ସାନିଟାଇଜ୍‌ ହେଲା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସର

କେନ୍ଦୁଝର, ୨ା୪(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରକୁ ଜୀବାଣୁ ମୁକ୍ତ କରିବା ପାଇଁ ବୁଧବାର ଅଗ୍ନିଶମ ବିଭାଗ ପକ୍ଷରୁ ରାସାୟନିକ ପାଣି ପକାଇ ବିଶୋଧନ କରାଯାଇଛି। ମୁଖ୍ୟ ଚିକିତ୍ସାଳୟ ଚତୁଃପାାର୍ଶ୍ୱ ରାସ୍ତା ଓ ଖାଲି ସ୍ଥାନରେ ସାନିଟାଇଜେସନ କରାଯିବା ସହ ଡିଏନ୍‌ ହାଇସ୍କୁଲ ପରିସରରେ ଥିବା ଆମ୍ବୁଲାନ୍ସକୁ ମଧ୍ୟ ବିଶୋଧନ କରାଯାଇଛି। ଅଗ୍ନିଶମ ବିଭାଗର ଅଧିକାରୀ ଓ କର୍ମଚାରୀ ଏହି କାର୍ଯ୍ୟରେ ସାମିଲ ହୋଇଥିଲେ। ଆଗାମୀ ଦିନରେ ସହରର ମୁଖ୍ୟ ସ୍ଥାନକୁ ମଧ୍ୟ ବିଶୋଧନ କରାଯିବ ବୋଲି ଜଣାପଡିଛି। କେନ୍ଦୁଝରଗଡ ପୌରପାଳିକା ତରଫରୁ ମଧ୍ୟ ଡାକ୍ତରଖାନା ସଂଲଗ୍ନ ସମସ୍ତ ଡ୍ରେନକୁ ସଫେଇ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲା: ବଢ଼ୁଛି କୁଷ୍ଠ ଆକ୍ରାନ୍ତଙ୍କ ସଂଖ୍ୟା : ଗ୍ରାମାଞ୍ଚଳରୁ ୩୪୧ ରୋଗୀ ଚିହ୍ନଟ

ବ୍ରହ୍ମପୁର ଅଫିସ୍‌,୧୨ା୧୦-ଗଞ୍ଜାମ ଜିଲାରେ କୁଷ୍ଠ ରୋଗୀଙ୍କ ସଂଖ୍ୟା ବଢ଼ିଛି। ଜିଲାର କେବଳ ଗ୍ରାମାଞ୍ଚଳରେ ନିକଟରେ ଆୟୋଜିତ ହୋଇଥିବା କୁଷ୍ଠ ଚିହ୍ନଟ କାର୍ଯ୍ୟକ୍ରମରେ ୩୪୧ ନୂଆ ରୋଗୀ...

କିନ୍ନର ଚଳାଇବେ ଏନ୍‌ଏସି ଗାଡ଼ି

ବାଲିଗୁଡ଼ା,୨।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଏନ୍‌ଏସି ପ୍ରଶାସନ ପକ୍ଷରୁ ବର୍ତ୍ତମାନ କିନ୍ନରମାନଙ୍କୁ ଆମତ୍ନିର୍ଭରଶୀଳ କରିବାକୁ ଏକ ପ୍ରୟାସ ଆରମ୍ଭ କରାଯାଇଛି। ସ୍ବଚ୍ଛ ଭାରତ ଅଭିଯାନ ଓ...

ଜଙ୍ଗଲ ଜମିରେ ଲଜିଷ୍ଟିକ ପାର୍କ: ତଦନ୍ତ ରିପୋର୍ଟ ମାଗିଲା ଏନ୍‌ଜିଟି

ଯାଜପୁର ଅଫିସ,୧୨ା୧୦: କଳିଙ୍ଗନଗର ଶିଳ୍ପାଞ୍ଚଳ ଅନ୍ତର୍ଗତ ଦାନଗଦୀ ତହସିଲ ଯଖପୁରା ମୌଜାର ଏକ ଶାଳ କିସମ ଜମିରେ ସାଇଜର ଲିମିଟେଡ ନାମକ ସଂସ୍ଥା ଗତ ଏକ...

ଏକତ୍ରିତ ହୋଇ ନିଜ ଅଧିକାର ପାଇଁ ଲଢେଇ କରିବା ଦରକାର: ଡମ, ଗଣା ସମାଜର ନୂଆଁଖାଇ ଭେଟ୍‌ଘାଟ୍‌

ନୂଆପଡା ଅଫିସ/ତରବୋଡ,୧।୧୦(ଡି.ଏନ.ଏ.) ସମାଜରେ ଶିକ୍ଷାର ଆବଶ୍ୟକତା ରହିଛି । ଶିକ୍ଷିତ ହୋଇ ସଙ୍ଗଠିତ ହେବା। ଏକତ୍ରିତ ହୋଇ ନିଜର ସାମ୍ବିଧାନିକ ଅଧିକାର ପ୍ରତି ସଜାଗ ହୋଇ...

ଘର ଭାଙ୍ଗିଲା, ଫସଲ ଉଜାଡ଼ିଲା ହାତୀ

ବଡ଼ଗାଁ,୭।୮(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନ ଜଙ୍ଗଲକୁ ଆସିଥିବା ୧୪ଟି ହାତୀ ଶନିବାର ଉପଦ୍ରବ କରିଥିବା ବେଳେ ମଙ୍ଗଳବାର ରାତିରେ ଏମାନଙ୍କ ମଧ୍ୟରୁ...

ବର୍ଷା, ବନ୍ୟାରେ ଉଜୁଡ଼ିଲା ଧାନ ଫସଲ

ଡେରାବିଶ,୨ା୧୦ (ସ୍ବ.ପ୍ର.): ଲଘୁଚାପ ଜନିତ ବର୍ଷା ଓ ବନ୍ୟାରେ ଡେରାବିଶ ବ୍ଲକରେ ବହୁ ଧାନ ଫସଲ ନଷ୍ଟ ହୋଇଛି। ଯେଉଁଠି ଧାନଗଛ ଭଲ ଥିଲା ଏବେ...

ହୀରାକୁଦ ଡ୍ୟାମ୍‌ର ୧୨ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୧୭ା୮: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଛି। ଫଳରେ ୧୨ଟି ଗେଟ୍‌ ମଧ୍ୟ ଦେଇ ଜଳ ନିଷ୍କାସିତ ହେଉଛି।...

ନିଶାମୁକ୍ତ ଜିଲା ଗଠନ ଦାବି: ଗାନ୍ଧୀ ପ୍ରତିମୂର୍ତ୍ତି ତଳେ ଧାରଣା

ଭଦ୍ରକ ଅଫିସ,୨।୧୦: ଭଦ୍ରକ ଜିଲା ମିଳିତ ନିଶା ନିବାରଣ ମଞ୍ଚ ପକ୍ଷରୁ ନୂଆବଜାର ଗାନ୍ଧୀ ପଡିଆଠାରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ବୁଧବାର ମଞ୍ଚ କର୍ମକର୍ତ୍ତାମାନେ...

Advertisement
Archives

Model This Week