ସାପ କାମୁଡ଼ାରେ ଛାତ୍ରୀଙ୍କ ମୃତ୍ୟୁ

ଭଦ୍ରକ ଅଫିସ, ୧୭।୮ – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ମୌସୁଧା ଗ୍ରାମର କଲେଜ ପଢୁଆ ଛାତ୍ରୀ ରୀନାରାଣୀ ନାୟକଙ୍କର ଶନିବାର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ସେ ଶୁକ୍ରବାର ରାତିରେ ଶୋଇଥିବା ବେଳେ ଘରେ ପଶି ସାପ କାମୁଡ଼ି ଦେଇଥିବା ଜଣାପଡ଼ିଛି। ଚିକିତ୍ସା ପାଇଁ ତାଙ୍କୁ ଜିଲା ଚିକିତ୍ସାଳୟକୁ ନିଆଯାଇଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଟାଉନ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳିମାଡ଼ରେ ଆହତ କଂଗ୍ରେସ ବିଧାୟକ ପ୍ରାର୍ଥୀଙ୍କ ପ୍ରାଣ ଗଲା

ଆସିକା,୨୫ା୫(ଡି.ଏନ୍‌.ଏ.)- ସାଧାରଣ ନିର୍ବାଚନ ଭୋଟ ଗଣତି ପୂର୍ବ ରାତିରେ ଦୁର୍ବୃତ୍ତଙ୍କ ଆକ୍ରମଣ ଓ ଗୁଳିମାଡ଼ରେ ଗୁରୁତର ଆହତ ହୋଇଥିବା ଆସିକା କଂଗ୍ରେସ ବିଧାୟକ ପ୍ରାର୍ଥୀ ମନୋଜ...

ବଲାଙ୍ଗୀରରେ ବଦଳିଲା କର୍ଫ୍ୟୁ ଘୋଷଣା: ରାତି ୯ଟା ଯାଏ ବଢ଼ିଲା ଅବଧି, ତାଲିକାରେ ଯୋଡ଼ାଗଲା ମଦନଗୁଡ଼ିଆ ବଗିଚାରୁ ଭାଗିରଥି ଛକ ରାସ୍ତା

ବଲାଙ୍ଗୀର ଅଫିସ,୧୫।୪: ପ୍ରବାସୀ ଶ୍ରମିକଙ୍କ ଫେରିବାକୁ ନେଇ ବଲାଙ୍ଗିର ଜିଲା ପ୍ରଶାସନ ସହରର କେତୋଟି ରାସ୍ତାରେ କର୍ଫ୍ୟୁ ଘୋଷଣା କରିଥିଲେ। ଗୁରୁବାର ସେହି ଘୋଷଣାରେ ସାମାନ୍ୟ...

ଡୁବୁରୀ ଛକରେ ସ୍ଥାପନ ହେବ ଟ୍ରାଫିକ ଲାଇଟ୍‌ ସିଗନାଲ

ଯାଜପୁର ଟାଉନ,୧।୨(ଡି.ଏନ.ଏ): ସଡ଼କ ସୁରକ୍ଷା ସମ୍ପର୍କିତ ପ୍ରଥମ ପାର୍ଲାମେଣ୍ଟାରୀ କମିଟି ବୈଠକ ଜିଲାପରିଷଦ ସଭାଗୃହଠାରେ ଏମ୍‌ପି ଶର୍ମିଷ୍ଠା ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଦେଶରେ ସଡ଼କ...

୨ ଅଣଓଡ଼ିଆ ମହିଳା ଗିରଫ, ଗହଣା ଜବତ

ଦିଗପହଣ୍ଡି,୧୨ା୩(ଡି.ଏନ.ଏ.) ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମସ୍ଥିତ ମା’ ବାଙ୍କେଶ୍ୱରୀଙ୍କ ଯାତ୍ରାରେ ସୋମବାର ସିଦ୍ଧେଶ୍ୱର ଗଣିଆ ନାଳ ଛକରେ ରହୁଥିବା ସୂର୍ଯ୍ୟମଣି ସାହୁ ନାମ୍ନୀ ମହିଳାଙ୍କ ବେକରୁ ପ୍ରାୟ...

ବେଆଇନ ବାଲି ଖାଦାନରେ ଚଢ଼ାଉ: ୨୧ ଟ୍ରାକ୍ଟର ଜବତ

ଭଣ୍ଡାରିପୋଖରୀ, ୨୫ା୬(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବୈତରଣୀ ନଦୀର ବନ୍ଦାଲୋ ମଢିଆଳିଠାରୁ ଷୋଳମପୁର ପଞ୍ଚାୟତର ଦାଣ୍ଡକୁଳ ପର୍ଯ୍ୟନ୍ତ ବିଭିନ୍ନ ଘାଟରୁ ଶହ ଶହ ଟ୍ରିପ...

ପେଟ୍ରୋଲ ପମ୍ପରେ ଛିଡ଼ା ହୋଇଥିବା ଟ୍ରକରୁ ଲୁଟ ,୨ ଗିରଫ

ବଡବିଲ, ୩ା୪(ସ୍ବ.ପ୍ର.)-ପେଟ୍ରୋଲ ପମ୍ପରେ ଛିଡା ହୋଇଥିବା ଏକ ଟ୍ରକରୁ ଲୁଟ ଅଭିଯୋଗରେ କେନ୍ଦୁଝର ଜିଲା ବଡବିଲ ପୋଲିସ ଶୁକ୍ରବାର ୨ ଜଣ ଲୁଟେରାଙ୍କୁ ଗିରଫ କରି...

ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର

ଛେଣ୍ଡିପଦା,୭।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବନାଞ୍ଚଳ କର୍ଣ୍ଣପାଳ ଗ୍ରାମ କଦମ୍ବଘାଟ ସାହିର ନୂଆଦେଇ ମାଝି (୬୧) ରବିବାର ସକାଳେ ଘରଠାରୁ ୫୦୦ମିଟର ଦୂର ଆଉଁଳି ନଦୀରୁ...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ଜୀବନଗଲା

ଭବାନୀପାଟଣା,୧୭।୫(ଡି.ଏନ୍‌.ଏ.): ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କାମଠଣା ବାଲିଜୋର ଛକରେ ଗୁରୁବାର ବିଳମ୍ବିିତ ରାତିରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛିି...

Coronavirus Update

Archives

Model This Week

Why Dharitri