ସାପ କାମୁଡ଼ାରେ ଆଶା କର୍ମୀଙ୍କ ଜୀବନ ଗଲା

ଠାକୁରମୁଣ୍ଡା,୨୭ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ସାଲେଇବେଡା ପଞ୍ଚାୟତ ରାଣୀଭୋଳ ଗ୍ରାମର ଆଶା କର୍ମୀ ଅମ୍ବିକା ମହାନ୍ତଙ୍କ ବୁଧବାର ସାପ କାମୁଡ଼ାରେ ପ୍ରାଣହାନୀ ଘଟିଛି। ମଙ୍ଗଳବାର ରାତିରେ ସେ ଘରେ ଶୋଇଥିବା ବେଳେ ଏକ ବିଷଧର ସାପ ତାଙ୍କୁ କାମୁଡି ଦେଇଥିଲା। ଚିକିତ୍ସା ପାଇଁ ପ୍ରଥମେ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟ ଓ ପରେ କେନ୍ଦୁଝର ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା ବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଉଲ୍ଲେଖନୀୟ ସେବା କାର୍ଯ୍ୟ ପାଇଁ ସେ ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ପୁରସ୍କୃତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ମୃତ୍ୟୁର ୧୦ବର୍ଷ ପରେ ମିଳିନି ଭତ୍ତା

କଣ୍ଟାବାଞ୍ଜି, ୨ା୯(ଡି.ଏନ.ଏ.) – ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ହିଆଁଲ ପଞ୍ଚାୟତ ଅନ୍ତର୍ଗତ ଦାବିରି ଗାଁର ଭୁଲେଶ୍ୱରୀ ମଲ୍ଲିକ(୪୭)। ୨୦୧୦ରେ ସ୍ବାମୀ ଶ୍ରୀଧର ମଲ୍ଲିକଙ୍କ ମୃତ୍ୟୁ...

ଜାନୁୟାରୀ ୫ରୁ ମାଟ୍ରିକ୍‌ ସମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା

କଟକ ଅଫିସ,୨୧।୧୨: ଜାନୁୟାରୀ ୫ ତାରିଖରୁ ମାଟ୍ରିକ୍‌ ସମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା ଆରମ୍ଭ ହେବ। ତେବେ ଏହି ପରୀକ୍ଷା ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ...

ଜିଲା ପ୍ରଶାସନକୁ ପ୍ରଶଂସା କଲେ ନବୀନ

ଭଦ୍ରକ ଅଫିସ,୧୪।୪: କରୋନା ଭାଇରସ୍‌ ମୁକାବିଲା କ୍ଷେତ୍ରରେ ଭଦ୍ରକ ଜିଲାପ୍ରଶାସନର କାର୍ଯ୍ୟକୁ ଭୁୟସୀ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟର ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଜିଲାପ୍ରଶାସନକୁ...

ଅପମିଶ୍ରିତ ମଦ ନେଲା ଜୀବନ

ବନ୍ତ,୮।୪: ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ ହାସିନପୁର ଗ୍ରାମର ଅଭିମନ୍ୟୁ ରାଉତ ନାମକ ଜଣେ ବ୍ୟକ୍ତିଙ୍କ ମଦ ଜନିତ ମୃତ୍ୟୁ ଘଟିଥିବା ଅଭିଯୋଗ...

ଗୁଣିଗାରେଡ଼ି ସନ୍ଦେହରେ ଡବଲ ମର୍ଡର

ଆମ୍ବାଦୋଳା,୨୧।୬(ଡ଼ି.ଏନ.ଏ)- ରାୟଗଡ଼ା ଜିଲା ଆମ୍ବାଦୋଳା ଥାନା ଅନ୍ତର୍ଗତ ସୁକଲାଭଟା ଗ୍ରାମରେ ଗୁରୁବାର ଗୁଣି ଗାରେଡ଼ି ସନ୍ଦେହରେ ଦୁଇଜଣଙ୍କୁ ହତ୍ୟା କରାଯାଇଛି । ମୃତକ ଦ୍ୱୟ ହେଲେ...

ଶଙ୍ଖ ଧରିଲେ ଜେଏମ୍‌ଏମ୍‌ ଉପ ସଭାପତି ଶିବିୟାନ ଆଇଣ୍ଡ

ଭୁବନେଶ୍ୱର,୫।୧(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁରର ଜେଏମ୍‌ଏମ୍‌ ବିଧାୟକ ପ୍ରାର୍ଥୀ ତଥା ରାଜ୍ୟ ଜେଏମ୍‌ଏମ୍‌ ଉପ ସଭାପତି ଶିବିୟାନ ଆଇଣ୍ଡ ବୁଧବାର ବିଜେଡିରେ ଯୋଗ ଦେଇଛନ୍ତି। ସେ...

ଦ୍ରୁତଗତିରେ ଟ୍ରକ ଚଳାଇବାକୁ ନେଇ ଡ୍ରାଇଭରଙ୍କୁ ମାଡ଼: ଶାନ୍ତି କମିଟି ବୈଠକ ଜାରି

ଢେଙ୍କିକୋଟ, ୩୧ା୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ସାନ୍ତରାପୁର ଗ୍ରାମରେ ଦ୍ରୁତଗତିରେ ଟ୍ରକ ଚଳାଚଳକୁ ନେଇ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଜଣେ...

କଳାହାଣ୍ଡି ଜିଲାର ୩୨ ବିଦ୍ୟାଳୟକୁ ମିଳିବ ‘ଗାରିମା ରୌପ୍ୟ’ ପୁରସ୍କାର

ଭବାନୀପାଟଣା, ୩୧।୧ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ୩୨ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ‘ଗାରିମା ରୌପ୍ୟ’ ପୁରସ୍କାର ମିଳିବ। ଏ ନେଇ ଛାତ୍ରୀଛାତ୍ର, ଅଭିଭାବକ...

Advertisement
Archives

Model This Week