୟ ରମେଶ ବେହେରା, ବେତାଳିଗାଁ ବଜାର କମିଟି ପୂର୍ବତନ ଅଧ୍ୟକ୍ଷ କାଶୀନାଥ ମହାନ୍ତି, ପୂର୍ବତନ ସରପଞ୍ଚ ଅନିଲ ଦାସ ପ୍ରମୁଖ ବଜାର ସାନିଟାଇଜ୍‌ ବେଳେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ପ୍ଲଟରୁ ଜବରଦଖଲ ଉଚ୍ଛେଦ ଦାବିରେ ଧାରଣା

ରଣପୁର,୮ା୩(ସ୍ବ.ପ୍ର.): ଗୌରାଙ୍ଗପୁର ପ୍ରାଥମିକ କୃଷି ସମବାୟ ସମିତି ପଛପାଖରେ ଥିବା ୬୨/୬୯ନଂ. ସରକାରୀ ପ୍ଲଟରୁ ଜବରଦଖଲ ଉଚ୍ଛେଦ ଦାବିରେ ଶନିବାର ରଣପୁର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ମୋଷ୍ଟ ଓ୍ବାଣ୍ଟେଡ୍‌ ଥିଲେ ୩ ମାଓବାଦୀ: ଡିଜିପି

ମାଲକାନଗିରି,୧୪।୧୦(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଳକର ତୁଳସୀ ପାହାଡ଼ରେ ମଙ୍ଗଳବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ମୃତ୍ୟୁବରଣ କରିଥିବା ୩ଜଣ ମାଓବାଦୀ ମୋଷ୍ଟ ଓ୍ବାଣ୍ଟେଡ୍‌ ଥିଲେ...

ସକ୍ରିୟ ମାମଲା ଲକ୍ଷେ ତଳେ…

ନୂଆଦିଲ୍ଲୀ,୪।୧୨: ଓମିକ୍ରନ୍‌ ଆତଙ୍କ ସହିତ ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮...

ରଥଯାତ୍ରା ପାଇଁ ପାର୍କିଂ ଟେଣ୍ଡରରେ ପାତରଅନ୍ତର

ପୁରୀ ଅଫିସ,୧୨।୬: ରଥଯାତ୍ରା ପାଇଁ ପାର୍କିଂ, ଜୋତାଷ୍ଟାଣ୍ଡ ଓ ଉଠା ଦୋକାନୀଙ୍କଠାରୁ ଶୁଳ୍କ ଆଦାୟ କରିବା ପାଇଁ ପୁରୀ ମ୍ୟୁନିସିପାଲିଟି ଟେଣ୍ଡର ବିଜ୍ଞପ୍ତି ପ୍ରକାଶ କରିଛି।...

ଫେରୁଛି କରୋନା: ଗତ ୨୪ ଘଣ୍ଟାରେ ଚାଇନାରେ ପୁଣି ୨୨ ନୂଆ ସଂକ୍ରମିତ ଚିହ୍ନଟ

ବେଜିଂ,୧୭।୮: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ସାରିଲାଣି। ଏହି ମହାମାରୀ ଚାଇନାରେ ପାଖାପାଖି ୪...

ନବୀନଙ୍କ ଗସ୍ତ ପୂର୍ବରୁ ବିଜେଡିକୁ ଝଟକା: ବିଧାୟକଙ୍କ ଗାଁରୁ ପଦ୍ମ ଧରିଲେ ଶତାଧିକ କର୍ମୀ

ଅନୁଗୋଳ ଅଫିସ, ୧୮।୪- ଅନୁଗୋଳ ବିଜେଡିକୁ ବୁଧବାର ପୁଣି ଲାଗିଛି ଝଟକା। ୩ ଥରର ବିଧାୟକ ତଥା ୪ର୍ଥ ଥର ପାଇଁ ପ୍ରାର୍ଥୀ ହୋଇଥିବା ଜିଲା...

ଅମଳ ସମୟରେ ଦାଉ ସାଧୁଛି ‘ମାଟିଆଗୁଣ୍ଡି’

ବନ୍ତ,୨୧।୧୧(ସ୍ବ.ପ୍ର.)-ଖରିଫ୍‌ ଧାନ ଅମଳ ସମୟରେ ବିଲରେ ମାଟିଆଗୁଣ୍ଡି ପୋକର ପ୍ରାଦୁର୍ଭାବ। ପୋକ ଲାଗି ଧାନ ଫସଲ ନଷ୍ଟ କରି ଦେଉଛନ୍ତି। ଆରମ୍ଭରୁ ସ୍ବଳ୍ପ ବୃଷ୍ଟିପାତ ଯୋଗୁ...

ଅବଧି ସରିଲାଣି, ସରୁନି ନିର୍ମାଣ କାର୍ଯ୍ୟ

ପୋଲସରା,୩ା୪(ଡି.ଏନ.ଏ.): ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦର ବ୍ୟବସାୟୀମାନଙ୍କ ସୁବିଧା ଲାଗି ୩୯୬.୦୦ଲକ୍ଷରେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ଲାଗି ଭୂମି ପୂଜନ କରିବା ସହ ଟେଣ୍ଡର ପ୍ରକ୍ରିୟା...

Advertisement
Archives

Model This Week