ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ: ସରକାରୀ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି

ମାଧପୁର,୨୦।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ଅନ୍ତର୍ଗତ କମ୍ପ୍ଲଲା ପଞ୍ଚାୟତ ଛେପ୍ରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ସାପ କାମୁଡାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଦ୍ରୌପଦୀ ବୁଡାଏକ (୨୮)। ସେ ଶୋଇଥିବା ସମୟରେ ଏପରି ଘଟିଥିଲା। ପରେ ତାଙ୍କୁ ଆଠମଲ୍ଲିକ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ମୃତକଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜର ୫ ବୁଥ୍‌ରେ ଚାଲିଛି ସାନି ମତଦାନ

ବାରିପଦା ଅଫିସ,୧୯।୫: ମୟୂରଭଞ୍ଜ ଜିଲାର ୫ଟି ବୁଥ୍‌ରେ ରବିବାର ସାନି ମତଦାନ କରାଯାଉଛି। ବାରିପଦା ବିଧାନସଭା ନିର୍ବାଚନମଣ୍ଡଳୀର ୧୬ନଂ ବୁଥ୍‌-ଭୁଗୁଡ଼ାକଟା, ୧୯ନଂ ବୁଥ୍‌-ପୂର୍ଣ୍ଣଚନ୍ଦ୍ରପୁର, ଖଣ୍ଟା ବ୍ଲକର...

ପରୀକ୍ଷା କେନ୍ଦ୍ର ପରିବର୍ତ୍ତନ ଦାବି ତେଜିଲା

ବାରିପଦା ଅଫିସ,୧୭।୪: ମୟୂରଭଞ୍ଜ ଜିଲା ବଡ଼ସାହି ଆଦର୍ଶ ବିଦ୍ୟାଳୟ ୧୦ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କର ଟର୍ମ-୨ପରୀକ୍ଷା ନିମନ୍ତେ ୧୨୦କି.ମି. ଦୂର ରାଇରଙ୍ଗପୁର ଠାରେ କେନ୍ଦ୍ର କରାଯିବାକୁ ନେଇ ଅଭିଭାବକ...

ପ୍ରଥମ ଭର୍ଚୁଆଲ କୋର୍ଟରୁମ୍‌ ଉଦ୍‌ଘାଟିତ

କଟକ ଅଫିସ,୨।୧୧: ଅନୁଗୋଳ ଓ ନୟାଗଡ଼ ଜିଲାରେ ରାଜ୍ୟର ପ୍ରଥମ ମଡେଲ ଭର୍ଚୁଆଲ କୋର୍ଟରୁମ୍‌ ଉଦ୍‌ଘାଟିତ ହୋଇଯାଇଛି। ସୋମବାର ଭିଡିଓ କନଫରେନ୍ସ ମାଧ୍ୟମରେ ସୁପ୍ରିମକୋର୍ଟ ବିଚାରପତି...

କମେଣ୍ଟ ମାରୁଥିବା ଯୁବକଙ୍କୁ କାବୁ କରି ପୋଲିସ ଜିମାଦେବା ଘଟଣା: ଶର୍ମିଷ୍ଠାଙ୍କୁ ସମ୍ମାନିତ କଲେ ଏସ୍‌ପି

ବଲାଙ୍ଗୀର ଅଫିସ, ୨ା୧୦-ହାଇସ୍କୁଲରେ ପଢୁଥିବା ଦୁଇ ସାନ ଭଉଣୀ ଓ ତାଙ୍କ ସହାପାଠିନୀଙ୍କୁ ବାରମ୍ବାର କମେଣ୍ଟ ମାରି ହଇରାଣ କରୁଥିବା ଜଣେ ଉଦ୍ଧତ ଯୁବକଙ୍କୁ ବିଚ୍‌...

ବ୍ୟବସାୟୀଙ୍କ ଯୋଗୁ ବନ୍ଦ ହୋଇପାରୁନି ପଲିଥିନ୍‌

ମାଲକାନଗିରି,୧୯।୧୦ (ଡି.ଏନ୍‌.ଏ.)- ଅକ୍ଟୋବର ୨ରୁ ସାରା ରାଜ୍ୟରେ ପଲିଥିନ ବ୍ୟବହାର ବନ୍ଦ କରାଯାଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରଚାରପ୍ରସାର କରାଯାଇଛି। ମାଲକାନଗିରି ପୌର...

କୁଚିଣ୍ଡା ବିଇଓଙ୍କୁ ବାଟରୁ ଉଠାଇ ନେଲା ଭିଜିଲାନ୍ସ

ସମ୍ବଲପୁର/କୁଚିଣ୍ଡା, ୧୦।୭ (ବ୍ୟୁରୋ/ଡି.ଏନ.ଏ.)-ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ୍‌ ଶିକ୍ଷା ଅଧିକାରୀ(ବିଇଓ) ପ୍ରଫୁଲ୍ଲ କୁମାର ନାୟକଙ୍କୁ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ସମ୍ବଲପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ...

ଓଭରବ୍ରିଜ ନିର୍ମାଣରେ ବିଳମ୍ବ, ହାତୀଙ୍କ ଚଳପ୍ରଚଳରେ ସମସ୍ୟା

କେନ୍ଦୁଝର,୧୯ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ୪୯ନଂ ଜାତୀୟ ରାଜପଥ ଜଗମୋହନପୁରଠାରେ ପ୍ରସ୍ତାବିତ ଓଭରବ୍ରିଜ୍‌ (ଅଣ୍ଡରପାସ) ନିର୍ମାଣରେ ବିଳମ୍ବ ହେଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏହି...

ହତ୍ୟା ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ଆନନ୍ଦପୁର,୫।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ ରାଜେଶ ଦାଶ ଗୁରୁବାର ଏସ୍‌ଟି କେସ୍‌ ନଂ. ୭୬/୧୩୨/୧୭/୧୫, ଘସିପୁରା ଥାନା କେସ୍‌ ୬୯/୧୩.୪.୨୦୧୫ର ବିଚାର...

Advertisement
Archives

Model This Week