Posted inରାଜ୍ୟ

ସାପ କାମୁଡ଼ାରେ ବୃଦ୍ଧା ମୃତ

ଭାପୁର,୧୦ା୭(ଡି.ଏନ୍‌.ଏ.): ଗୁହାଳରୁ ଗୋବର ଆଣି ଗାଣ୍ଡୁଆରେ ଧରି ଘର ପଛ ପଟେ ଥିବା ଖତଗାଡ଼ରେ ପକାଇବାକୁ ଯାଇଥିବାବେଳେ ମଙ୍ଗଳବାର ସନ୍ଧ୍ୟାରେ ଏକ ବିଷାକ୍ତ ସାପ କାମୁଡ଼ାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଉଛନ୍ତି ନୟାଗଡ଼ ଜିଲା ଭାପୁର ବ୍ଲକ ଫତେଗଡ଼ ପଞ୍ଚାୟତସ୍ଥ ପାର୍ବତୀପୁର ଗ୍ରାମର ମଙ୍ଗୁଳି ବେହେରାଙ୍କ ସ୍ତ୍ରୀ ହାରାମଣି ବେହେରା (୬୨)। ସାପଟି କାମୁଡ଼ି ଦେବା ପରେ ବିଷ ପ୍ରଭାବରେ ସେ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ହିଁ ଅଚେତ ହୋଇ ପଡ଼ିଯାଇଥିଲେ। ତେବେ ସମ୍ପର୍କୀୟ ଓ ଗ୍ରାମବାସୀଙ୍କ ସହଯୋଗରେ ହାରାମଣିଙ୍କୁ ଭାପୁର ଡାକ୍ତରଖାନାକୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବୁଧବାର ସକାଳେ ଖଣ୍ଡପଡ଼ା ଡାକ୍ତରଖାନାଠାରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ଗ୍ରାମ ଶ୍ମଶାନରେ ଶବ ଦାହ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପ ବନ୍ଦରରେ ଲାଗିଲା ଜାହାଜ: ୧୫ କରୋନା ପଜିଟିଭ, ୨ ଗୁରୁତର

ପାରାଦୀପ,୨୯।୩(ସ୍ବ:ପ୍ର.): ପାରାଦୀପ ବନ୍ଦରକୁ ଆସିଥିବା ଏମ୍‌ଭି ଏପିଜେ କାୟର୍ସ ନାମକ ପଣ୍ୟବାହୀ ଜାହାଜରେ ଥିବା ୨୮ଜଣ ନାବିକଙ୍କ ମଧ୍ୟରୁ ୧୫ ଜଣଙ୍କ ଠାରେ କରୋନା ଭୂତାଣୁ...

ମହିଳାଙ୍କୁ ବଳାତ୍କାର ଅଭିଯୋଗ, ଯୁବକ ଗିରଫ

ଫୁଲବାଣୀ ଅଫିସ, ୮ା୧୨-ଚାକିରି କରାଇ ଦେବାକୁ କହି ଜଣେ ଆଦିବାସୀ ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଖଜୁରିପଡା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ...

ସରକାରୀ ଯୋଜନାରୁ ବଞ୍ଚିତ ୯ ହିତାଧିକାରୀ: ଆବେଦନ ସତ୍ତ୍ୱେ ମିଳୁନି ଭତ୍ତା

ବଅଁରପାଳ, ୩୧।୫ (ଡି.ଏନ୍‌.ଏ.) – ସରକାର ବୃଦ୍ଧା, ବୃଦ୍ଧ, ସ୍ବାମୀହରା ଓ ଭିନ୍ନକ୍ଷମମାନଙ୍କୁ ଭତ୍ତା ଦେବାର ବ୍ୟବସ୍ଥା କରିଛନ୍ତି। ହେଲେ ଅନେକ ସମୟରେ ଏହି ଯୋଜନାରେ...

ସମଲେଶ୍ୱରୀ ଏକ୍ସପ୍ରେସ୍‌ ଟ୍ରେନ୍‌ ଦୁର୍ଘଟଣା ପ୍ରସଙ୍ଗ: ରେଳମନ୍ତ୍ରୀଙ୍କ ସହ କଥା ହେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ରାୟଗଡା ଜିଲାରେ ମଙ୍ଗଳବାର ସମଲେଶ୍ୱରୀ ଏକ୍ସପ୍ରେସ ଟ୍ରେନ ଦୁର୍ଘଟଣାଗ୍ରସ୍ତ ହୋଇଛି। କର୍ତ୍ତବ୍ୟରତ ରେଳ କର୍ମଚାରୀଙ୍କ ମୃତ୍ୟୁରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଦୁଃଖପ୍ରକାଶ...

ରମାଦେବୀ ପରିସରରୁ ଉଠିଯିବ ଯୁକ୍ତ ୨ କଲେଜ

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରମାଦେବୀ ବିଶ୍ୱବିଦ୍ୟାଳୟ ପରିସରରୁ ଜୁନିଅର କଲେଜ ଉଠିଯିବ। ୟୁନିଟ-୯ ଗାର୍ଲସ ହାଇସ୍କୁଲ ପରିସରରେ ଯୁକ୍ତ ୨ କଲେଜ ପ୍ରତିଷ୍ଠା ହେବ। ଏନେଇ ହାଇସ୍କୁଲ ପରିସରରେ...

ଜେଇଇ ପରୀକ୍ଷାର୍ଥୀଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବେ ସରକାର

ଭୁବନେଶ୍ୱର,୨୮।୮(ବ୍ୟୁରୋ)- ଆସନ୍ତା ସେପ୍ଟେମ୍ବର ୧ରୁ ୬ ତାରିଖ ମଧ୍ୟରେ ସମଗ୍ର ଦେଶରେ ଜେଇଇ(ମେନ୍‌) ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଏଥିସହିତ ସେପ୍ଟେମ୍ବର ୧୩ ତାରିଖରେ ଏନ୍‌ଇଇଟି...

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ; ମୋଟ ସଂଖ୍ୟା ପହଞ୍ଚିଲା ୧୭୮

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ଅପରାହ୍ନରେ ବାଲେଶ୍ୱରରୁ ଆଉ ଜଣେ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଏହାକୁ...

କମେଣ୍ଟ ମାରୁଥିବା ଯୁବକଙ୍କୁ କାବୁ କରି ପୋଲିସ ଜିମାଦେବା ଘଟଣା: ଶର୍ମିଷ୍ଠାଙ୍କୁ ସମ୍ମାନିତ କଲେ ଏସ୍‌ପି

ବଲାଙ୍ଗୀର ଅଫିସ, ୨ା୧୦-ହାଇସ୍କୁଲରେ ପଢୁଥିବା ଦୁଇ ସାନ ଭଉଣୀ ଓ ତାଙ୍କ ସହାପାଠିନୀଙ୍କୁ ବାରମ୍ବାର କମେଣ୍ଟ ମାରି ହଇରାଣ କରୁଥିବା ଜଣେ ଉଦ୍ଧତ ଯୁବକଙ୍କୁ ବିଚ୍‌...

Advertisement


Archives

Model This Week

Why Dharitri