ସାନିଟାଇଜ ହେଲା ବୁର୍ଡା ପଞ୍ଚାୟତ ଅଞ୍ଚଳ

ଲୋଇସିଂହା,୧୪ା୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁର୍ଡା ପଞ୍ଚାୟତର ସଦର ଗଁା ଓ ବାଞ୍ଜିପାଲି ଗ୍ରାମ ମଙ୍ଗଳବାର ସାନିଟାଇଜ ହୋଇଛି। ବିଡିଓ ରାମଚନ୍ଦ୍ର ଖାଡିଆଙ୍କ ନିର୍ଦ୍ଦେଶ ଓ ସ୍ଥାନୀୟ ସରପଞ୍ଚ ନଳିନୀ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସ୍ଥାନୀୟ ଅଗ୍ନିଶମ କର୍ମଚାରୀ ବିଶୋଧନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପରେ ଅଭିଯୁକ୍ତ ଗିରଫ

ବାଲେଶ୍ୱର ଅଫିସ,୧୮।୬ ୨୦୧୯ ମାର୍ଚ୍ଚ ୨୩ତାରିଖରେ ଜଣେ ମହିଳାଙ୍କୁ ହତ୍ୟା ମାମଲାରେ ବାଲେଶ୍ୱର ରେଳବାଇ ପୋଲିସ ଶୁକ୍ରବାର ୩ ବର୍ଷ ପରେ ହତ୍ୟାକାରୀଙ୍କୁ ଗିରଫ କରି...

ବଡ଼ଭାଇଙ୍କ ମୃତଦେହ ଦେଖି ସାନଭାଇଙ୍କ ମୃତ୍ୟୁ

ବାଲୁଗାଁ,୨୭।୧୦(ଡି.ଏନ.ଏ.): ବଡ଼ଭାଇଙ୍କ ମୃତ୍ୟୁ ଖବର ପାଇ ଦୁଃଖରେ ମ୍ରିୟମାଣ ହୋଇଗଲେ ସାନଭାଇ। ଭାଇଙ୍କ ମୃତଦେହ ଦେଖି ଚେତା ହରାଇଲେ ସେ। ଡାକ୍ତରଖାନା ନେବା ବାଟରେ ମୃତ୍ୟୁ...

‘ହାସ୍ୟବିଦ୍ୟୁଷୀ’ ପଙ୍କଜିନୀ ଦାଶଙ୍କ ପରଲୋକ

ଢେଙ୍କାନାଳ ଅଫିସ, ୧୯।୮: ଆଉ ନାହାନ୍ତି ଓଡ଼ିଶାର ଖ୍ୟାତନାମା ‘ହାସ୍ୟବିଦ୍ୟୁଷୀ ପଙ୍କଜିନୀ ଦାସ’। ଢେଙ୍କାନାଳ ସହର କୁଞ୍ଜକାନ୍ତ ଉତ୍ତର ମଧୁବନସ୍ଥିତ ବାସ ଭବନରେ ରବିବାର ତାଙ୍କର ପରଲୋକ...

୭ କ୍ରଶର ଉପରେ ଚଢ଼ାଉ

ସଜନାଗଡ଼, ୧୯।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ପ୍ରଶାସନ ପକ୍ଷରୁ ଶୁକ୍ରବାର ମିତ୍ରପୁର ଅଞ୍ଚଳରେ ଥିବା ୭ଟି ପଥର କ୍ରଶର ଉପରେ ଚଢ଼ାଉ କରାଯାଇଛି। ନୀଳଗିରି ଉପ-ଜିଲାପାଳ ହରିଶ୍‌...

ଟ୍ରକ ଓଲଟି ଚାଳକ ମୃତ

କେନ୍ଦୁଝର, ୧୬ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଠି ସ୍ଥିତ ଗନ୍ଧମାର୍ଦ୍ଦନ ଲୌହ ଖଣିରେ ଏକ ଟ୍ରକ ଓଲଟି ପଡିବାରୁ ଚାଳକଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ...

ମା’ଙ୍କ ଆବାହନରେ କୋରାପୁଟ ସହର ଉତ୍ସବମୁଖର

କୋରାପୁଟ,୫।୧୦(ସ୍ବ.ପ୍ର.): ମା’ଦୁର୍ଗାଙ୍କ ଆବାହନରେ ସମଗ୍ର କୋରାପୁଟ ସହର ଉତ୍ସବମୁଖର ହୋଇଉଠିଛି। ଶୁକ୍ରବାର ରାତିରେ ବିଲ୍ବବରଣ ପରେ ମା’ଙ୍କ ଷଷ୍ଠୀ ପୂଜା ଅନୁଷ୍ଠିତ ହୋଇ ଶନିବାର ସପ୍ତମୀ...

ବିଜେଡିରେ ଯୋଗ ଦେଲେ ସ୍ବାଧୀନ କର୍ପୋରେଟର

କଟକ ଅଫିସ, ୨୮।୩(ବ୍ୟୁରୋ): କଟକ ମହାନଗର ନିଗମର ସ୍ବାଧୀନ କର୍ପୋରେଟର ସୋମବାର ବିଜେଡିରେ ଯୋଗଦେଇଛନ୍ତି। ସିଏମ୍‌ସି ୩୧ ନମ୍ବର ୱାର୍ଡର ସ୍ବାଧୀନ କର୍ପୋରେଟର ପ୍ରାର୍ଥୀ ପଦ୍ମିନୀ...

‘ଜୀବନ ଦେବୁ ପଛେ ଭିଟାମାଟି ଛାଡିବୁନି’

ଯାଜପୁର ଅଫିସ,୨୫ା୧୧: ଯାଜପୁର ଜିଲା ପ୍ରଶାସନିକସ୍ତରରେ ଶିଳ୍ପପାଇଁ ଅନୁସୂଚିତ ଜାତି ଓ ଜନଜାତି ଲୋକଙ୍କ ଜମି ଅଧିଗ୍ରହଣ ବେଳେ ଓଡ଼ିଶା ଭୂସଂସ୍କାର ଆଇନର ବ୍ୟାପକ ଉଲ୍ଲଂଘନ...

Advertisement
Archives

Model This Week