ସାନିଟାଇଜ୍‌ ହେଲା ଝାରସୁଗୁଡା ସହର

ଝାରସୁଗୁଡା ଅଫିସ,୨ା୪- ଝାରସୁଗୁଡା ସହରରେ ଜିଲା ପ୍ରଶାସନ ପକ୍ଷରୁ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଗୁରୁବାର ପଦକ୍ଷେପ ସଦୃଶ ସହରର ବିଭିନ୍ନ ପ୍ରମୁଖ ରାସ୍ତା ଗୁଡିକୁ ସାନିଟାଇଜ କରାଯାଇଛି। ଦମକଳବାହିନୀ ବିଭିନ୍ନ ରାସାୟନିକ ମିଶା ପାଣି ସହରରେ ସିଞ୍ଚନ କରିଛି। ବସଷ୍ଟାଣ୍ଡଠାରୁ ଏହି କାର୍ଯ୍ୟ ଆରମ୍ଭ କରି ସହରର ବିଭିନ୍ନ ମୁଖ୍ୟ ରାସ୍ତା ଗୁଡିକରେ ପାଣି ସିଞ୍ଚନ କରାଯାଇଥିଲା। ଝାରସୁଗୁଡା ପୌର ପରିଷଦ ନିର୍ବାହୀ ଅଧିକାରୀ ରାରମଚନ୍ଦ୍ର ପ୍ରଧାନ ଓ ପିଡି ଡିଆରଡିଏ ତପିରାମ ମାଝି ଉପସ୍ଥିତ ରହି ସମସ୍ତ କାର୍ଯ୍ୟ ଅନୁଧ୍ୟାନ କରିଥିଲେ। ତେବେ ଏହି ପାଣି ସିଞ୍ଚନ ଦ୍ୱାରା ସହରର ରାସ୍ତାରେ ଥିବା ବିଭାନ୍ନ ପ୍ରକାର କିଟାଣୁ ମରିଯିବ। ଏକ ସୁସ୍ଥ ବାତାବରଣ ତିଆରି ହେବ ବୋଲି ପୌର ପରିଷଦ ନିର୍ବାହୀ ଅଧିକାରୀ ରାମଚନ୍ଦ୍ର ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବଧି ନ ଥିଲେ ବି ମୂଲ୍ୟ ଅଧିକ

ଅନୁଗୋଳ ଅଫିସ, ୪।୨: ଅନୁଗୋଳ ଜିଲାର କେତୋଟି ମଦ କାଉଣ୍ଟରରେ ବିକ୍ରି ହେଉଛି ଏକ୍ସପାଏରୀ ମଦ। କେଇମାସ ପୂର୍ବରୁ ଅବଧି ଶେଷ ହୋଇଯାଇଥିଲେ ମଧ୍ୟ ବୋତଲରେ ନୂଆ...

ଗିନିଜ୍‌ ବୁକ୍‌ ରେକର୍ଡ ପାଇଁ ରଥ ଯାଞ୍ଚ

କେନ୍ଦୁଝର,୩ା୮(ଡି.ଏନ.ଏ.)- କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉଙ୍କ ନନ୍ଦିଘୋଷ ରଥରର ଉଚ୍ଚତା ୭୨ଫୁଟ ଓ ଗୋଲେଇ ୪୫ଫୁଟ। ଏହାକୁ ବିଶ୍ୱର ସର୍ବୋଚ୍ଚ ରଥ କୁହାଯାଇଥାଏ। ଏହାକୁ...

ଜିଲାରେ ୮୭୩ ହେକ୍ଟର ସୂର୍ଯ୍ୟମୁଖୀ ଚାଷ

ବ୍ରହ୍ମପୁର ଅଫିସ,୪।୪: ତୈଳବୀଜ ଉତ୍ପାଦନରେ ସୂର୍ଯ୍ୟମୁଖୀର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏଥିରେ ପ୍ରଚୁର ପରିମାଣରେ ଜୀବନଶକ୍ତି ବା ଖାଦ୍ୟପ୍ରାଣ ରହିଛି। ଏଥିରେ ମୁଖ୍ୟତଃ ୨୦.୮% ପୁଷ୍ଟିସାର ଓ...

୬୩ କଳାକାରଙ୍କୁ ମିଳିଲା ୪ ମାସର ଅଗ୍ରୀମ ଭତ୍ତା

ଦିଗପହଣ୍ଡି,୧୭ା୪(ଡି.ଏନ୍‌.ଏ.): କରୋନା ଲକ୍‌ଡାଉନ୍‌ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳରେ ବସବାସ କରୁଥିବା ୬୩ କଳାକାରଙ୍କୁ ୪ ମାସର ଅଗ୍ରୀମ କଳାକାର ଭତ୍ତା...

ଦରଦାମ୍‌ ବୃଦ୍ଧି ପ୍ରତିବାଦରେ ସିପିଆଇଏମ୍‌ର ଧର୍ମଘଟ

ଚିତ୍ରକୋଣ୍ଡା,୨୬ା୧୧(ଡି.ଏନ୍‌.ଏ.): କୃଷି ବିରୋଧୀ ଆଇନ, ଶ୍ରମିକ ବିରୋଧୀ ଓ ଦରଦାମ ବୃଦ୍ଧି ପ୍ରତିବାଦରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିଅନ ଓ କୃଷକ ସଂଗଠନମାନଙ୍କ ପକ୍ଷରୁ ଦେଶ ବ୍ୟାପୀ...

ମଣ୍ଡି ନେଉନି ଧାନ, ବ୍ଲକ ଅଫିସ ଘେରିଲେ ଗ୍ରାମବାସୀ

ଗଞ୍ଜାମ,୨୫।୨(ଡି.ଏନ.ଏ): ଗଞ୍ଜାମ ବ୍ଲକ ଅଞ୍ଚଳ ଚାଷୀଙ୍କର ଧାନ ମଣ୍ଡି ନେଉନି l ଗୁରୁବାର ଏହି ବ୍ଲକ କାଇଁଚପୁର ପଞ୍ଚାୟତ ଝାଡୁକୁଦା ଗ୍ରାମର ଶତାଧିକ ମହିଳା ଓ...

ଅନୁଗୋଳ ପୁଅକୁ ଆମେରିକା ଡାକରା; ଶୁଭ୍ରାଂଶୁଙ୍କ ‘ମାଭିକ୍‌’ ଡ୍ରୋନ୍‌କୁ ନାସା କହିଲା ମିରାକିଲ୍‌

ଅନୁଗୋଳ ଅଫିସ, ୪।୧୧:  ୨୪ ଘଣ୍ଟା ଆକାଶରେ ଉଡ଼ାଣ କରିପାରିବ। ୧୫ କେଜିର ଫାଷ୍ଟଏଡ୍‌ ନେଇ ତୁରନ୍ତ ଅପହଞ୍ଚ ଅଞ୍ଚଳର ଗୁରୁତର କିମ୍ବା ଦୁର୍ଘଟଣାଗ୍ରସ୍ତଙ୍କ ନିକଟରେ ପହଞ୍ଚାଇ...

ଭୋଟରଙ୍କୁ ପ୍ରଭାବିତ କରିବାକୁ ଭେଳିକି

ବରଗଡ଼ ଅଫିସ୍‌,୩୦।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ଶନିବାର ୪୮୮ କୋଟି ଟଙ୍କାର ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‌ଘାଟନ ଓ...

Advertisement
Archives

Model This Week