ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ସାକ୍ଷୀଗୋପାଳ, ୨୨।୫(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତର ବଡ଼ବିଲ ସାହିର କୁମୁଦୀନି ମଲ୍ଲିକ(୪୦)ଙ୍କର ବିଷଧର ସାପ କାମୁଡାରେ ମୃତ୍ୟୁ ଘଟିଛି। ବାତ୍ୟାରେ ଭାଙ୍ଗି ଯାଇଥିବା ଘରେ ମଙ୍ଗଳବାର ସେ ବସି ଭାତ ଖାଉଥିବା ବେଳେ ଘର ଭିତରକୁ ଗୋଟିଏ ବେଙ୍ଗ ପସି ଆସିଥିଲା। ବେଙ୍ଗ ଖାଇବାକୁ ଗୋଟିଏ ବିଷଧର ନାଗସାପ ଘର ଭିତରେ ପସି ଯାଇଥିବା ଦେଖି ମହିଳା ଜଣଙ୍କ ଭୟରେ ବାହରକୁ ପଳାଇବାବେଳେ ତାଙ୍କୁ ସାପଟି କାମଡି ଦେଇଥିଲା। ପରିବାର ଲୋକେ ତାଙ୍କୁ ସାକ୍ଷୀଗୋପାଳ ସରକାରୀ ଚିକିତ୍ସାଳୟକୁ ଆଣିଥିଲେ। ମାତ୍ର ସାପ କାମୁଡା ଇଞ୍ଜେକସନ ଏଠାରେ ନ ଥିବା ଏବଂ ମହିଳାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ଡାକ୍ତର ତାଙ୍କୁ ପୁରୀ ମେଡିକାଲକୁ ସ୍ଥାନାନ୍ତର କରିଥିଲେ। ସେ ପୁରୀ ପହଞ୍ଚିବା ପୂର୍ବରୁ ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା। ପୁରୀ ମେଡ଼ିକାଲରେ ବୁଧବାର ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ଚିକିତ୍ସା ଅବହେଳାରୁ କୁମୁଦୀନିଙ୍କ ମୃତ୍ୟୁ ଘଟିଥିବା ତାଙ୍କ ପରିବାର ଲୋକେ ସତ୍ୟବାଦୀ ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ସତ୍ୟବାଦୀ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ଦେଖିବାକୁ ଯିିବେ ନାହିଁ ଆର୍ଜେଣ୍ଟିିନା ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ବୁଏନ୍ସ ଏରିଜ, ୧୭ା୭: ଆର୍ଜେଣ୍ଟିନା ରାଷ୍ଟ୍ରପତି ଜାଭିଏର୍‌ ମିଲେଇଙ୍କର ଏକ ଅନ୍ଧବିଶ୍ୱାସ ରହିଛି। ଏଥିପାଇଁ ସେ ରବିବାର ଆର୍ଜେଣ୍ଟିନା ଓ ସ୍ପେନ୍‌ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍‌…

ରଥଟଣା ବେଳେ ଅଘଟଣ: ଶଳାକୁ ଖଣ୍ଡାରେ ହାଣିଥିବା ଭିଣୋଇଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୧୭।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁରୁବାର ରଥଟଣା ଚାଲିଥିବା ବେଳେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଭିଣୋଇ ଟିଟୁ…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖୁସିଖବର: ୩୧ ମାର୍ଚ୍ଚ ୨୦୨୭ ପର୍ଯ୍ୟନ୍ତ ଜେନେରାଲ୍ ଟିକେଟ୍‌ରେ ମିଳିବ ରିହାତି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇ ରେଳ ଯାତ୍ରୀମାନଙ୍କୁ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଅଣ-ସଂରକ୍ଷିତ (Unreserved) ଅର୍ଥାତ୍ ଜେନେରାଲ୍ ଟିକେଟ୍ ବୁକିଂ ଉପରେ ମିଳୁଥିବା ୩% ର…

ସବୁକିଛି ହାସଲ କରିବା ପରେ, ସେହି ଗୋଟିଏ କଥା ‘ହିଟମ୍ୟାନ’ଙ୍କୁ ଜୀବନସାରା କନ୍ଦାଇବ! ରୋହିତ ଶର୍ମାଙ୍କୁ ଅବସର ନେବାକୁ…

ନୂଆଦିଲ୍ଲୀ,୧୭।୭: କ୍ରିକେଟ ପ୍ରଶଂସକମାନେ ନିଶ୍ଚିତ ଭାବରେ ଏହା ଜାଣିଥିବେ ଯେ ଲର୍ଡସରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ତୃତୀୟ ଦିନିକିଆ ରୋହିତ ଶର୍ମାଙ୍କ କ୍ୟାରିୟରର ଶେଷ…

କଳିଯୁଗ ଶେଷକୁ ନେଇ ସତ ହେଉଛି କି ମାଳିକାର ଭବିଷ୍ୟବାଣୀ? ଜଗନ୍ନାଥ ମନ୍ଦିରର ଏହି ସଙ୍କେତ ବଢାଇଲା ଚିନ୍ତା!

ହିନ୍ଦୁ ଧର୍ମଶାସ୍ତ୍ରଗୁଡ଼ିକରେ ଅନେକ ସ୍ଥାନରେ ଉଲ୍ଲେଖ ରହିଛି ଯେ କଳିଯୁଗର ଶେଷରେ ଭଗବାନ ଜଗନ୍ନାଥ ‘କଲ୍କି ଅବତାର’ ରୂପରେ ପ୍ରକଟ ହେବେ ଏବଂ ପୁନର୍ବାର ‘ସତ୍ୟଯୁଗ’ର ସ୍ଥାପନା…

ଶ୍ରୀଜଗନ୍ନାଥଙ୍କ ଟାହିଆ ପ୍ରସଙ୍ଗ, ଗୋଟି ଗୋଟି କରି ସବୁ କଥା କହିଦେଲେ ଦଇତାପତି ନିଯୋଗ ସମ୍ପାଦକ, ଜାଣନ୍ତୁ…

ପୁରୀ,୧୭।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ନବଦିନାତ୍ମକ ରଥଯାତ୍ରା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ରଥଟଣା ଶେଷ ହୋଇଛି। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ରଥ…

‘ମୁଁ ଖେଳିବା ଛାଡିଦେବି…’, କ୍ରିକେଟ ଜଗତରେ ହଇଚଇ ସୃଷ୍ଟି କଲା ରୋହିତ ଶର୍ମାଙ୍କ….

ନୂଆଦିଲ୍ଲୀ,୧୭।୭: ୧୯ ଜୁଲାଇ ଦିନ ରୋହିତ ଶର୍ମା ନିଜ ଆନ୍ତର୍ଜାତୀୟ କ୍ୟାରିୟରର ଶେଷ ମ୍ୟାଚ ଖେଳିବେ। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ତଥା ନିର୍ଣ୍ଣାୟକ ଦିନିକିଆ…

ସଞ୍ଜୟ ରାଉତଙ୍କ ବଡ଼ ଦାବି: ‘ବଦଳିପାରନ୍ତି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ; ଦେବେନ୍ଦ୍ର ଫଡନଭିସଙ୍କୁ କେନ୍ଦ୍ରରେ ମିଳିବ ବଡ଼ ଭୂମିକା’

ମୁମ୍ବାଇ,୧୭।୭: ଉଦ୍ଧବ ଠାକରେଙ୍କ ଶିବସେନା (UBT)ର ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଶୁକ୍ରବାର (୧୭ ଜୁଲାଇ) ସେ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri