ସାନିଟାଇଜ୍‌ ହେଲା ସଂକ୍ରାମକ ରୋଗ ଚିକିତ୍ସାଳୟ

ପୁରୀ ଅଫିସ,୨।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ବୁଧବାର ସଂକ୍ରାମକ ରୋଗ ଚିକିତ୍ସାଳୟ (ଆଇଡିଏଚ୍‌)କୁ ସାନିଟାଇଜ୍‌ କରାଯାଇଛି। ଏହା ପରିସରରେ ଥିବା କରୋନା ୱାର୍ଡ, ଓପିଡି ଆଦି ବିଭିନ୍ନ ସ୍ଥାନ ସାନିଟାଇଜ କରାଯାଇଛି। ଅଗ୍ନିଶମ ବିଭାଗର ୨ଟି ଦମକଳ ଗାଡିରେ ସୋଡିୟମ ହାଇପୋକ୍ଲୋରାଇଡ କେମିକାଲଯୁକ୍ତ ସ୍ପ୍ରେ କରାଯାଇଛି। ଏହାବ୍ୟତୀତ ନିକଟସ୍ଥ ରେଡ୍‌କ୍ରସ ରୋଡରେ ବି ଏହି ସ୍ପ୍ରେ କରାଯାଇଛି। ଫାୟାର ଅଫିସର ଅରୁଣ ଷଡ଼ଙ୍ଗୀଙ୍କ ତତ୍ତ୍ବାବଧାନରେ ପୁରୀ ଅଗ୍ନିଶମ କେନ୍ଦ୍ରର ପ୍ରାୟ ୧୫ କର୍ମଚାରୀ ଏଥିରେ ସାମିଲ ହୋଇଥିଲେ। ଜିଲାର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ କରୋନା ପାଇଁ କରାଯାଇଥିବା ଆଇସୋଲେଶନ ୱାର୍ଡକୁ ସାନିଟାଇଜ କରାଯାଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲାୟନ୍ସ ଏୟାର ବିମାନର ପରୀକ୍ଷାମୂଳକ ଉଡାନ ଆଜି

ଝାରସୁଗୁଡ଼ା ଅଫିସ,୪।୧୧: ଝାରସୁଗୁଡ଼ା ଭିଏସ୍‌ଏସ୍‌ (ବୀର ସୁରେନ୍ଦ୍ର ସାଏ)ବିମାନ ବନ୍ଦର ଦେଇ ଚଳାଚଳ କରୁଥିବା ଏକମାତ୍ର ସ୍ପାଇସଜେଟ ବିମାନ ଯାତ୍ରୀଙ୍କ ଚାହିଦା ମେଣ୍ଟାଇ ପାରୁ ନ...

ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପାଇଁ ନେତାଙ୍କ ଚିନ୍ତା

ଜଗତ୍‌ସିଂହପୁର ଅଫିସ,୨୪ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜଗତ୍‌ସିଂହପୁର ଜିଲାର ବିଭିନ୍ନ ଜିଲା ପରିଷଦ ଜୋନ, ସରପଞ୍ଚ, ସମିତି ସଭ୍ୟ ଓ ୱାର୍ଡ ସଭ୍ୟ ପଦବୀ ପାଇଁ...

ଟ୍ରମା କେୟାରକୁ ଆନ୍ତରିକତା ନାହିଁ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଓଡ଼ିଶାରେ ଘଟୁଥିବା ପ୍ରତି ୧୦୦ ଦୁର୍ଘଟଣାରେ ୪୮ଜଣ ପ୍ରାଣ ହରାଉଛନ୍ତି। ପ୍ରତିବର୍ଷ ଏହି ସଂଖ୍ୟା ବୃଦ୍ଧି ଘଟିବାରେ ଲାଗିଛି। ଏହାକୁ ରୋକିବାରେ ସରକାର ବିଫଳ...

କରୋନା ସହ ଲଢିବାକୁ ପ୍ରଭାସ ଦେଲେ ୪ କୋଟି ଟଙ୍କା

ମୁମ୍ବାଇ: ବାହୁବଳୀ ଫେମ୍‌ ପ୍ରଭାସ କରୋନା ସଂକ୍ରମଣ ପାଇଁ ୪ କୋଟି ଟଙ୍କା ଦାନ କରିଥିବା ସୂଚନା ମିଳିଛି। ଏହି ଅଭିନେତା ଗୁରୁବାର ପ୍ରଧାନମନ୍ତ୍ରୀ ରିଲିଫ୍‌...

ଲକ୍‌ଡାଉନ ବେଳେ ଅନାହାର ସହ ସଂଗ୍ରାମ

ନୂଆଦିଲ୍ଲୀ,୧୭।୪: ଗତ ମାର୍ଚ୍ଚରୁ ଏପ୍ରିଲ ମଧ୍ୟରେ ସାରା ବିଶ୍ୱରେ ଜୀବନ ବଦଳିଯାଇଛି ବୋଲି କହିବା ବାହୁଲ୍ୟ ହେବ ନାହିଁ। କରୋନା ମହାମାରୀ ସାରା ଦୁନିଆକୁ ଘୋଟିଛି।...

ଟ୍ରକ୍‌କୁ ପଛରୁ ଧକ୍କା ଦେଲା କାର୍‌: ୩ ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଧର୍ମଶାଳା,୭ା୮(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ରଥିଆ ଛକଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ...

ପାରିବାରିକ କଳହର କରୁଣ ପରିଣତି: ଭାଉଜଙ୍କୁ ହାଣି ହତ୍ୟାକଲେ ଦିଅର

ଢେଙ୍କାନାଳ ଅଫିସ,୫।୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଖୁଣ୍ଟୁଝରି ଗ୍ରାମରେ। ମଙ୍ଗଳବାର ସକାଳେ ଦିଅରଙ୍କ କାତି...

କରୋନା ରୋକିବାକୁ ବାଇଡେନ୍‌ଙ୍କ ନୂଆ ପ୍ରୟାସ

ୱାଶିଂଟନ,୨୫ ।୧: କରୋନା ମହାମାରୀ ଏବେବି ଆମେରିକାରେ ଥମିବାର ନାଁ ନେଉନାହିଁ । ସଂକ୍ରମଣ ସଂଖ୍ୟାରେ ବେଳକୁ ବେଳେ ବୃଦ୍ଧି ହେଉଥିବାରୁ ନବ ନିର୍ବାଚିତ ରାଷ୍ଟ୍ରପତି...

Advertisement
Archives

Model This Week