ସାପକାମୁଡ଼ାରେ ମହିଳାଙ୍କ ଜୀବନଗଲା

କୋରୁକୋଣ୍ଡା,୨୫।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନାକାମାମୁ ପଞ୍ଚାୟତ ଅନ୍ତର୍ଗତ ବାମରାଇ ଗ୍ରାମର ବାଲିଆ ମୁଦୁଲିଙ୍କ ସ୍ତ୍ରୀ ସୁମି(୩୦)ଙ୍କ ବୁଧବାର ସନ୍ଧ୍ୟାରେ ସାପକାମୁଡ଼ାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପ୍ରତିଦିନ ପରି ସୁମି ଗ୍ରାମର କିଛି ମହିଳାଙ୍କ ସହ ଜମିକୁ ଧାନତଳି ରୋଇବା ପାଇଁ ଯାଇଥିଲେ। କିନ୍ତୁ ଏକ ବିଷାକ୍ତ ସାପ ସୁମିଙ୍କୁ କାମୁଡ଼ି ଦେବାରୁ ତାଙ୍କ ସହଯୋଗୀ ଓ ପରିବାର ଲୋକେ ତାଙ୍କୁ ଚିତ୍ରକୋଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁବାର ସୁମିଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଥିବା ବେଳେ ହରିଶ୍ଚନ୍ଦ୍ର ଯୋଜନାରେ ଅନ୍ତର୍ଭୁକ୍ତ କରି ମୃତ ସୁମିଙ୍କ ପରିବାରକୁ ୨୦୦୦ ଟଙ୍କା ମଧ୍ୟ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ୱରୀ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ: ଇଞ୍ଜିନ୍‌ରେ ଲାଗିଲା ନିଆଁ, ୩ କର୍ମଚାରୀ ମୃତ

ରାୟଗଡ଼ା ଅଫିସ/ଜୟପୁର,୨୫।୬(ନି.ପ୍ର.): ରାୟଗଡ଼ା ଜିଲା ସିଙ୍ଗାପୁର ରୋଡ୍‌-କେଉଟଗୁଡ଼ା ମଝିରେ ମଙ୍ଗଳବାର ଅପରାହ୍ନ ସାଢ଼େ ୪ଟା ସମୟରେ ସମଲେଶ୍ୱରୀ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରାକ୍‌ ଲାଇନ୍‌ ମରାମତି...

ଦକ୍ଷିଣ-ପଞ୍ଚିମାଞ୍ଚଳ ଡିଆଇଜି ରେଞ୍ଜ ପୋଲିସରେ ଅଦଳବଦଳ : ୮ ଇନ୍ସପେକ୍ଟର, ୩ ସବ୍‌ଇନ୍ସପେକ୍ଟର, ୪ ଏଏସ୍‌ଆଇଙ୍କ ବଦଳି

କୋରାପୁଟ,୨୨।୭(ସ୍ବ.ପ୍ର.): କୋରାପୁଟ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ରେଞ୍ଜ ଅଧୀନରେ ପୋଲିସସ୍ତରରେ ଅଦଳବଦଳ ହୋଇଥିବା ରେଞ୍ଜ କାର୍ଯ୍ୟାଳୟର ବିଜ୍ଞପ୍ତିରୁ ଜଣାଯାଇଛି ା ଏଥିରେ ୮ ଜଣ ଇନ୍ସପେକ୍ଟର, ୩...

ଲିମାମେଡା ନିକଟରେ ହାତୀପଲ

ଗୁଣପୁର,୧୫।୧୧(ଡି.ଏନ୍‌.ଏ): ରାୟଗଡା ଜିଲା ଗୁଣପୁର ସହର ନିକଟ ଲିମାମେଡା ଅଞ୍ଚଳରେ ଗତ ସପ୍ତାହ ହେବ ୬ ଟିକିଆ ହାତୀ ପଲ ଚଳପ୍ରଚଳ କରୁଥିବାବେଳେ ସେମାନଙ୍କୁ ଦେଖିବା...

ରାୟଗଡ଼ାରେ ଗୋଟିଏ ଗ୍ରାମରୁ ଚିହ୍ନଟ ହେଲେ ୭୪ ପଜିଟିଭ

ରାୟଗଡା ଅଫିସ, ୩।୭: ରାଜ୍ୟରେ ଶୁକ୍ରବାର ଗୋଟିଏ ଦିନରେ ୫୬୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ରାୟଗଡ଼ା ଜିଲାରୁ ୭୬ଜଣ ରହିଛନ୍ତି । ତେବେ...

ଡାବୁଗାଁରେ ବିଜେଡିର ମନୋହର ରନ୍ଧାରୀ ବିଜୟୀ

ନବରଙ୍ଗପୁର, ୨୩।୫(ବି.ପ୍ର.)-ଡାବୁଗାଁ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ବିଜୟୀ ହୋଇଛି। ବିଜେଡିର ମନୋହର ରନ୍ଧାରୀ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଭୁଜବଳ ମାଝିଙ୍କଠାରୁ ୭,୩୯୨ ଭୋଟରେ ଜିତିଛନ୍ତି।ମନୋହର...

୧୦୮ ଆମ୍ବୁଲାନ୍ସର ଅପବ୍ୟବହାର କରୁଛନ୍ତି ଲୋକେ

ପଦ୍ମପୁର,୧୩।୬ (ଡି.ଏନ୍‌.ଏ.): ଦୁର୍ଘଟଣା କିମ୍ବା କୌଣସି ରୋଗରେ ଗୁରୁତର ଥିବା ବ୍ୟକ୍ତିଙ୍କୁ ଠିକ୍‌ ସମୟରେ ଡାକ୍ତରଖାନାରେ ପହଞ୍ଚାଇ ଜୀବନ ରକ୍ଷା କରିବା ଉଦ୍ଦେଶ୍ୟରେ ସରକାର ୧୦୮ ଆମ୍ବୁଲାନ୍ସ...

ଔଷଧ ଦୋକାନରେ ଗ୍ରାହକଙ୍କ ପାଟିତୁଣ୍ଡରୁ ହତ୍ୟାକାଣ୍ଡ

ଗୁଣପୁର,୧୨।୧୧(ଡି.ଏନ୍‌.ଏ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ପୁଟାସିଂରେ ଜଣେ ଯୁବକଙ୍କ ଆକ୍ରମଣରେ ରୁଟି ବ୍ୟବସାୟୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଅଛନ୍ତି।...

କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ: ଶାହାଙ୍କ କୁଶପୁତ୍ତଳିକା ଦାହ

ରାୟଗଡ଼ା ଅଫିସ,୨୮।୨: ଜିଲା ପ୍ରଦେଶ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ରାୟଗଡ଼ା ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ...

Advertisement
Archives

Model This Week