ସାପ୍ତାହିକ ହାଟ ସ୍ଥାନାନ୍ତର

ବଇଣ୍ଡା, ୧୨।୪(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡାର ରବିବାର ହେଉଥିବା ସାପ୍ତାହିକ ହାଟକୁ ପୋଲିସ ପ୍ରଶାସନ ପକ୍ଷରୁ ବଇଣ୍ଡା ହାଇସ୍କୁଲ ନିକଟସ୍ଥ ଏକ ଖୋଲା ପଡିଆକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ବିଭିନ୍ନ ଅଞ୍ଚଳରୁ ଆସିଥିବା ଚାଷୀମାନେ ସାମାଜିକ ଦୂରତା ରକ୍ଷା କରି ବ୍ୟବସାୟ କରିଥିଲେ। ହଣ୍ଡପା ଆଇଆଇସି ଲବ ବୋଡା ଓ ନୁନୁକାପଶି ସରପଞ୍ଚ ଜଳଧର ସାହୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଣନଇରେ ପିଇବାକୁ ନାହିଁ ପାଣି; ରାସ୍ତାରୋକୋ କହିଲେ ମହିଳା, ବୋରୱେଲ ଖୋଳିବାକୁ ନିର୍ଦ୍ଦେଶ ଦେଲେ ବିଧାୟକ

ପୁରୁଷୋତ୍ତମପୁର,୯।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଗ୍ରାମ୍ଯ ଜଳଯୋଗାଣ ବିଭାଗୀୟ ଅଧିକାରୀଙ୍କ ଖେଳ ଲୋକଙ୍କ ପାଇଁ କାଳ ସାଜିଛି । ଫଳରେ ବଡଖରିଡା ପଞ୍ଚାୟତର ବାଣନଇରେ…

ତାମିଲନାଡୁରେ ନୂଆ ସରକାରଙ୍କୁ ନେଇ ସସପେନ୍ସ ଜାରି! ବିଜୟଙ୍କ ସାମ୍ନାରେ ସର୍ତ୍ତ ପରେ ସର୍ତ୍ତ

ଚେନ୍ନାଇ,୯।୫: ତାମିଲନାଡୁରେ ନୂତନ ସରକାର ଗଠନକୁ ନେଇ ସସପେନ୍ସ ଜାରି ରହିଛି। ଅଭିନେତା ବିଜୟଙ୍କ ଦଳକୁ ସମର୍ଥନ ଦେବା ପୂର୍ବରୁ, ତାମିଜାଗା ଭେଟ୍ରି କାଝାଗମ (ଟିଭିକେ), ଥୋଲ…

ଜାହାଜରୁ ତେଲ ନେଇ ସମୁଦ୍ରରେ ଯାଉଥିଲା ଡଙ୍ଗା, ଧରିଲା ପାଟ୍ରୋଲିଂ ପୋଲିସ, ଡଙ୍ଗାରୁ ଡେଇଁ…

ପାରାଦୀପ,୯ା୫(ଶରତ ରାଉତ): ପାରାଦୀପ ସାମୁଦ୍ରିକ ଥାନା ପୋଲିସ ଶନିବାର ଏକ ଚୋରା ତେଲ ଡଙ୍ଗା ଜବତ କରିଛି। ଉକ୍ତ ଡଙ୍ଗାରେ ପ୍ରାୟ ୫ ହଜାରରୁ ଅଧିକ ଲିଟର…

ପୁଅ ମୁଖ୍ୟମନ୍ତ୍ରୀ ହେବା ପରେ ଏପରି କହିଦେଲେ ଶୁଭେନ୍ଦୁଙ୍କ ମା’, ଇଲିଶି ମାଛ…

କୋଲକାତା,୯।୫: ଶନିବାର ଦିନ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି । ସେ ଏହି ପଦବୀ ହାସଲ କରିବାରେ ପ୍ରଥମ ଭାଜପା…

ଚେକ୍‌ ବାଉନ୍ସ ମାମଲା: ଦୁଇଗୁଣା ଅର୍ଥ ଦେବାକୁ ନିର୍ଦ୍ଦେଶ ଦେଇ କୋର୍ଟ କହିଲେ ଅଭିଯୁକ୍ତଙ୍କୁ…

ଭଞ୍ଜନଗର,୯ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି ଭିୟେନା ନାୟକ ଏକ ଚେକ୍‌ ବାଉନ୍ସ ମାମଲା ବିଚାର କରି ଅଭିଯୁକ୍ତ ରଞ୍ଜନ ସ୍ବାଇଁଙ୍କୁ ଏକ ବର୍ଷ କାରାଦଣ୍ଡ…

ବଲିଉଡର ବାସ୍ତବତା ଉପରୁ ପରଦା ଅମିଷା ପଟେଲ: କଲେ ଚାଞ୍ଚଲ୍ୟକର ଖୁଲାସା

ପୁଣି ଚର୍ଚ୍ଚାରେ ‘ଗଦର ଗର୍ଲ’ ଅମିଷା ପଟେଲ। କୌଣସି ନୂଆ ଫିଲ୍ମ ପାଇଁ ନୁହେଁ, ବରଂ ନିଜ ମନ୍ତବ୍ୟ ପାଇଁ। ‘କହୋ ନା… ପ୍ୟାର ହୈ’ ଏବଂ…

ଆସୁଛି ଲଘୁଚାପ; ଏହି ଜିଲାରେ ହୋଇପାରେ ପ୍ରବଳ ବର୍ଷା, ଓଡ଼ିଶାରେ…

ଭୁବନେଶ୍ବର,୯ା୫: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତ୍ତନଠାରୁ ଦେଢ଼ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ ଦିନରେ ଏହା ଆହୁରି ଘନୀଭୂତ…

ମାସକୁ ଏତିକି ଟଙ୍କା ଦରମା ପାଇବେ ଶୁଭେନ୍ଦୁ ଅଧିକାରୀ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲକାତା,୯।୫: ପଶ୍ଚିମବଙ୍ଗର ଜଣେ ନୂତନ ମୁଖ୍ୟମନ୍ତ୍ରୀ ଅଛନ୍ତି। ଭାଜପାର ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏବେ ସବୁଠାରୁ ବଡ଼ ପ୍ରଶ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri