ସାନିଟାଇଜ ହେଲା ପରିବା ବଜାର

ସମ୍ବଲପୁର,୬।୪(ବ୍ୟୁରୋ)-କରୋନା ଭୂତାଣୁ ମୁକାବିଲା ପାଇଁ ସହରରେ ଅସ୍ଥାୟୀ ଭାବେ ପରିବା ବଜାର ବସୁଛି । ଏହାକୁ ପର୍ଯ୍ୟାୟକ୍ରମେ ମହାନଗର ନିଗମ ଓ ଅଗ୍ନିଶମ ବିଭାଗ ପକ୍ଷରୁ ସାନିଟାଇଜ କରାଯାଉଛି । ସୋମବାର ବଜାର ବନ୍ଦ ହେବା ୧୧ଟା ପରେ ଏହି କାର୍ଯ୍ୟ ଆରମ୍ଭ କରାଯାଇଥିଲା। ଲକ୍ଷ୍ମୀଟକିଜ ଛକରୁ ମୁଦିପଡା ଛକ ରାସ୍ତା ପାର୍ଶ୍ୱରେ ବସୁଥିବା ପରିବାର ବଜାରକୁ ସାନିଟାଇଜ କରାଯାଇଥିଲା । ସେହିପରି ଆକାଶବାଣୀ କେନ୍ଦ୍ର ସମ୍ବଲପୁର ପରିସର ଓ ବୁର୍ଲା ମାର୍କେଟରେ ମଧ୍ୟ ସାନିଟାଇଜ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା

(ଉପେନ୍ଦ୍ର ରାଉତ) ବଅଁରପାଳ, ୧୨।୧୧ ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ଠାରେ ଥିବା ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହେବ। ଗଡ଼ସନ୍ତ୍ରୀ...

ପୋଡ଼ିଗଲା ୩ ବଖରା

ସୋର,୧୭ା୪(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ସୋର ବ୍ଲକ ଅନ୍ତର୍ଗତ ବାଳଙ୍ଗ ଗ୍ରାମର ଜୟନ୍ତ ବିଶ୍ୱାଳଙ୍କ ଘରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୩ ବଖରା ଜଳି ଯାଇଛି।...

ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳଙ୍କଠାରୁ ପଦକ ଗ୍ରହଣ କରିବେ ୭ ଭିଜିଲାନ୍ସ ଅଧିକାରୀ

କଟକ ଅଫିସ,୨୫।୧: ରବିବାର ସାଧାରଣତନ୍ତ୍ର ଦିବସ ଅବସରରେ ୭ଜଣ ଭିଜିଲାନ୍ସ ଅଧିକାରୀଙ୍କୁ ରାଜ୍ୟସ୍ତରୀୟ ପଦକ ପ୍ରଦାନ କରାଯିବ। ଭୁବନେଶ୍ୱରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କଠାରୁ ଅଧିକାରୀମାନେ ପଦକ...

ହାଇଓ୍ବା ଧକ୍କାରେ ମହିଳାଙ୍କ ଜୀବନ ଗଲା, ସ୍ବାମୀ ଗୁରୁତର

ଭଦ୍ରକ ଅଫିସ,୭।୨: ଭଦ୍ରକ-ଚାନ୍ଦବାଲି ରାଜପଥ ସରକାରନଗର ନିକଟରେ ରବିବାର ଏକ ହାଇଓ୍ବା ଧକ୍କା ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି।...

ଭିନ୍ନକ୍ଷମ ମା’, ପୁଅଙ୍କ ମୃତଦେହ ଉଦ୍ଧାର: ପୋଡି ମାରି ଦିଆଯାଇଥିବା ସନ୍ଦେହ

ହାଟଡିହୀ,୧୦।୯(ଡି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଙ୍ଗା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଭିନ୍ନକ୍ଷମ ମା’ ଓ ପୁଅଙ୍କ ପୋଡା...

ଟଙ୍କା ଫେରାଇ ହିତାଧିକାରୀ ହତାଶ

ନିଶ୍ଚିନ୍ତକୋଇଲି, ୨୪।୧(ସ୍ବ.ପ୍ର.):ସରକାର ଆବାସ ଯୋଜନାରେ ଦିନକୁ ଦିନ ନୂଆ ନୂଆ ନିୟମ ପ୍ରଣୟନ କରୁଛନ୍ତି। ଏଥିସହ ହିତାଧିକାରୀ ଚୟନରେ ମାନଦଣ୍ଡ ମଧ୍ୟ ପରିବର୍ତ୍ତନ କରୁଛନ୍ତି। ଫଳରେ...

ବୈତରଣୀରେ ବନ୍ୟା: କେତେ ଲୋକ ପ୍ରଭାବିତ, କିପରି ଯୋଗା ଯାଉଛି ପ୍ରଶାସନିକ ସହାୟତା ଜାଣନ୍ତୁ

ଭଦ୍ରକ ଅଫିସ,୨୯।୮: ଲଗାଣ ବର୍ଷାରେ ଭଦ୍ରକ ଜିଲାର ୧୧୮ଟି ପଞ୍ଚାୟତର ୧ଲକ୍ଷ ୫୬ ହଜାର ୧୧୩ ଲୋକ ପ୍ରଭାବିତ ହୋଇଥିବା ପ୍ରଶାସନର ପ୍ରାଥମିକ ଆକଳନରୁ ଜଣାପଡ଼ଛି...

ଉଗ୍ରରୂପ ନେଲା ଖରସ୍ରୋତା ଜଳ ବିବାଦ: ପୋଲିସ-ପ୍ରକଳ୍ପ ବିରୋଧୀ ଧସ୍ତାଧସ୍ତି

ଆଳି,୧୨ା୮(ଡି.ଏନ୍‌.ଏ.): ଖରସ୍ରୋତା ନଦୀ ପାଣି ବିବାଦ ଗୁରୁବାର ଉଗ୍ର ରୂପ ନେଇଛି। ଆନ୍ଦୋଳନକାରୀ ଚାନ୍ଦବାଲି ରାସ୍ତାର କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଅଚ୍ୟୁତପୁରଠାରେ ରାସ୍ତାରୋକୋ କରିଛନ୍ତି...

Advertisement
Archives

Model This Week