ସାପୁଆ ନଦୀରେ ଭାସି ବୃଦ୍ଧା ନିଖୋଜ ଘଟଣା: ମୃତଦେହ ଉଦ୍ଧାର

ଭାପୁର,୧୫।୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ସାପୁଆ ନଦୀରେ ଭାସି ଯାଇ ସତୀ ଘଡେଇ (୮୩) ନାମରେ ଜଣେ ବୃଦ୍ଧା ରବିବାର ସକାଳେ ନିଖୋଜ ହୋଇଯାଇଥିଲେ। ତେବେ ପରିବାର ଲୋକଙ୍କ ପକ୍ଷରୁ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରାଯାଉଥିବା ବେଳେ ଭାପୁର ଅଗ୍ନିଶମ କର୍ମଚାରୀ ପହଞ୍ଚି ତାଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ଖବରପାଇ ଭାପୁର ପୋଲିସ ମୃତଦେହ ବ୍ୟବଚ୍ଛେଦ ଲାଗି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌କୁ ପଛରୁ ଧକ୍କା ଦେଲା ବାଇକ୍‌: ଜଣେ ମୃତ

ନୂଆଗାଁ,୧୯।୧୦(ଡି.ଏନ୍‌.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ଗଦାଧରପୁରଠାରେ ଶୁକ୍ରବାର ରାତିରେ ଏକ ଟ୍ରକ୍‌କୁ ବାଇକ୍‌ ପଛରୁ ଧକ୍କା ଦେଇଛି। ଫଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି...

ହ୍ରାସ ପାଉଛି କେନ୍ଦୁପତ୍ର ଉତ୍ପାଦନ

କଣିହାଁ,୪।୩(ଡି.ଏନ.ଏ.) – ଫେବୃୟାରୀ ଯାଇ ମାର୍ଚ୍ଚ ହେଲାଣି। ହେଲେ ଏଯାଏ ତାଳଚେର ଉପଖଣ୍ଡରେ ଆରମ୍ଭ ହୋଇନି କେନ୍ଦୁପତ୍ର ଉତ୍ପାଦନ। ଗତବର୍ଷ ଧାର୍ଯ୍ୟଲକ୍ଷ୍ୟ ପୂରଣ ହୋଇପାରି ନ...

ସାକ୍ଷୀଗୋପାଳ ସ୍ବାସ୍ଥ୍ୟକେନ୍ଦ୍ର ସମସ୍ୟା ସୁଧୁରୁନି

ସାକ୍ଷୀଗୋପାଳ,୧୫।୬(ସ୍ବ.ପ୍ର.): ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ଦେଢଲକ୍ଷ ଲୋକ ନିର୍ଭର କରନ୍ତି। ସ୍ବାସ୍ଥ୍ୟସେବା ଓ ପରିମଳ ବ୍ୟବସ୍ଥା ପାଇଁ ଏହି ସ୍ବାସ୍ଥ୍ୟକେନ୍ଦ୍ର...

ଅନିର୍ଦ୍ଦିଷ୍ଟ କାଳ ପାଇଁ ଶିମିଳିପାଳ ବନ୍ଦ

ବାରିପଦା ଅଫିସ,୧୫ା୧୧: ଚଳିତମାସ ୧ ତାରିଖରୁ ଖୋଲିଥିବା ଶିମିଳିପାଳକୁ ପୁଣି ଥରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରି ଦିଆଯାଇଛି। ଏବେ ରାଜ୍ୟର ବିଭିନ୍ନ ସ୍ଥାନରେ...

ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ତାଲା

ଖଣ୍ଡପଡ଼ା,୨୩ା୧୦(ସ୍ବ.ପ୍ର.): କେନ୍ଦ୍ର ସରକାର ପ୍ରତି ପଞ୍ଚାୟତରେ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିର୍ମାଣ ନିମନ୍ତେ ୧୦ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦେଉଛନ୍ତି। ବିଭିନ୍ନ ପଞ୍ଚାୟତରେ ଏହି...

ନବାନ୍ନରେ ଉତ୍ସବମୁଖର ଯୋରନ୍ଦା

ଢେଙ୍କାନାଳ ଅଫିସ, ୯।୯:  ମହିମାଧର୍ମର ମୁଖ୍ୟପୀଠ ଯୋରନ୍ଦା ମହିମାଗାଦିରେ ଭାଦ୍ରବ ଶୁକ୍ଲପକ୍ଷ ଦ୍ୱିତୀୟା ତିଥିରେ ବୁଧବାର ଅନୁଷ୍ଠିତ ହୋଇଯାଇଛି ନବାନ୍ନ ଉତ୍ସବ। କୋଭିଡ୍‌ କଟକଣା ମଧ୍ୟରେ ସମସ୍ତ...

ସଂସ୍କୃତିପ୍ରେମୀ ଶ୍ୟାମପ୍ରକାଶ: ୪ ହଜାର ସେଲିବ୍ରିଟିଙ୍କ ସହ ଉଠାଇଛନ୍ତି ଫଟୋ

ପୁରୀ ଅଫିସ,୧୩।୨: କଳା, ସଂସ୍କୃତି ଓ ସାହିତ୍ୟ ସହ ଯୋଡ଼ି ହୋଇ ରହୁଥିବା ପରିଚିତ ବ୍ୟକ୍ତିତ୍ୱ ହେଲେ ଶ୍ୟାମ ପ୍ରକାଶ ସେନାପତି। ପୁରୀ ସହରର ଗଳିକନ୍ଦିରେ...

୪୦ ଗ୍ରାମ ବ୍ରାଉନସୁଗାର, ୧.୧୦ ଲକ୍ଷ ଟଙ୍କା ଜବତ

ଖୋର୍ଦ୍ଧା ଅଫିସ, ୨୫ ।୧୨: ଖୋର୍ଦ୍ଧା ଜିଲା ଜଟଣୀ ଥାନା ପୋଲିସ ଓ କୁଇକ୍‌ ଆକ୍ସନ ଟିମ୍‌ ପକ୍ଷରୁ ଚଢ଼ାଉ କରାଯାଇ ବୁଧବାର କୁଦୁପୁର ଛକରୁ...

Advertisement
Archives

Model This Week