ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୩୦ା୮-ସାପ କାମୁଡ଼ାରେ ଗୁରୁତର ଜଣେ ମହିଳାଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ସଦର ଥାନା ଅନ୍ତର୍ଗତ ଅଲାରିଗଡ ଗ୍ରାମର ମନୋଜ ଡାକୁଆଙ୍କ ସ୍ତ୍ରୀ ନମିତା। ମେଡିକାଲ ଫାଣ୍ଡି ପୋଲିସ ମୃତଦେହ ଜବତ କରି ନଂ.୪୫୯/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ନମିତା ପ୍ରାୟ ୧୫ ଦିନ ହେଲା ପାଟପୁରରେ ରହୁଥିବା ବାପା ଭଗବାନ ଡାକୁଆଙ୍କ ଘରକୁ ଯାଇଥିଲେ। ଗୁରୁବାର ରାତିରେ ସମସ୍ତେ ଖାଇସାରି ଶୋଇଥିଲେ। ରାତି ପ୍ରାୟ ୩ଟାରେ ନମିତାଙ୍କୁ କୌଶସି ଏକ ସାପ କାମୁଡ଼ି ଦେବାରୁ ସେ ଚିତ୍କାର କରିଥିଲେ। ଏହା ଶୁଣି ବାପା ଉଠି ପଡ଼ି ନମିତାଙ୍କୁ ତୁରନ୍ତ ଦିଗପହଣ୍ଡିର ଏକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଶୁକ୍ରବାର ସକାଳେ ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ନମିତାଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜମିରେ କରୁଥିଲେ କାମ: ବଜ୍ରପାତରେ ଚାଲିଗଲା ଜୀବନ

କୋରାପୁଟ/ନାରାୟଣପାଟଣା,୧୭।୬(ଅମିତାଭ ବେହେରା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ସଲପଗୁଡ଼ା ଗ୍ରାମରେ ସୋମବାର ବର୍ଷା ପବନ ସହ ଘଡଘଡି ହୋଇ ବଜ୍ରପାତ ଘଟିଛି। ବଜ୍ରପାତରେ ଜଣେ ଚାଷୀଙ୍କ...

ବିଦ୍ୟୁତ୍‌ ଖୁଣ୍ଟରେ ପିଟିହେଲା ବାଇକ୍‌: ଚାଲିଗଲା ଚାଳକଙ୍କ ଜୀବନ

ଥୁଆମୁଳ ରାମପୁର:୧୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଳକ ସ୍ଥିତ କର୍ଲାପାଟ ଥାନା ଅଞ୍ଚଳରେ ସଡ଼କ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ...

ପ୍ରଥମଥର କଟକ ଗସ୍ତରେ ଯାଇ ଏମିତି ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

କଟକ, ୧୭।୬(ଶିଳ୍ପା ପ୍ରିୟଦର୍ଶିନୀ)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର କଟକ ଗସ୍ତରେ ଆସି ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ...

ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ: ୧୪୪ ଧାରା ଜାରି

ବାଲେଶ୍ବର ଅଫିସ, ୧୭।୬- ବାଲେଶ୍ୱର ସହର ସ୍ଥିତ ଭୁଜାଖିଆ ପୀର ନିକଟସ୍ଥ ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ ହୋଇଛି। ସ୍ଥାନୀୟ ଗାଁ ତଥା...

ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ: ‘କିଷାନ ସମ୍ମାନ ନିଧି ଯୋଜନା’ର କିସ୍ତି ଟଙ୍କା ବଣ୍ଟନ ଉତ୍ସବରେ ଦେବେ ଯୋଗ

ବରଗଡ଼,୧୭ା୬(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଟଙ୍କା ବଣ୍ଟନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହେବ। ଏହି କ୍ରମରେ ବରଗଡ଼ରେ ହେବାକୁ...

ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼: ବରିଷ୍ଠ ଅଧିକାରୀ, ଅତିରିକ୍ତ ଫୋର୍ସ ଗଲେ ପୁରୀ

ପୁରୀ,୧୭ା୬: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯିବା ପରେ ଅପ୍ରତ୍ୟାଶିତ ଭାବେ ଶ୍ରଦ୍ଧାଳୁଙ୍କ ଆଗମନ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଜ୍ୟ ସରକାର ଅତିରିକ୍ତ ଫୋର୍ସ...

ପାହାଡ଼ରେ ପିଟିହେଲା ବସ୍‌

ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍‌ ପିଟି ହୋଇଛି। ଫଳର ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା...

ରାୟଗଡ଼ାରେ ଡିପ୍‌ଥେରିଆ ଆତଙ୍କ

ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର  ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri